Home Left

୧୨ ବର୍ଷର ରେକର୍ଡ ଭାଙ୍ଗିଲେ ରଜତ ପାଟିଦାର: ଦ୍ୱିତୀୟ ଅଧିନାୟକ ଭାବେ…

ଚେନ୍ନାଇ,୨୯।୩: ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରି RCB ଅଧିନାୟକ ଭାବରେ ରଜତ ପାଟିଦାର ଇତିହାସ ସୃଷ୍ଟି କରିଛନ୍ତି। ସେ ଏହି ଷ୍ଟାଡିୟମରେ CSK ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିବାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଦ୍ୱିତୀୟ ଅଧିନାୟକ ହୋଇଛନ୍ତି।…

ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୯ା୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ…

ବରଗଡ଼ ଓକିଲ ସଂଘର ନିର୍ବାଚନ: ଚାଲିଛି ମତଦାନ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ଶନିବାର ଚାଲିଛି ବରଗଡ଼ ଜିଲା ଓକିଲ ସଂଘର ନିର୍ବାଚନ। ଏଥିପାଇଁ ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଏଥର ସଂଘର ସଭାପତି ପଦବୀ ପାଇଁ ବେଲାଳସେନ ସରାଫ, ଭୀଷ୍ମଦେବ ସରାଫ, ପ୍ରକାଶ କୁମାର ପଟ୍ଟନାୟକ ଓ ଶଶିଭୂଷଣ ପ୍ରଧାନ ପ୍ରତିଦ୍ୱନ୍ଦ୍ୱିତା…

ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲେ ସାମରିକ ସରକାର: ଟ୍ରମ୍ପ କହିଲେ…

ନାପିଦାଉ/ବ୍ୟାଙ୍କକ୍‌,୨୯ା୩ମ୍ୟାନ୍‌ମାରରେ ଭୂକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଏବଂ ବିପନ୍ନଙ୍କୁ ଅତ୍ୟାବଶ୍ୟକ ରିଲିଫ୍‌ ସହାୟତା ଯୋଗାଇବା ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଆମ୍‌ନେଷ୍ଟି ଇଣ୍ଟରନ୍ୟାଶନାଲ ଏବଂ ହ୍ୟୁମାନ୍‌ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ପ୍ରଭାବିତ ଲୋକଙ୍କୁ ତୁରନ୍ତ ମାନବୀୟ ସହାୟତା ଯୋଗାଇଦେବା…

ରାସ୍ତା ତିଆରିକୁ ପୂରିନି ବର୍ଷେ, ଉଠିଗଲାଣି ପିଚୁ,ମେଟାଲ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ସଡ଼କ କାମ ଅତି ନିମ୍ନମାନର ହୋଇଥିବା ନେଇ ଜିଲା ପରିଷଦ ବୈଠକରେ ସଭ୍ୟମାନେ ଅଭିଯୋଗକରି ଆସୁଛନ୍ତି। ବିଭାଗ କିନ୍ତୁ ଅନେକ ବାହାନା ଦେଖାଇ ନିଜ ଦୋଷ ଦୁର୍ବଳତାକୁ ଲୁଚାଇ…

ଭୂକମ୍ପ ପରେ ଧ୍ୱଂସର ଚିତ୍ର: ରେସ୍କ୍ୟୁ, ରିଲିଫ୍‌ ବଡ଼ ଚ୍ୟାଲେଞ୍ଜ

ନାପିଦାଉ/ବ୍ୟାଙ୍କକ୍‌/ ନୂଆଦିଲ୍ଲୀ,୨୯ା୩:ମ୍ୟାନ୍‌ମାରରେ ଶୁକ୍ରବାର ୭.୭ ତୀବ୍ରତା ବିଶିଷ୍ଟ ଭୂକମ୍ପ ହୋଇଛି, ଯାହାର ପ୍ରଭାବ ଦେଶ ଭିତରେ ସୀମିତ ନ ରହି ଦକ୍ଷିଣପୂର୍ବ ଏସିଆକୁ ଥରାଇ ଦେଇଛି। କେବଳ ମ୍ୟାନ୍‌ମାରରେ ୧୪୪ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ଅନ୍ୟ ୭୩୨ ଜଣ ଆହତ ହୋଇ…

ଚିକିତ୍ସା ପାଇଁ ସହାୟତାକୁ ଅପେକ୍ଷା

ବଡ଼ଗାଁ,୨୯।୩(ଅଶୋକ ଷଡ଼ଙ୍ଗୀ): ପରିବାରର ଏକମାତ୍ର ରୋଜଗାରକ୍ଷମ ଥିଲେ। ହଠାତ୍‌ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ଚଳାଇବା କଷ୍ଟକର ହେଉଛି। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କଲବଲ ହେବାକୁ ପଡୁଛି। ସ୍ତ୍ରୀ ଓ ଦୁଇ ଜାଆଁଳା ଝିଅଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ…

ବିଧାନସଭା ବାହାରେ ପୁଣି ଘଣ୍ଟ ପିଟିଲା କଂଗ୍ରେସ

ଭୁବନେଶ୍ୱର,୨୯।୩(ରବିନାରାୟଣ ଜେନା): ବିଧାନସଭା ଗୃହ ଭିତରେ ଘଣ୍ଟ ମାଡ଼କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବିତ ହେବା ପରେ ଶୁକ୍ରବାର ପୁଣି ବିଧାନସଭା ବାହାରେ ଘଣ୍ଟମାଡ଼ କରିଛନ୍ତିି। ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଯେ ପର୍ଯ୍ୟନ୍ତ ସରକାରଙ୍କୁ ନିଦରୁ ନ ଉଠାଇଛୁ ସେପର୍ଯ୍ୟନ୍ତ ଘଣ୍ଟମାଡ଼…

ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌

ନୂଆଦିଲ୍ଲୀ,୨୯।୩ (ଅଭୟ ଦାଶ): ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ କ୍ଲାସିକ୍‌ ୬୫୦ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି କ୍ଲାସିକ୍‌ ୬୫୦ରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଓ ଫିଚର ସାମିଲ ରହିଛି।…

ବାର୍ଦ୍ଧକ୍ୟର ଅନୁଚିନ୍ତା

ମଣିଷର ବୟସ ବଢିଲେ ପରମାୟୁ କମି କମି ଚାଲେ। ଏଣୁ ବୟସକୁ ସମ୍ମାନ ଦେଇ ସର୍ବାଗ୍ରେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ବିଧେୟ। ଶରୀର ସୁସ୍ଥ ଥିଲେ ମନ ସୁଖୀ ରହେ। ନିଜର ବିଚାର ଶକ୍ତି ବଢ଼େ। ଚିଡାପଣ କମେ।…

ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ

ମୟୂରଭଞ୍ଜ ଜିଲାର ଏକ ଛୋଟ ଗଁା ଧଙ୍ଗୁଡ଼ିଶୋଳରେ ଜନ୍ମିତ ଡ. ଲୋକନାଥ ଦାଶ ବର୍ତ୍ତମାନ କେୟାର ହସ୍ପିଟାଲର ଆସୋସିଏଟ୍‌ ଭାଇସ୍‌ ପ୍ରେସିଡେଣ୍ଟ ଭଳି ଗୁରୁଦାୟିତ୍ୱ ତୁଲାଉଛନ୍ତି। ରାଜାଲୋକ ହାଇସ୍କୁଲ, ବାରିପଦାର ଏମ୍‌ପିସି କଲେଜରେ ପାଠପଢ଼ା ପରେ ଫାର୍ମାସିରେ ଡିପ୍ଲୋମା ଓ ପରେ…

ପତଙ୍ଗ ଭାରତ

ଦେଶ ବା ରାଜ୍ୟ ଚଳେଇବା ଛୋଟିଆ କଥା ନୁହେଁ। ସରକାରୀ କଳକୁ ଚଳେଇବା ମଧ୍ୟ କୋଉ ଯୁଦ୍ଧଠାରୁ କମ୍‌ ନୁହେଁ। ପ୍ରତ୍ୟହ ନୂଆ ନୂଆ ଚ୍ୟାଲେଞ୍ଜ, ସମସ୍ୟା। ତାକୁ ସମାଧାନ କରିବାକୁ ଲୋଡ଼ା ଅର୍ଥବଳ ଓ ମାନବ ସମ୍ବଳ, ନୂଆ ବିଚାରଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?