Home Left

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି ଯାଇଥିଲେ। ଯୁବତୀଙ୍କୁ ନ ଆଣିଲେ ଏବଂ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ରାତିରୁ ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜଳସ୍ରୋତରେ ଏହି କେନାଲ କୂଳ ଲଙ୍ଘିବା…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ ଡାଇନୋସରମାନଙ୍କ ବଂଶ ବିସ୍ତାର ଏବଂ ସେମାନଙ୍କ ଜୈବ-ବିବିଧତା ସମ୍ପର୍କରେ ଏକ ନୂତନ ଦିଗ…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବାଣିଜ୍ୟ, ମ୍ୟାନେଜମେଣ୍ଟ ଏବଂ ଅର୍ଥନୀତି ପ୍ରଭୃତି ପାଠ୍ୟକ୍ରମରେ…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ…

ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର ଥାନା ରକ୍ସା ଛକଠାରେ ମଙ୍ଗଳବାର ଚଢ଼ାଉ କରାଯାଇଥିଲା। ୨ ପୃଥକ୍‌ ମାମଲାରେ ୪…

ଆଡ୍‌ମିଶନ ନ ମିଳିବାରୁ ୨ ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

କାନପୁର, ୩୦ା୭ : ଆଇଆଇଟି-କାନପୁରର ନୂତନ ‘ବ୍ୟାଚଲର୍‌ ଅଫ୍‌ ସାଇବର ସିକ୍ୟୁରିଟି’ ପାଠ୍ୟକ୍ରମରେ ନାମଲେଖାରୁ ବଞ୍ଚିତ ହେବା ପରେ ଆଇଆଇଟି-କାନପୁର ଏବଂ ଆଇଆଇଟି-ମାଡ୍ରାସ୍‌ର ଅଫିସିଆଲ ୱେବ୍‌ସାଇଟ୍‌ ହ୍ୟାକ୍‌ କରିଥିବା ଜଣେ ମେଧାବୀ ଛାତ୍ରଙ୍କୁ ପୁଣି ସୁଯୋଗ ଦେବାକୁ ଚିନ୍ତା କରୁଛନ୍ତି କର୍ତ୍ତୃପକ୍ଷ।…

୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଏହି ବିଷୟରେ ହେବ ଚର୍ଚ୍ଚା

ଭୁବନେଶ୍ୱର,୩୦ା୭ (ସୁନୀତ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଥମ ଦିନ ସନ୍ଧ୍ୟାରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଏମ୍‌ପିମାନେ ଦେଖାହୋଇଛନ୍ତି। ସେଠାକୁ ଯାଇଥିବା ଜଣେ ଏମ୍‌ପିଙ୍କ ସୂଚନା…

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ କୋଣରେ ଅବସ୍ଥିତ ହୋଇଛନ୍ତି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଏହି ଗ୍ରହମାନଙ୍କ ସ୍ଥିତି…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ ଜୋର୍ଡାନରେ ଏକ ଆମେରିକୀୟ ସାମରିକ ଘାଟି ଉପରେ ଏକ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଆକ୍ରମଣ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ସଂସଦରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, E20 ପେଟ୍ରୋଲ୍…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଛି। ଗଞ୍ଜେଇ ଚୋରାଚାଲାଣ କରିଥିବା ଅଭିଯୋଗରେ ଦାରିଙ୍ଗବାଡି ଥାନା ଅଞ୍ଚଳରୁ ୨ଜଣଙ୍କୁ ମୁମ୍ବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?