କିଛିଦିନ ମଧ୍ୟରେ ପୁଟିନଙ୍କର ହେବ ମୃତ୍ୟୁ, ବଡ଼ ଦାବି କଲେ ଜେଲେନସ୍କି
କ୍ୱିଭ୍,୨୭।୩: ରୁଷିଆ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ୟୁକ୍ରେନର ରାଷ୍ଟ୍ରପତି ମଧ୍ୟ ତାଙ୍କ ସମ୍ପର୍କରେ ଏକ ନୂତନ ଦାବି କରିଛନ୍ତି। ରୁଷିଆ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ୟୁକ୍ରେନୀୟ ରାଷ୍ଟ୍ରପତି ଭ୍ଲାଡିମିର…
ATM-UPIରୁ ବାହାର କରିପାରିବେ PF ଟଙ୍କା, ଏହି ମାସରୁ ଲାଗୁ ହେବ ନିୟମ
ନୂଆଦିଲ୍ଲୀ,୨୭।୩: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ମେ ଶେଷ କିମ୍ବା ଜୁନ ୨୦୨୫ ଆରମ୍ଭ ସୁଦ୍ଧା ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। ଏହି ନୂତନ ପରିବର୍ତ୍ତନ ସହିତ, EPFO ସଦସ୍ୟମାନେ UPI ଏବଂ ATM ମାଧ୍ୟମରେ ତୁରନ୍ତ ସେମାନଙ୍କର…
ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ଦାବି
ପାଟଣା,୨୭ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ଷ୍ଟାଡିୟମ ନିର୍ମାଣ ଖୁବ୍ ଶୀଘ୍ର ସାରିବା ଦାବିରେ ଗୁରୁବାର ସ୍ଥାନୀୟ ଖେଳାଳି ଓ ବୁଦ୍ଧିଜୀବୀ ବିକ୍ଷୋଭ ପ୍ରଦର୍ଶନ କରି ଷ୍ଟାଡିୟମ ନିର୍ମାଣ ସମ୍ପୂର୍ଣ୍ଣ କରିବାକୁ ଦାବି କରିଛନ୍ତି। ସ୍ଥାନୀୟ ଯୁବକ ଚନ୍ଦ୍ର…
‘ଆୟଠୁ ବଢ଼ିଯାଉଛି ବ୍ୟୟ, କ୍ଷତିରେ ଚାଲୁଛି OSRTC, ୨ ବର୍ଷରେ କ୍ଷତି ହେଲାଣି ଏତିକି କୋଟି’
ଭୁବନେଶ୍ୱର,୨୭ା୩: ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି OSRTC। ଦୁଇ ବର୍ଷରେ OSRTC କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ…
ପାକିସ୍ତାନରେ ଚାଇନା କଲ୍ ସେଣ୍ଟରକୁ ଲୁଟିନେଲେ; କିଏ କମ୍ପ୍ୟୁଟର ତ କିଏ ଚେୟାର; ଭାଇରାଲ Video ଦେଖିଲେ..
ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଘଟିଥିବା ଏକ ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି। କୌଣସି ବଲିଉଡ ଚଳଚ୍ଚିତ୍ରର ଦୃଶ୍ୟ ଭଳି ପ୍ରଥମେ ଫେଡେରାଲ ଇନଭେଷ୍ଟିଗେସନ ଏଜେନ୍ସି (FIA) ଏଠାକାର ସେକ୍ଟର F-୧୧ରେ କାର୍ଯ୍ୟରତ ଏକ ଚାଇନା କଲ୍ ସେଣ୍ଟର ଉପରେ ଚଢାଉ କରିଥିଲା।…
ରାସ୍ତା ମଝିରେ ଗର୍ଜିଲେ ସୋଫିଆ, କହିଲେ ମୁଖ୍ୟମନ୍ତ୍ରୀ କିଛି ଜାଣି ପାରୁ ନାହାନ୍ତି…
ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ…
ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI
ନୂଆଦିଲ୍ଲୀ,୨୭।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ଦୁଇଟି ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଛି। ବୁଧବାର RBI କହିଛି ଯେ ନିୟମ ପାଳନ ନକରିବା ଯୋଗୁ HDFC ବ୍ୟାଙ୍କ ଏବଂ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ଉପରେ ଜରିମାନା ଲଗାଯାଇଛି।…
ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ, ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧାଳୁ…
ପୁରୁଷୋତ୍ତମପୁର,୨୭ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ଗୁରୁବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ଼ ପକାଇବାରେ ଲାଗିଛନ୍ତି। ଏହା ସହ ପିତୃପୁରୁଷଙ୍କ ଲାଗି…
ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ମାପଚୁପରେ ସୀମିତ ରହିଯିବନି ତ ଉଚ୍ଛେଦ !
ବରଗଡ, ୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟାକୁ ପୁଣି ଆରମ୍ଭ କରିଛି। ଏହି କ୍ରମରେ ଗୁରୁବାର ପୌର ପ୍ରଶାସନ…
ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍
ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ ସୂଚନାନୁସାରେ…
ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ
କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି ବିଳମ୍ବିତ ରାତି ୧ଟାବେଳେ ସଦର ବ୍ଲକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ହନୁମାନଘାଟି ତଳ ଜଙ୍ଗଲ…
୬୦ ବର୍ଷ ବୟସରେ ୟୁଟ୍ୟୁବ୍ ଚ୍ୟାନେଲ ଲଞ୍ଚ କଲେ ଆମିର
ମୁମ୍ବାଇ: ପ୍ରଶଂସକଙ୍କୁ ଖୁସିଖବର ଦେଇଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାନ୍। ପୂର୍ବରୁ ତାଙ୍କର କୌଣସି ବ୍ୟକ୍ତିଗତ ସୋସିଆଲ ମିଡିଆ ଆକାଉଣ୍ଟ ନ ଥିଲା। ହେଲେ ଏବେ ସେ ବଡ଼ ପଦକ୍ଷେପ ନେଇ ନିଜର ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କରିଛନ୍ତି। ଆମିରଙ୍କ ପ୍ରଯୋଜନା…

