ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ…
ବାଲିଗୁଡ଼ା,୨୧ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମୂଲ୍ୟବାନ ଜୀବନ। ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା କରିଦେଲେ। ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀଙ୍କୁ…
ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…
ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ ସେ ନିଜ ପାଇଁ ଜଣେ ଷ୍ଟାଫ ଆବଶ୍ୟକ କରୁଛନ୍ତି। ତେବେ,…
ବିଜେଡି ଫେରିବା ବୟାନକୁ ନେଇ ମୁହଁ ଖୋଲିଲେ ବଦ୍ରି ପାତ୍ର, କହିଲେ ନବୀନ ପୁଣି ଫେରିବେ…
ଭୁବନେଶ୍ୱର,୨୧।୧୧: ପୁଣି ବିଜେଡି ଫେରିବା ବୟାନବାଜିକୁ ନେଇ ଓଡ଼ିଶା ରାଜନୀତି ସରଗରମ ହୋଇଛି। ବିଜେଡିର ବହୁ ବରଷ୍ଠେ ନେତା, ନବୀନ ପଟ୍ଟନାୟକ ପୁଣି କ୍ଷମତାକୁ ଫେରିବେ ବୋଲି କହୁଛନ୍ତି। ତେବେ ଏହାକୁ ନେଇ ମୁହଁ ଖୋଲିଛନ୍ତି ବଦ୍ରି ପାତ୍ର। ସେ କହିଛନ୍ତି,…
ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…
ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଲାଞ୍ଚ ଦେଇ ଠକିଛନ୍ତି। କଣ୍ଟ୍ରାକ୍ଟ ପାଇବା ଏବଂ ଏହାକୁ ଲୁଚାଇବା ପାଇଁ ସେ…
କୋହଲିଙ୍କୁ ନେଇ ଏ କ’ଣ କହିଦେଲେ ବୁମ୍ରା, ଯାହାକୁ ନେଇ…
ନୂଆଦିଲ୍ଲୀ,୨୧।୧୧: ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଜସପ୍ରୀତ ବୁମ୍ରା ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆର ଦାୟିତ୍ୱ ଗ୍ରହଣ କରିବେ। ଏହି ସମୟରେ ଏକ ଖବରଦତା ସମ୍ମିଳନୀରେ ବିରାଟ କୋହଲିଙ୍କ ବିଷୟରେ ବୁମରା ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏହା ବ୍ୟତୀତ ଦଳ…
ହିମାଂଶୁଙ୍କୁ ଆକ୍ରମଣ: ଯାଜପୁରରେ ଭୟଙ୍କର ସ୍ଥିତି
ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ…
ପଳାଶୁଣି ଛକରେ ମର୍ମନ୍ତୁଦ ଦୁର୍ଘଟଣା: ରାସ୍ତା ପାର୍ ହେଉଥିବାବେଳେ ମହିଳାଙ୍କ ଉପରେ ଚଢିଗଲା ଟ୍ରକ୍
ଭୁବନେଶ୍ୱର,୨୧।୧୧: ପୁଣି ପଳାଶୁଣି ଛକ ନେଲା ମୁଣ୍ଡ। ରାସ୍ତା ପାର୍ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ଭୁବନେଶ୍ୱର ସ୍ଥିତ…
ଅନ୍ତିମ ସତ୍କାର ପୂର୍ବରୁ ଏ କ’ଣ ହେଲା? ଜୁଇରୁ ହଠାତ୍ ଉଠି ବସିଲେ ମହିଳା, ହାତ ହଲାଇ କଥା ହେଲେ, ପରେ…
ଚେନ୍ନାଇ,୨୧।୧୧: କାନ୍ଦବୋବାଳିରେ ଫାଟୁଥିଲା ଘର। କୋକେଇରେ ମୃତଦେହ ଶ୍ମଶାନକୁ ଯାଇଥିଲା। ଜୁଇ ସଜଡ଼ା ସରିଥିଲା। ହେଲେ ହଠାତ୍ ଜିଇଁ ଉଠିଲେ ମହିଳା। ତାମିଲନାଡ଼ୁର ତ୍ରିଚିରୁ ଏଭଳି ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ଜୁଇରୁ ଉଠି ପଡ଼ିବା…
କୋଟିପତି ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କଲା ଭିଜିଲାନ୍ସ, ରେଡ୍ ବେଳେ ଅମାପ ସମ୍ପତ୍ତି ଦେଖି…
ଭୁବନେଶ୍ୱର,୨୧।୧୧: ସୁବର୍ଣ୍ଣପୁର ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବୁଧବାର ସୁରେଶଙ୍କ ସୋନପୁର ସ୍ଥିତ ଭଡା ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ…
ଗୋଟି ଗୋଟି ଟଙ୍କାର ହିସାବ ନେବେ ପ୍ରଧାନମନ୍ତ୍ରୀ, କାହିଁକି ଏମିତି କହିଲେ ସଞ୍ଜୟ ସେଠ୍…
ରାଞ୍ଚି,୨୧ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟି ଗୋଟି ଟଙ୍କାର ହିସାବ ନେବେ। ଏମିତି କହିଛନ୍ତି ଭାଜପା ଏମ୍ପି ସଞ୍ଜୟ ସେଠ୍। ସେ କହିଛନ୍ତି, ଭାଜପା ସରକାର ଗଠନ ପରେ ମହା ମେଣ୍ଟ ସରକାରରେ ଥିବା ସମସ୍ତ ଦୁର୍ନୀତିର ଯାଞ୍ଚ କରାଯିବ। ଧୀରଜ…
ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଗଞ୍ଜାମ,୨୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ପ୍ରୟାଗି ଗ୍ରାମ ନିକଟସ୍ଥ ବାବା ଅଳେଶ୍ୱର ଶୈବ ପୀଠର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ଏନେଇ ରମ୍ଭା ଥାନାରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଲିଖିତ ଅଭିଯୋଗ…
୬୦ ନୁହେଁ ଏବେ ଏତିକି ସମୟ ଯାଏ ଚାକିରି କରିପାରିବେ ସରକାରୀ କର୍ମଚାରୀ! ଜାଣନ୍ତୁ ଭାଇରାଲ ଖବରର ସତ..
ନୂଆଦିଲ୍ଲୀ,୨୧।୧୧: ସରକାରୀ କର୍ମଚାରୀମାନଙ୍କର ବୟସସୀମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏଣିକି ୬୦ ବର୍ଷରେ କର୍ମଚାରୀଙ୍କୁ ମିଳିବନି ଅବସର । ଚାକିରି କ୍ଷେତ୍ରରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବୟସସୀମା ଆଉ ୨ ବର୍ଷ ବୃଦ୍ଧି କରାଇବାକୁ…
Archives


