Home Left

ଭୟଭୀତ ମମତା: ଦିଲ୍ଲୀରୁ ଡକାଇଲେ ସ୍ବତନ୍ତ୍ର ବାହିନୀ

କୋଲକାତା,୩।୨: ଦିଲ୍ଲୀ ପୋଲିସ ଦ୍ୱାରା ଲଗାଯାଇଥିବା କଡ଼ା ସୁରକ୍ଷା ବଳୟ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରୁ ଦିଲ୍ଲୀକୁ ସ୍ବତନ୍ତ୍ର ବାହିନୀ ଡକାଇଛନ୍ତି। ବଙ୍ଗଳା ପୋଲିସର ଏକ ସ୍ବତନ୍ତ୍ର ଦଳ, ଜଣେ ଡିଏସ୍‌ପି-ର଼୍ୟାଙ୍କ ଅଧିକାରୀ ଏବଂ ୨୨ ଜଣିଆ ଆରଏଏଫ ଦଳ…

ଆଜି ହେବନାହିଁ ଅନଲାଇନ ଡେଲିଭରି! ଧର୍ମଘଟକୁ ଓହ୍ଲାଇବେ ଗିଗ୍‌ କର୍ମଚାରୀ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୩।୨: ଅନଲାଇନ ଡେଲିଭରି ଆପ୍ସ ଏବଂ ଡିଜିଟାଲ ପ୍ଲାଟଫର୍ମ ସହିତ ଜଡିତ ଗିଗ କର୍ମଚାରୀମାନେ ସେମାନଙ୍କର ସମସ୍ୟାର ପ୍ରତିବାଦରେ ଫେବୃଆରୀ ୩ରେ ଦେଶବ୍ୟାପୀ ଧର୍ମଘଟ ଏବଂ କାର୍ଯ୍ୟ ବନ୍ଦ ଘୋଷଣା କରିଛନ୍ତି। ଗିଗ କର୍ମଚାରୀମାନେ କହିଛନ୍ତି ଯେ ସେମାନେ ପର୍ଯ୍ୟାପ୍ତ ମଜୁରୀ…

ଟି-୨୦ ବିଶ୍ୱକପ ଖେଳିବେନି ପ୍ୟାଟ୍ କମିନ୍ସ, କାରଣ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆର ଟେଷ୍ଟ ଏବଂ ODI  ଅଧିନାୟକ ପ୍ୟାଟ୍ କମିନ୍ସ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ ସେ ତାଙ୍କ ଲମ୍ବା କ୍ୟାରିଅର ଏବଂ ୨୦୨୭ର ବ୍ୟସ୍ତବହୁଳ ଅନ୍ତର୍ଜାତୀୟ କ୍ୟାଲେଣ୍ଡରକୁ ଦୃଷ୍ଟିରେ ରଖି T୨୦ ବିଶ୍ୱକପରୁ ଓହରି ଯିବାକୁ ନିଷ୍ପତ୍ତି…

ଏଇ ଭାରତରେ

ଉତ୍ତରାଖଣ୍ଡର ଦୁର୍ଗମ ପାହାଡ଼ିଆ ଅଞ୍ଚଳର ପିଲାମାନେ ସ୍କୁଲ ଯାଉ ନ ଥିବା ଲକ୍ଷ୍ୟ କରିଥିଲେ ଶ୍ରେୟା ରାଓ୍ବତ। ସ୍କୁଲ ବେଶି ଦୂରରେ ଥିବାରୁ, ଜଳବାୟୁ ଜନିତ ବିପର୍ଯ୍ୟୟ ହେତୁ ପିଲାମାନେ ସ୍କୁଲ ଶିକ୍ଷାରୁ ଦୂରେଇ ରହିଥାନ୍ତି। ତେବେ ଏଭଳି ସମସ୍ୟା ଦୂର…

ପ୍ରଶ୍ନ ଏକ, ଉତ୍ତର ଅନେକ

ରାଜ୍ୟର ରାଜା ପାତ୍ର-ମନ୍ତ୍ରୀମାନଙ୍କ ସହ ରାଜଉଆସ ପରିସରରେ ଥିବା ପୋଖରୀ କୂଳରେ ବସି ରାଜ୍ୟର ହାଲ୍‌ଚାଲ୍‌ ବିଷୟରେ ଆଲୋଚନା କରୁଥାଆନ୍ତି। ସମସ୍ତ ପଦାଧିକାରୀ ନିଜ ନିଜର ପାରିବାପଣିଆର ହିସାବକିତାବ ଦେଉଥାଆନ୍ତି। ହଠାତ୍‌ ରାଜା ଟେକାଟିଏ ଧରି ପୋଖରୀକୁ ଛାଟି ଦେଲେ। ସଙ୍ଗେ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ବହଳପଦର ପଞ୍ଚାୟତ ଅଞ୍ଚଳର ହୋଇଥିବା ବେଳେ ସେ ଉକ୍ତ ଅଞ୍ଚଳର ଏକ…

ଭାଜପା ନେତାଙ୍କ ଘର ଉପରକୁ ଆକ୍ରମଣ, ଘର ଭଙ୍ଗାରୁଜା କରି…

ମୋହନା,୩।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଭାଜପା ନେତାଙ୍କ ବାସଭବନକୁ ସଂଘବଦ୍ଧ ଆକ୍ରମଣ । ପୂର୍ବତନ ଭାଜପା ଗଜପତି ଜିଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଚାନ୍ଦିପୁଟ ବାସଭବନ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି ।…

ବଜେଟ: ବିକଶିତ ଭାରତ, ଓଡ଼ିଶାର ନକ୍ସା

ସଂସଦରେ ମୋଦି ସରକାରଙ୍କର ଦ୍ୱାଦଶ ବର୍ଷରେ ଦେଶର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଲଗାତର ନବମ ଥର ପାଇଁ ଦେଶର ବଜେଟ ଉପସ୍ଥାପନ କରିଛନ୍ତି। ନୂତନ ସଂସଦ ଭବନ ସେଣ୍ଟ୍ରାଲ ଭିସ୍ତାରୁ ଏହା ହେଉଛି ଦେଶର ପ୍ରଥମ ବଜେଟ। ନିର୍ମଳା ସୀତାରମଣଙ୍କର…

ଖେଳିବ ପାକିସ୍ତାନ, ବଦଳିବ ନ ଖେଳିବାର ନିଷ୍ପତ୍ତି? ଆସନ୍ତା ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ,୩।୨: ଟି-୨୦ ବିଶ୍ୱକପ ପୂର୍ବରୁ ଭାରତ-ପାକିସ୍ତାନ ମ୍ୟାଚ ନେଇ ଅନିଶ୍ଚିତତା ଜାରି ରହିଛି। ପାକିସ୍ତାନ କ୍ରିକେଟ ବୋର୍ଡ (PCB) ବର୍ତ୍ତମାନ ଭାରତ ବିପକ୍ଷରେ ମ୍ୟାଚ ଖେଳିବାକୁ ମନା କରିଦେଇଛି, କିନ୍ତୁ ଏହି ନିଷ୍ପତ୍ତିକୁ ଚୂଡ଼ାନ୍ତ ବୋଲି ବିବେଚନା କରାଯାଉନାହିଁ। କ୍ରିକେଟ ଜଗତ…

ପାକିସ୍ତାନର କିଛି ବିଗାଡ଼ି ପାରିବ ନାହିଁ ICC, ଭାରତ ବିପକ୍ଷରେ ନ ଖେଳିବାକୁ ନେଇ ଚମକାଇବା ଭଳି ବୟାନ ଦେଲେ ପୂର୍ବତନ ଅଧ୍ୟକ୍ଷ

ନୂଆଦିଲ୍ଲୀ,୩।୨: ପାକିସ୍ତାନ ଟିମ ଇଣ୍ଡିଆ ବିପକ୍ଷରେ ମ୍ୟାଚ ଖେଳିବାକୁ ମନା କରିଛି, ତଥାପି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏହାକୁ ଦଣ୍ଡିତ କରିପାରିବ ନାହିଁ। ଏହା ପୂର୍ବତନ ICC ଅଧ୍ୟକ୍ଷ ଏହସାନ ମନିଙ୍କ ବକ୍ତବ୍ୟ, ଯିଏ ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ…

୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…

ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ କରି ସେ ଅନେକ ଲୋକଙ୍କ ଜୀବନ ବଞ୍ଚାଇଛନ୍ତି। କରୋନା ସମୟରେ ମଧ୍ୟ ଖାତିର…

୩ ରାଶି ଉପରେ ରହିବ ହନୁମାନଙ୍କ କୃପା, କ୍ୟାରିଅରରେ ଉନ୍ନତି ସହ ଟଙ୍କା….

ଫାଲଗୁଣ କୃଷ୍ଣ ପକ୍ଷର ଦ୍ୱିତୀୟ ଦିନ । ଆଜି ରାତି ୧୦ଟା୧୧ ପର୍ୟ୍ୟନ୍ତ ମାଘ ନକ୍ଷତ୍ର ପ୍ରଚଳିତ ହେବ। ଏହା ସହିତ, ଆଜି ରାତି ୯ଟା୫୧ ରେ ବୁଧ କୁମ୍ଭ ରାଶିରେ ପ୍ରବେଶ କରିବେ। ମେଷ- ଆଜି ଆପଣଙ୍କ ପାଇଁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri