ବାଇକ୍ରେ ଯାଉଥିଲେ ସ୍ବାମୀ-ସ୍ତ୍ରୀ: ଧକ୍କା ଦେଲା କାର୍…
ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଯାଉଥିବା ଦମ୍ପତି ଆହତ ହୋଇଥିଲେ। ହେଲେ ସ୍ଥାନୀୟ ଲୋକେ ଗଛ ଡାଳ ପକାଇ ଶାରୁବାହାଲ…
କାର୍ ଡିକିରେ ନେଉଥିଲେ ଗଞ୍ଜେଇ, ଗୋଡ଼ାଇ ଗୋଡ଼ାଇ ଧରିଲେ ଅବକାରୀ ଅଧିକାରୀ
ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅନ୍ତର୍ଗତ ମେରାଇନ ଏକାଡେମୀ ନିକଟରେ ଜଣେ ଯୁବକ କାବୁ କରିବାରେ ସକ୍ଷମ ହୋଇଥିବାବେଳେ…
ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…
ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ ରାଜନେତାଙ୍କ ଗାଡ଼ିରେ ଥାନାକୁ ନେଇଥିବା ଚର୍ଚ୍ଚା ହେଉଛି।…
ମାଡ଼ ପରେ ପୁଣି ତାତିଲେ ହିମାଂଶୁ, କହିଲେ ପ୍ରମିଳା ମ୍ୟାଡାମ ଭାରସାମ୍ୟ ହରାଇଲେଣି
ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ମାଡ଼ ଘଟଣାରେ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ ଶନିବାର ପ୍ରତିକ୍ରିୟା ରଖିଥିଲେ। ତାଙ୍କ ପ୍ରତିକ୍ରିୟା ପରେ ମୁହଁ ଖୋଲିଛନ୍ତି ନିଜେ ବିଧାୟକ ହିମାଂଶୁ । ସେ କହିଛନ୍ତି, ଦଳ ନିର୍ବିଶେଷରେ ଜଣେ ବିଧାୟକଙ୍କୁ…
ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…
ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାତିରେ କଳାକାର୍ରେ ବିଧାୟକ କେଉଁ କାମରେ ଯାଉଥିଲେ। ଗୋଟିଏ ଜାଗାରେ ଯଦି…
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ
ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି ଗାଁର ବୋଲି ଜଣାପଡ଼ିଛି। ଦୁଇ ସାଙ୍ଗ ଓମ୍ ମହାଳିଙ୍ଗ ଓ ନିରଞ୍ଜନ ଭୋଇ…
ଇତିହାସ ରଚିଲେ ରାହୁଲ-ଜୟସ୍ବାଲ: ୨୦୦୪ ପରେ ପ୍ରଥମଥର ଘଟିଲା ଏମିତି
ପର୍ଥ,୨୩।୧୧: ପର୍ଥ ଟେଷ୍ଟରେ ଯଶସ୍ବୀ ଜୟସ୍ବାଲ ଏବଂ କେ.ଏଲ ରାହୁଲ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ରାହୁଲ ଏବଂ ଯଶସ୍ବିଙ୍କ ମଧ୍ୟରେ ଏକ ଶତକୀୟ ଭାଗିଦାରୀ ହୋଇଛି। ୨୦୦୪ ପରଠାରୁ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆରେ…
ଭାବପ୍ରବଣ ହୋଇ ସ୍ବାମୀ ବୁମ୍ରାଙ୍କ ପାଇଁ ଏମିତି କହିଦେଲେ ସଞ୍ଜନା
ପର୍ଥ,୨୩।୧୧: ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୧୫୦ ରନରେ ଅଲଆଉଟ ହେବା ପରେ ଅଷ୍ଟ୍ରେଲିଆ ଦଳ ଏହାର ପ୍ରଥମ…
ମୋ ପୁଅ ହେବ ମୁଖ୍ୟମନ୍ତ୍ରୀ: କହୁ କହୁ କହିଦେଲେ ଫଡନଭିସଙ୍କ ମା’
ନୂଆଦିଲ୍ଲୀ,୨୩।୧୧: ୨୦୨୪ ମହାରାଷ୍ଟ୍ର ନିର୍ବାଚନରେ ବମ୍ପର ବିଜୟ ହାସଲ କରିଛି ମହାୟୁତି। ବର୍ତ୍ତମାନ ପ୍ରାୟ ସ୍ପଷ୍ଟ ହୋଇଛି, ଭାଜପା ସର୍ବବୃହତ ଦଳ ଭାବରେ ଉଭା ହୋଇଛି। ଦେବେନ୍ଦ୍ର ଫଡନଭିସ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ବୋଲି ଚର୍ଚ୍ଚା ହେଉଛି। ଫଳାଫଳ…
ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊର୍ଦ୍ଧ୍ୱ ବୋତଲ ବିଦେଶୀ ମଦ ଜବତ: ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ଶୁକ୍ରବାର ରାତି ପ୍ରାୟ ସାଢେ ୮…
ଉତ୍ତରପ୍ରଦେଶ ଉପ ନିର୍ବାଚନ:ଏଥର ଖେଳ କରିଦେଲା…
ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶରେ ଖାଲି ପଡିଥିବା ଆସନ ମଧ୍ୟରୁ ୯ ଆସନରେ ଉପ ନିର୍ବାଚନ ହୋଇଛି । ଟ୍ରେଣ୍ଡ ଅନୁସାରେ ଭାଜପା ୭ଟି ଆସନରେ ଆଗୁଆ ରହିଥିବା ବେଳେ ସମାଜବାଦୀ ପାର୍ଟି ୨ଟି ଆସନରେ ଲିଡ କରୁଛି । କୁଣ୍ଡାର୍କି ,ଖୈର, ସିସମାଉ…
Archives


