ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ
ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ ଶୁକ୍ରବାର ଘନ କୁହୁଡ଼ି ନେଇ ଏସଆରସି ସତର୍କ କରାଇଛନ୍ତି। ୩ ଜିଲା ସୁନ୍ଦରଗଡ଼, କଳାହାଣ୍ଡି…
ଫଳାଫଳ ପୂର୍ବରୁ ପୋଷ୍ଟର ରାଜନୀତି: ଅଜିତ ପାୱାରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ସଜେଇ ଦେଲେ
ପୁଣେ,୨୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର ଫଳାଫଳ ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୩ରେ ପ୍ରକାଶ ପାଇବ। ଏହା ପୂର୍ବରୁ ପୋଷ୍ଟର ରାଜନୀତି ଆରମ୍ଭ ହୋଇଛି। ଫଳାଫଳର ଗୋଟିଏ ଦିନ ପୂର୍ବରୁ ଏନସିପି ମୁଖ୍ୟ ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦର୍ଶାଯାଇଥିବା…
ଭାରତ ପରେ ମାଟି କାମୁଡିଲା ଅଷ୍ଟ୍ରେଲିଆ: ବୁମ୍ରାଙ୍କ ଚମତ୍କାର ବୋଲିଂ
ପର୍ଥ,୨୨।୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ଦଳ ୧୫୦ ରନରେ ଅଲଆଉଟ୍ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ମାଟି କାମୁଡିଛି। ବର୍ତ୍ତମାନ ଅଷ୍ଟ୍ରେଲିଆ ଦଳ ପ୍ରଥମ ଇନିଂସରେ ୭ ଉଇକେଟ୍ ହରାଇ ୫୯ ରନ୍ କରିଛି।…
ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ
ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ କେନ୍ଦ୍ର…
ବ୍ୟାନ୍ ହେବ ପୁଷ୍ପା-୨! ରିଲିଜ୍ ପୂର୍ବରୁ ବିବାଦରେ ଛନ୍ଦି ହେଲା ଅଲ୍ଲୁଙ୍କ ଫିଲ୍ମ
ମୁମ୍ବାଇ: ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କ ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା: ଦ ରୁଲ’ ରିଲିଜ୍ ହେବା ପୂର୍ବରୁ ବିବାଦରେ ଛନ୍ଦି ହୋଇଯାଇଛି। ଫିଲ୍ମର ଦର୍ଶକ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ। କିନ୍ତୁ ଫିଲ୍ମ ରିଲିଜ ହେବା ପୂର୍ବରୁ ଏହାକୁ…
ଲାଇଭ୍ ମ୍ୟାଚ୍ ମଝିରେ ରିଷଭ ପନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଅଷ୍ଟ୍ରେଲିଆ ଖେଳାଳି: ସମସ୍ତେ ଆଶ୍ଚର୍ଯ୍ୟ
ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଟିମ ଇଣ୍ଡିଆର ଭଲ ଆରମ୍ଭ ହୋଇ ନ ଥିଲା। ଦଳର ଟପ ଅର୍ଡର ଫ୍ଲପ୍…
ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…
ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ…
ବିବାହ ଷ୍ଟେଜରେ ବନ୍ଧୁଙ୍କୁ ଉପହାର ଦେଉଥିବା ବେଳେ ହେଲା ହାର୍ଟ ଆଟାକ୍…, ଦେଖନ୍ତୁ ଭିଡିଓ
ହାଇଦରାବାଦ,୨୨।୧୧: ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘଟଣାହେଲା, ରାଜ୍ୟର ଏକ ସ୍ଥାନରେ ଏକ ବିବାହ ଚାଲିଥିଲା, ଯେତେବେଳେ ଜଣେ ଯୁବକ ବର ଏବଂ କନ୍ୟାକୁ ଅଭିନନ୍ଦନ ଜଣାଇବାକୁ ମଞ୍ଚକୁ ଯାଇଥିଲେ ଏବଂ ଏହି ସମୟରେ…
କୃଷକଙ୍କ ଉନ୍ନତି ହେଲେ ଦେଶର ହେବ ଉନ୍ନତି
ଛତ୍ରପୁର,୨୨।୧୧(ଦିଲ୍ଲୀପ ସାମଲ): ରାଜ୍ୟ ସରକାର କୃଷି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ କୃଷକ୍ମାନଙ୍କୁ ବିଭିନ୍ନ ପ୍ରୋତ୍ସାହନ ଯୋଗାଇଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଛତ୍ରପୁର ଅନସ୍ଲୋ ହାଇସ୍କୁଲ ଖେଳପଡ଼ିଆ ଠାରେ…
ଭାରସାମ୍ୟ ହରାଇ ବସ୍କୁ ଧକ୍କା ଦେଲା ବାଇକ୍, ଦୁଇ ଗୁରୁତର
ପାଟଣା,୨୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥର ମଙ୍ଗଳପୁର ପୋଲ ନିକଟରେ ଶୁକ୍ରବାର ଭୁବନେଶ୍ୱରରୁ ଆସୁଥିବା ପୁଜାରାଣୀ ବସକୁ ଏକ ବାଇକ ଧକ୍କା ଦେବାରୁ ବାଇକରେ ଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି।…
ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା
ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ…
ମହଙ୍ଗା ପଡିଲା ଅଇଁଠା ଆଇସକ୍ରିମ ବିକିବା, ଜଣାପଡିବା ପରେ…
ଥିରୁଭାନନ୍ତପୁରମ,୨୨।୧୧: କେରଳର କୋଡୁଭାଲୀ ନିକଟ କିଜାକୋଥୁ ପଞ୍ଚାୟତରେ ଅବସ୍ଥିତ ଏକ ପପ୍ସିକଲ ଦୋକାନ ଆଇସ ମି ନିକଟରେ ଭାଇରାଲ ଭିଡିଓ ଯୋଗୁଁ ବିବାଦ ଘେରକୁ ଆସିଯାଇଛି। ଭିଡିଓରେ ଦର୍ଶାଯାଇଛି ଯେ ଦୋକାନର ପପ୍ସିକଲ ନିର୍ମାତା ରାସିଦ ପ୍ୟାକ କରିବା ପୂର୍ବରୁ ପ୍ରତ୍ୟେକ…
Archives


