Home Left

ନକଲି ତେଲ, ନାମୀ ବ୍ରାଣ୍ଡ୍‌

ବ୍ରହ୍ମପୁର,୨୫ା୯(ସୁବାସ ଚନ୍ଦ୍ର ପାଢ଼ୀ):ଦକ୍ଷିଣ ଓଡ଼ିଶାର ବାଣିଜି୍ୟକ ପେଣ୍ଠସ୍ଥଳ ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ଚିନ୍ତା ବଢ଼ାଇଛି। ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ ହେଉଥିବାରୁ ଯେକୌଣସି ଜିନିଷ କିଣିବା ବେଳେ ଗ୍ରାହକଙ୍କ ମନରେ ସନ୍ଦେହ ସୃଷ୍ଟି ହେଉଛି। ସହରରେ ପୂର୍ବରୁ…

ବିବାଦ ମଧ୍ୟରେ ୪ ଦିନରେ ବିକ୍ରି ହୋଇଛି ୧୪ ଲକ୍ଷ ତିରୁପତି ଲଡ଼ୁ

ହାଇଦ୍ରାବାଦ, ୨୪।୯: ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରର ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାନେଇ ରିପୋର୍ଟ ଆସିବା ପରେ ଏହାକୁ ନେଇ ଦେଶବ୍ୟାପୀ ବିବାଦ ଜାରି ରହିଛି। ତେବେ ଏହା ସତ୍ତ୍ୱେ ମଧ୍ୟ ଭଗବାନ ଭେଙ୍କଟେଶ୍ୱରଙ୍କ ପ୍ରସାଦ ଉପରେ ଲୋକଙ୍କର…

ହନୁମାନ ରୂପରେ ଆସି କୁନି ଝିଅକୁ ବଳାତ୍କାରରୁ କଲେ ରକ୍ଷା

ଲକ୍ଷ୍ନୌ,୨୪ା୯: ଉତ୍ତରପ୍ରଦେଶର ବାଗପତ୍‌ ଜିଲାରେ ୬ ବର୍ଷର ଝିଅଙ୍କୁ ଜଣେ ଯୁବକ ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ ପଲ ଯୋଗୁ ନାବାଳିକା ଜଣକ ବର୍ତ୍ତିଯାଇଛନ୍ତି। ଗତ ଶନିବାର ନାବାଳିକା ନିଜ ଘର ବାହାରେ ଖେଳୁଥିବାବେଳେ ଅଭିଯୁକ୍ତ ତାଙ୍କୁ ପ୍ରଲୋଭନ ଦେଖାଇ ଏକ…

ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣାର ଅଭିଯୁକ୍ତକୁ ବଣାଇଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ମଙ୍ଗଳବାର…

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧.୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା…

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ ମିଳୁଥିବା ବେଳେ ମଙ୍ଗଳବାର ଏଭଳି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାରପର୍ବ ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ପବିତ୍ର ମୂଳାଷ୍ଟମି ଠାରୁ…

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୪ା୯(ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍‌ମାରେ ୨ ମାଓବାଦୀ ସୋଡି ଭୀମା ଓ ମୁଦାମି ହଣ୍ଡା ପୋଲିସ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସୋଡିଙ୍କ ନାମରେ ୨ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଏମାନେ ସଙ୍ଗଠନରେ ରହି ବିଭିନ୍ନ ହିଂସାକାଣ୍ଡରେ ଜଡ଼ିତ ଥିଲେ।…

ଏବେ ଯାଏ ଆସିନି ସୁଭଦ୍ରା ଟଙ୍କା? ପୁନର୍ବାର କରିପାରିବେ କି ଆବେଦନ, ଜାଣିନିଅନ୍ତୁ ବଡ଼ ଅପଡେଟ୍‌…

ଭୁବନେଶ୍ୱର,୨୪।୯: ପ୍ରଥମ କିସ୍ତିରେ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ତେବେ…

ସାମ୍ବାଦିକତା ପାଠ ପଢିଥିଲେ ବଡ଼ ନିଯୁକ୍ତି ସୁଯୋଗ: ଓପିଏସସି ପ୍ରକାଶ କଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୯: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ SDIPRO ପଦବୀ ପାଇଁ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ତଥା ଯୋଗ୍ୟ ପ୍ରାର୍ଥୀମାନେ ଓପିଏସସିର ଅଫିସିଆଲ୍ ୱେବସାଇଟ୍ www.opsc.gov.in ରେ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ସେପ୍ଟେମ୍ବର ୩୦ ରେ…

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ ଯୁବକ ଗତକାଲି ଠାରୁ ବଡ଼ଜଲ ସ୍କୁଲକୁ ଅକ୍ତିଆର କରି ଏହା ମୋର ବୋଲି ଦାବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri