ସକ୍ରିୟ ରାଜନୀତିକୁ ଫେରିବେ କି ସିଦ୍ଧୁ? ନିଜେ ଦେଲେ ଏହାର ଜବାବ
ଚଣ୍ଡିଗଡ଼,୨୨।୧୧: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପଞ୍ଜାବରେ ସକ୍ରିୟ ରାଜନୀତିକୁ ଫେରିବା କି ନା ଏମିତି ପ୍ରଶ୍ନର ସିଧାସଳଖ ଉତ୍ତରକୁ ଏଡ଼ାଇଥିବା ବେଳେ ଗୁରୁବାର କହିଛନ୍ତି ଯେ ତାଙ୍କ ଦଳର ହାଇକମାଣ୍ଡ ଏହାର ଉତ୍ତର ଦେଇପାରିବେ। କଂଗ୍ରେସର ପଞ୍ଜାବ ୟୁନିଟର…
ଜାନୁଆରୀ ୧ରୁ ବଦଳିଯିବ ଟେଲିକମର ଏହି ନିୟମ, Jio, Airtel, BSNL, Vi ଉପରେ ପଡ଼ିବ ବଡ଼ ପ୍ରଭାବ
ନୂଆଦିଲ୍ଲୀ,୨୨।୧୧: ସରକାର ଟେଲିକମ ନିୟମରେ ସମୟ ସମୟରେ ପରିବର୍ତ୍ତନ କରନ୍ତି। ଟେଲିକମ ଆକ୍ଟରେ କିଛି ନିୟମ ଯୋଡା ଯାଇଥିଲା, ଯାହାକୁ ସମସ୍ତ ରାଜ୍ୟ ମଧ୍ୟ ପାଳନ କରିବାକୁ କୁହାଯାଇଛି। ଏହାକୁ ରାଇଟ ଅଫ ୱେ (RoW) ନିୟମର ନାମ ଦିଆଯାଇଥିଲା। ପ୍ରତ୍ୟେକ…
ପେନ୍ସନଧାରୀ ତୁରନ୍ତ କରି ନିଅନ୍ତୁ ଏହି କାମ: ନଚେତ୍ ବନ୍ଦ ହୋଇଯିବ ପେନସନ
ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ର ସରକାରୀ ପେନସନଧାରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ରହିଛି। ଯଦି ଏ ଏପର୍ଯ୍ୟନ୍ତ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ କରିନାହାଁନ୍ତି, ତେବେ ଏହି କାର୍ଯ୍ୟ କରିବାକୁ ଆଉ ୯ ଦିନ ବାକି ଅଛି। ୩୦ ନଭେମ୍ବର ୨୦୨୪ ପୂର୍ବରୁ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଚେତାବନୀ! IMDର ସତର୍କ ସୂଚନା ଜାରି
ନୂଆଦିଲ୍ଲୀ,୨୨।୧୧: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବଙ୍ଗୋପସାଗର ପାଇଁ ଏକ ନୂତନ ଘୂର୍ଣ୍ଣିବଳୟ ସତର୍କ ସୂଚନା ଜାରି କରିଛି। କୁହାଯାଇଛି ଯେ, ନଭେମ୍ବର ୨୩ ରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ନିମ୍ନ ଚାପ ଅଞ୍ଚଳ ସୃଷ୍ଟି ହୋଇପାରେ। ସୁମାତ୍ରା ଉପକୂଳ ଏବଂ…
ଶେଷରେ ହାର୍ ମାନିଲେ ଟ୍ରୁଡୋ: ମୋଦିଙ୍କ ବିରୋଧରେ….
ଓଟଓ୍ବା,୨୧।୧୧:କାନାଡା ସରକାର ପୁଣି ଥରେ ଭାରତ ଆଗରେ ହାର୍ ମାନିଛି। ପ୍ରକାଶ ପାଇଛନ୍ତି। ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ମାମଲାରେ କାନାଡା ଲଜ୍ଜାର ସମ୍ମୁଖୀନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା…
ବନ୍ଦ ହେଲା ପାର୍ସଲ, ଲଗେଜ୍ ଟ୍ରାଫିକ୍
ଯାଜପୁର,୨୨ା୧୧(ହର୍ଷବର୍ଦ୍ଧନ ବେହେରା): ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝର ରୋଡ଼ ରେଳ ଷ୍ଟେଶନକୁ ଅଣଦେଖା କରୁଥିବା ଅଭିଯୋଗର ସତ୍ୟତା ଏବେ ବାରି ହୋଇ ପଡୁଛି। ଦୀର୍ଘବର୍ଷ ହେଲା କାର୍ଯ୍ୟକ୍ଷମ ଥିବା ପାର୍ସଲ ଏବଂ ଲଗେଜ୍ ଟ୍ରାଫିକକୁ ରେଳବିଭାଗ ପକ୍ଷରୁ ଆସିଷ୍ଟାଣ୍ଟ କମର୍ସିଆଲ ମ୍ୟାନେଜର…
ସ୍ବରକୁ ବଢ଼ାଏ ସଙ୍ଗୀତ: ରୁମିତ୍ ଓ୍ବାଲିଆ
ଭାରତର ଲୋକପ୍ରିୟ ଏବଂ ପରିବେଶ ସଚେତନଧର୍ମୀ ବ୍ୟାଣ୍ଡ ମଧ୍ୟରେ ‘ବିରାହ’ ଅନ୍ୟତମ। ଏହି ବ୍ୟାଣ୍ଡର ନିଜସ୍ବ ପରିବେଷଣ ଶୈଳୀ ସାରା ଦେଶରେ ସଙ୍ଗୀତପ୍ରେମୀଙ୍କୁ ଅନେକ ବର୍ଷ ଧରି ବାନ୍ଧି ରଖିପାରିଛି। ଗ୍ଲୋବାଲ ପିସ୍ ଲିଡରଶିପ୍ କନ୍ଫରେନ୍ସ, ଆଇଟିପିଓ ପ୍ରଗତି ମଇଦାନ, ଆମେରିକାନ…
ମଣିଷ-ପ୍ରାଣୀ ସଂଘର୍ଷ ଏଡ଼ାଇବାରେ ପ୍ରୟାସରତ
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ…
ଭାରତ-ଗୁୟାନାକୁ ଯୋଡୁଛି ସଂସ୍କୃତି, ଖାଦ୍ୟ ଆଉ କ୍ରିକେଟ
ଜର୍ଜଟାଉନ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗୁୟାନାଠାରେ ପହଞ୍ଚି ସେଠାରେ ଅନେକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଏଥି ସହିତ, ୫୦ ବର୍ଷରୁ ଅଧିକ ସମୟ ମଧ୍ୟରେ ଏହି ଦେଶକୁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ଥିଲା ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀ ମୋଦି…
ମହିଳା ଓ ଶିଶୁ ବିକାଶ ବିଭାଗ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ
କଟକ,୨୨ା୧୧ (କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ମହିଳା କମିଶନ ସଦସ୍ୟାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ବରଖାସ୍ତ କରିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ବିଚାରପତି ଏସ୍.କେ. ପାଣିଗ୍ରାହୀ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ…
ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍ ଓଭରବ୍ରିଜ୍
ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି ସାମଗ୍ରୀ। ଇଚ୍ଛା ଥିଲା ପୁଅ, ବୋହୂ, କୁନି ନାତିଙ୍କ ସହ କିଛିଦିନ ସମୟ ବିତାଇଥାନ୍ତେ।…
ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ
ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା…
Archives


