Home Left

୩୩ କୋଟିରେ ପନ୍ତଙ୍କୁ କିଣିଲା ପଞ୍ଜାବ, ମେଗା ଅକ୍ସନ ପୂର୍ବରୁ…

ନୂଆଦିଲ୍ଲୀ,୨୩।୧୧: ଆଇପିଏଲ୍‌ ମେଗା ଅକ୍ସନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି। ଏହାପରେ ଅନେକ ଖେଳାଳିଙ୍କ ଭାଗ୍ୟର ଫଳାଫଳ ଆସିବ। ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ଅକ୍ସନରେ ୫୭୭ଜଣ ଖେଳାଳିଙ୍କ ଉପରେ ନିଲାମ ଡ଼କାଯିବ। ହେଲେ କିଛି ଖେଳାଳିଙ୍କ…

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର କରିଛି। ଗତ ୧ ତାରିଖରେ କେନ୍ଦୁଝର ସଦର ରେଞ୍ଜ ଜଗଦଳା ଡ୍ୟାମ୍‌ ନିକଟରୁ ହାତୀଛୁଆକୁ…

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା ବନାଞ୍ଚଳ ଖାରିଗୁଡ଼ା ପଞ୍ଚାୟତ ମୋହନାଗୁଡ଼ା ଗାଁ ରାସ୍ତାରେ ଶନିବାର ବାଘର ପାଦ ଚିହ୍ନ ଦେଖିବାକୁ…

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଖପ୍ରଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ସୁନାମୁଦି ସ୍ବାସ୍ଥ୍ୟ ଉପକେନ୍ଦ୍ରର ଏଏନ୍‌ଏମ…

କ’ଣ ୯୯% ଚାର୍ଜ ଥିବା ଇଭିଏମ୍‌ ବ୍ୟାଟେରୀ ଯୋଗୁ ହାରିଗଲେ ସ୍ବରା ଭାସ୍କରଙ୍କ ସ୍ବାମୀ? ଜାଣନ୍ତୁ ଅଭିଯୋଗରେ…

ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ ସତ୍ତ୍ୱେ ଇଭିଏମ୍‌ ୯୯% କିଭଳି ଚାର୍ଜ ରହିପାରିବ? ପୁରା ଚାର୍ଜ ଥିବା ମେଶିନ ଖୋଲିବା…

ଏନ୍‌ସିପିର ସବୁଠୁ ଖରାପ ପ୍ରଦର୍ଶନ

ମୁମ୍ବାଇ ,୨୩ା୧୧: ଭାରତୀୟ ରାଜନୀତିରେ ଅନ୍ୟତମ ଟାଣୁଆ ନେତା ଶରଦ ପାଓ୍ବାରଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ୨୦୨୬ରେ ଶେଷ ହେବାକୁ ଯାଉଥିବା ବେଳେ ସେ ରାଜନୀତିରେ ସମ୍ପୂର୍ଣ୍ଣ ସକ୍ରିୟ ଥିବା ନିକଟରେ ସୂଚନା ଦେଇଥିଲେ। ତେବେ ଲୋକ ସଭା ନିର୍ବାଚନର ୬…

ନାଣ୍ଡେଡ୍‌ ଲୋକ ସଭା ଆସନ ହାତେଇଲା ଭାଜପା

ଓ୍ବାୟନାଡ୍‌,୨୩ା୧୧: ମହାରାଷ୍ଟ୍ରର ନାଣ୍ଡେଡ୍‌ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସନ୍ତୁକରାଓ ମାରୋତରାଓ ହମ୍ବାର୍ଡେ ବିଜୟୀ ହୋଇଛନ୍ତି। ସେଠାରୁ ନିର୍ବାଚିତ ହୋଇଥିବା ଚଭନ ବସନ୍ତରାଓ ବଲଓ୍ବନ୍ତରାଓଙ୍କ ଦେହାନ୍ତ ପରେ ଉକ୍ତ ଆସନରେ ଉପନିର୍ବାଚନର ଆବଶ୍ୟକ ପଡ଼ିଥିଲା। ଉପନିର୍ବାଚନରେ…

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ

ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ପ୍ରକାରେ ସୂଚନା ପାଇ ସାରଙ୍ଗଡ଼ ଥାନା…

ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍‌ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…

୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି ଗୌତମ…

ପ୍ରଥମ ଟେଷ୍ଟ: ୨୧୮ ରନ୍‌ରେ ଆଗୁଆ ରହି ଦୃଢ ସ୍ଥିତିରେ ଭାରତ

ପର୍ଥ,୨୩ା୧୧: ପର୍ଥରେ ଅନୁଷ୍ଠିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଦୃଢ ସ୍ଥିତିରେ ରହିଛି ଭାରତ। ଯଶପ୍ରୀତ୍‌ ବୁମ୍‌ରାଙ୍କ ୫ ଉଇକେଟ ସଫଳତା, ଅଷ୍ଟ୍ରେଲିଆ ମାଟିରେ ଜୟସ୍ବାଲଙ୍କ ପ୍ରଥମ ଅର୍ଦ୍ଧଶତକ ବଳରେ ଭାରତ ଦ୍ୱିତୀୟ ଦିନର ଷ୍ଟମ୍ପସ ବେଳକୁ ୨୧୮ ରନ୍‌ରେ ଆଗୁଆ…

ବାଇକ୍‌ରେ ଯାଉଥିଲେ ସ୍ବାମୀ-ସ୍ତ୍ରୀ: ଧକ୍କା ଦେଲା କାର୍‌…

ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଯାଉଥିବା ଦମ୍ପତି ଆହତ ହୋଇଥିଲେ। ହେଲେ ସ୍ଥାନୀୟ ଲୋକେ ଗଛ ଡାଳ ପକାଇ ଶାରୁବାହାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri