ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉକ୍ତ ମାମଲାର ୧୮ ବର୍ଷ ପରେ ପ୍ରମାଣ ମିଳିଥିବାରୁ…
ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ
ଲକ୍ଷ୍ନୌ,୨୮।୩: ଦେଶର ସବୁଠାରୁ ପ୍ରତିଷ୍ଠିତ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଭିଆଇପି ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣ ପାଣ୍ଡେଙ୍କର ଶୁକ୍ରବାର (୨୮ ମାର୍ଚ୍ଚ, ୨୦୨୫) ସକାଳେ ଦେହାନ୍ତ ହୋଇଯାଇଛି। ଗିରିଶ ନାରାୟଣ ପାଣ୍ଡେ ଲକ୍ଷ୍ନୌର…
ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ
ଅନୁଗୋଳ,୨୮।୩: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ। ଭିଜିଲାନ୍ସ ଟିମ୍ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିବା ସୂଚନା ମିଳିଛି। ମିଳିଥିବା…
ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…
ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ ଦେଓଗାଁ ନିକଟ ଏକ ହୋଟେଲରେ ଗୁଳିକାଣ୍ଡ ଘଟିଛି। ଦେଓଗାଁର ମା’ ତାରିଣୀ ହୋଟେଲରେ…
ପ୍ରଦୀପ ଜେନାଙ୍କୁ ମିଳିଲା ବଡ଼ ପଦବୀ
ଭୁବନେଶ୍ୱର,୨୮।୩: ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି । ଏହି ପଦବୀ ବରିଷ୍ଠ…
ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ଗଞ୍ଜାମ ଜିଲା ମନୋନୀତ
ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟସେବା ଯୋଗାଇଥିବାରୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ୨୯ ତାରିଖରେ ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ହାବିଟାଟ ସେଣ୍ଟରରେ…
ଟାସ୍କଫୋର୍ସ କମିଟି ବୈଠକ: ବାଲ୍ୟ ବିବାହ ରୋକିବା ଓ ଶିଶୁ ସୁରକ୍ଷାକୁ ଗୁରୁତ୍ୱ
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଶିଶୁ ସୁରକ୍ଷା ୟୁନିଟ ଆନକୁଲ୍ୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲ୍ୟବିବାହ ରୋକିବା ପାଇଁ ଜିଲା ଟାସ୍କଫୋର୍ସ କମିଟିର ସମସ୍ତ ସଦସ୍ୟଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ ହୋଇଛି । “ଶିଶୁମାନଙ୍କ ପାଇଁ ଏକ ଦିବସ”…
ଗଞ୍ଜାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ବୁଗୁଡ଼ା,୨୮।୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅଧୀନ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ସହ ସମସ୍ତ କାର୍ଯ୍ୟ ଆରମ୍ଭ ହୋଇଥିଲା…
ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ
ଭୁବନେଶ୍ୱର,୨୮।୩: ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮…
ରାଜ୍ୟରେ ହିଟ୍ଓ୍ବେଭ୍ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା
ଭୁବନେଶ୍ୱର,୨୮ା୩: ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ତାପମାତ୍ରା ୪୨ ଡିଗ୍ରୀ ଟପିଛି। ଶୁକ୍ରବାର ଦିନ ସାଢ଼େ ୨ଟାରେ ଝାରସୁଗୁଡ଼ାରେ ତାପମାତ୍ର ୪୨ ଡିଗ୍ରୀ ସେଲ୍ସିୟସ୍ ଟପିଯାଇ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସମ୍ବଲପୁରରେ ୪୧.୬…
IPL 2025: CSK ପାଇଁ ବିପଦ ସାଜିଲେଣି ଧୋନୀ?
ନୂଆଦିଲ୍ଲୀ,୨୮।୩: ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଶଂସକଙ୍କ ପାଇଁ ଏମଏସ ଧୋନି କୌଣସି ଭଗବାନଙ୍କଠାରୁ କମ ନୁହଁନ୍ତି। ଧୋନିଙ୍କ ଯୋଗୁଁ ହିଁ ସାରା ବିଶ୍ୱର ପ୍ରଶଂସକ ଚେନ୍ନାଇ ସୁପର କିଙ୍ଗ୍ସକୁ ସଲାମ କରନ୍ତି। ତଥାପି, ପୂର୍ବତନ ସିଏସକେ ବ୍ୟାଟସମ୍ୟାନ ଅମ୍ବାତି ରାୟୁଡୁ ବିଶ୍ୱାସ…
Sikandar Advance Booking: ଆରମ୍ଭ ହେଲା ସଲମାନଙ୍କ ମୁଭି ‘ସିକନ୍ଦର’ର ଆଡଭାନ୍ସ ବୁକିଂ
ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ସିକନ୍ଦର’ ପାଇଁ ଦର୍ଶକେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମର ଟ୍ରେଲର ଦେଖିବା ପରେ, ପ୍ରଶଂସକମାନେ ଭାଇଜାନଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ତେବେ ସିକନ୍ଦର ରିଲିଜ ପାଇଁ ଆଉ…

