କୃଷକଙ୍କ ଉନ୍ନତି ହେଲେ ଦେଶର ହେବ ଉନ୍ନତି
ଛତ୍ରପୁର,୨୨।୧୧(ଦିଲ୍ଲୀପ ସାମଲ): ରାଜ୍ୟ ସରକାର କୃଷି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ କୃଷକ୍ମାନଙ୍କୁ ବିଭିନ୍ନ ପ୍ରୋତ୍ସାହନ ଯୋଗାଇଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଛତ୍ରପୁର ଅନସ୍ଲୋ ହାଇସ୍କୁଲ ଖେଳପଡ଼ିଆ ଠାରେ…
ଭାରସାମ୍ୟ ହରାଇ ବସ୍କୁ ଧକ୍କା ଦେଲା ବାଇକ୍, ଦୁଇ ଗୁରୁତର
ପାଟଣା,୨୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥର ମଙ୍ଗଳପୁର ପୋଲ ନିକଟରେ ଶୁକ୍ରବାର ଭୁବନେଶ୍ୱରରୁ ଆସୁଥିବା ପୁଜାରାଣୀ ବସକୁ ଏକ ବାଇକ ଧକ୍କା ଦେବାରୁ ବାଇକରେ ଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି।…
ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା
ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ…
ମହଙ୍ଗା ପଡିଲା ଅଇଁଠା ଆଇସକ୍ରିମ ବିକିବା, ଜଣାପଡିବା ପରେ…
ଥିରୁଭାନନ୍ତପୁରମ,୨୨।୧୧: କେରଳର କୋଡୁଭାଲୀ ନିକଟ କିଜାକୋଥୁ ପଞ୍ଚାୟତରେ ଅବସ୍ଥିତ ଏକ ପପ୍ସିକଲ ଦୋକାନ ଆଇସ ମି ନିକଟରେ ଭାଇରାଲ ଭିଡିଓ ଯୋଗୁଁ ବିବାଦ ଘେରକୁ ଆସିଯାଇଛି। ଭିଡିଓରେ ଦର୍ଶାଯାଇଛି ଯେ ଦୋକାନର ପପ୍ସିକଲ ନିର୍ମାତା ରାସିଦ ପ୍ୟାକ କରିବା ପୂର୍ବରୁ ପ୍ରତ୍ୟେକ…
ଏକଜିଟ ପୋଲ ହୋଇଯିବ ଭୁଲ୍! ଫଳାଫଳ ପୂର୍ବରୁ ଏହି ଆକଳନ କରିବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୨।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ଶନିବାର ଅର୍ଥାତ୍ ୨୩ ନଭେମ୍ବରରେ ଆସିବ। ସେହି ଦିନ ରାଜସ୍ଥାନ ଏବଂ ୟୁପିରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳ ମଧ୍ୟ ଆସୁଛି। ନିର୍ବାଚନର ଫଳାଫଳ ପୂର୍ବରୁ ଆସିଥିବା ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ…
ନେତାନ୍ୟାହୁଙ୍କ ନାଁରେ ଓ୍ବାରଣ୍ଟ ଜାରି କରିଥିବା ଓକିଲ ଯୌନ ଶୋଷଣ ଅଭିଯୁକ୍ତ
ଜେରୁଜେଲମ,୨୨।୧୧: ଗାଜାରେ ଯୁଦ୍ଧ ଅପରାଧ ଅଭିଯୋଗରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିଛି। ଏହା ସମଗ୍ର ବିଶ୍ୱରେ ଆଲୋଡ଼ନ ସୃଷ୍ଟି କରିଛି । ବର୍ତ୍ତମାନ ୱାରେଣ୍ଟ ଜାରି କରିଥିବା ଓକିଲ…
ମ୍ୟାଜିକ୍ ନମ୍ବର ନ ଛୁଇଁଲେ ବି ସରକାର ଗଢିବ ମହାୟୁତି! ଜାଣନ୍ତୁ ଭାଜପାର ପ୍ଲାନ୍ ବି…
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ନିର୍ବାଚନରେ ଭୋଟ ସରିଛି। ବର୍ତ୍ତମାନ ଫଳାଫଳକୁ ଅପେକ୍ଷା କରାଯାଇଛି। ନିର୍ବାଚନର ଫଳାଫଳ କାହା ସପକ୍ଷରେ ରହିବ ତାହା ଉପରେ ଦେଶର ନଜର ରହିଛି। ଏହି ସମୟରେ ଅନେକ ଏକଜିଟ ପୋଲ ସାମ୍ନାକୁ ଆସିଛି। ଅଧିକାଂଶ ଏକଜିଟ ପୋଲ ମହାୟୁତି…
ଫାଟିଲା ପର୍ଯ୍ୟଟକଙ୍କ କାର୍ ଚକା, ୩ ଗୁରୁତରଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ର ନେଲେ ଲକ୍ଷ୍ମୀ ବସ୍ କର୍ମଚାରୀ
ପଟାଙ୍ଗି,୨୨ା୧୧(ଶରତ ଧଳ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସି ଏକ କାର୍ ଦୁର୍ଘଟଣା ହୋଇ ଅଳ୍ପକେ ପର୍ଯ୍ୟଟକମାନେ ବଞ୍ଚି ଯାଇଥିବାବେଳେ ୩ ପର୍ଯ୍ୟଟକ ଗୁରୁତର ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏହି ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା…
ଗାଁରେ ପଶିଲା ହାତୀ: ଜଣଙ୍କୁ ଦଳି ମାରିଦେଲା
ସମ୍ବଲପୁର,୨୨।୧୧: ସମ୍ବଲପୁର ଜିଲା ପଡ଼ିଆବାହାଲ ରେଞ୍ଜ ଛାମୁଣ୍ଡା ସେକ୍ସନ ଜାମଲୋଇ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ହାତୀ ଘଉଡ଼ାଇବା ବେଳେ ଏକ ଦନ୍ତା ଜଣେ ଯୁବକଙ୍କୁ ଦଳି ଦେଇଛି। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା…
ପ୍ରକାଶ ପାଇଲା OTET ରେଜଲ୍ଟ: ଜାଣନ୍ତୁ କେମିତି ଦେଖିବେ ନିଜର ମାର୍କ
ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍ ଏସି ଡଟ୍ ଇନ୍ (http://www.bseodisha.ac.in/) ରେ ଲଗ୍ ଇନ୍ କରି…
ଉତ୍ତର କୋରିଆ ରୁଷିଆକୁ ପଠାଇଲା ସେନା, ରିଟର୍ନ ଗିପ୍ଟରେ ମିଳିଲା ବାଘ, ଭାଲୁ
ମସ୍କୋ,୨୨।୧୧: ଉତ୍ତର କୋରିଆ ସହ ବନ୍ଧୁତାକୁ ମଜବୁତ କରିବାକୁ ରୁଷିଆ ଚେଷ୍ଟା କରୁଛି। ରୁଷିଆ ବର୍ତ୍ତମାନ ପଶୁମାନଙ୍କୁ ଏକ ମାଧ୍ୟମ ଭାବରେ ବ୍ୟବହାର କରି ଉତ୍ତର କୋରିଆ ସହିତ ବନ୍ଧୁତାକୁ ଏକ ନୂତନ ପରିଚୟ ଦେବାକୁ ଚେଷ୍ଟା କରିଛି । ଏହି…
ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଚହଲଙ୍କ ସ୍ତ୍ରୀ
ନୂଆଦିଲ୍ଲୀ,୨୨।୧୧: କ୍ରିକେଟର୍ ୟୁଜଭେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍ଶୀଘ୍ର ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବେ ବୋଲି ଚର୍ଚ୍ଚା ହେଉଛି। ରିପୋର୍ଟ ଅନୁଯାୟୀ, ଧନଶ୍ରୀ ଦିଲ ରାଜୁଙ୍କ ବ୍ୟାନରରେ ନିର୍ମିତ…
Archives


