Home Left

କାହିଁକି ହଠାତ୍‌ ପାକିସ୍ତାନରେ ଅବତରଣ କଲା ୧୭୧ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ, ଜାଣନ୍ତୁ ପୁରା ଘଟଣା

ଲାହୋର,୨୪।୯: ମଙ୍ଗଳବାର ସକାଳେ ଏକ ଭୟଭିତ ହେଲାଭଳି ଖବର ସାମ୍ନାକୁ ଆସିଛି। ଘଟଣାହେଲା ବିମାନର ପାଇଲଟ ହଠାତ୍‌ ପାକିସ୍ତାନର ଲାହୋର ବିମାନବନ୍ଦରରେ ୧୭୧ ଯାତ୍ରୀଙ୍କ ସହ ଭର୍ତ୍ତି ଏକ ବିମାନକୁ ଅବତରଣ କରାଇଥିଲେ। କୁହାଯାଉଛି ଯେ ପାଇଲଟ ହଠାତ୍‌ ୨୭୦୦୦ଫୁଟ ଉଚ୍ଚତାରେ…

ଚମତ୍କାର ଅନୁଭବ, ସ୍ବପ୍ନ ସାକାର ହୋଇଛି…

ନୂଆଦିଲ୍ଲୀ, ୨୪।୯ ଭାରତୀୟ ମହିଳା ଓ ପୁରୁଷ ଦଳ ପ୍ରଥମଥର ପାଇଁ ଚେସ୍‌ ଅଲିମ୍ପିଆଡ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି। ଏଥିପାଇଁ ଦେଶର ଚେସ୍‌ ମହଲରେ ଖୁସିର ପରିବେଶ ସୃଷ୍ଟି ହୋଇଛି। ଚଳିତ ବର୍ଷର ଶେଷ ଭାଗରେ ବିଶ୍ୱ ଚେସ୍‌ ଚାମ୍ପିୟନଶିପ୍‌ରେ…

ରୋହିତ ଶର୍ମା ହେଉଛନ୍ତି ୨୪ କ୍ୟାରେଟ୍‌ ସୁନା: କାହିଁକି ଏମିତି କହିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୯: ରୋହିତ ଶର୍ମା ଏବେ ଭାରତର ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ଅଛନ୍ତି। ରୋହିତ ଟି-୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଇଥିଲେ। ରୋହିତ ଶର୍ମା ଚମତ୍କାର ଅଧିନାୟକତ୍ୱ ଏବଂ କୁଲ୍‌ ମିଜାଜ୍‌ ପାଇଁ ଜଣାଶୁଣା।…

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ…

ସିଏମ ମ୍ୟାଡାମ ‘ରାମାୟଣ’କୁ ନେଇ ଚାଲିବ ନାହିଁ ସରକାର, କାହିଁକି ଆତିଶୀଙ୍କୁ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୯: ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ଆତିଶୀ ସୋମବାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଦିଲ୍ଲୀର ସିଂହାସନରେ ବସିଛନ୍ତି। ସେ ତାଙ୍କ ଚେୟାର ପାଖରେ ଏକ ଚେୟାର ଖାଲି ରଖିଛନ୍ତି। ଆତିଶୀ କହିଛନ୍ତି ଯେ ପ୍ରଭୁ…

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ କଟକ…

ସୁସ୍ମିତାଙ୍କ ଡାକ୍ତର ହେବା ସ୍ବପ୍ନ ଚୁରମାର୍‌: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ସ୍ବପ୍ନ ଚୁରମାର୍‌ ହୋଇଛି। ଡାକ୍ତର ହେବାକୁ ଇଚ୍ଛା ରଖି ବିଜ୍ଞାନ ପଢ଼ୁଥିବା ସୁସ୍ମିତା ଦୁର୍ଘଟଣାର ଶିକାର ହୋଇଛନ୍ତି। ଅର୍ଥ ବାଧକ ସାଜିବାରୁ ସେ ଏବେ…

ସବୁ ରେକର୍ଡ ଭାଙ୍ଗିଲା ସେନସେକ୍ସ: ନିଫ୍ଟି ବି ଉପରମୁହାଁ

ମୁମ୍ବାଇ,୨୪।୯: ସେନସେକ୍ସ ମଙ୍ଗଳବାର ସବୁ ରେକର୍ଡ ଭାଙ୍ଗିଛି। ବିଏସ୍‌ଇ ସେନସେକ୍ସ ଏବଂ ଏନ୍‌ଏସ୍‌ଇ ନିଫ୍ଟି ସକାଳୁ ସକାଳୁ ଜବରଦସ୍ତ କାରବାର ଆରମ୍ଭ କରିଛି। ସକାଳ ୯.୧୫ରେ, ସେନସେକ୍ସ ୮୪,୮୬୦ ପଏଣ୍ଟରେ ସାମାନ୍ୟ ଖସିବା ସହିତ ଖୋଲିଥିଲା। ନିଫ୍ଟି ୨୫୯୨୧.୪୫ ପଏଣ୍ଟରେ ୧୮…

ଓଡ଼ିଶା ପୋଲିସରେ ନିଯୁକ୍ତି ସୁଯୋଗ, ଦଶମ ପାସ୍‌ କରିଥିଲେ କରିପାରିବେ ଆବେଦନ, ଦରମା ରହିଛି…

ଭୁବନେଶ୍ୱର,୨୪।୯: ସୋମବାର ଓଡ଼ିଶା ପୋଲିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ବାଟାଲିୟନ ଅଧୀନରେ Sepoys/Constable ନିଯୁକ୍ତି ୨୦୨୪ ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ odishapolice.gov.in ରେ ୧୩୬୦ ଓଡ଼ିଶା ପୋଲିସ କନଷ୍ଟେବଳ…

ମହାନଦୀ ଜଳପଥରେ ବାଲିପଠା

ମହାକାଳପଡ଼ା, ୨୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନ ପ୍ରଭାବ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅନିୟମିତତା ଯୋଗୁ ନଦୀ ଜଳ ସ୍ରୋତର ଉତ୍ସ ହ୍ରାସ ପାଇବା ସହ ନଦୀ ମହାନଦୀ ଗତିପଥ ପରିବର୍ତ୍ତନ ହେଉଛି। ଏଥିସହ ନଦୀ ମଧ୍ୟରେ ବଡ଼ ବଡ଼…

ହିନ୍ଦୁଙ୍କ ଉପରେ ଆକ୍ରମଣକୁ ବନ୍ଦ କରିପାରିଲେନି ୟୁନୁସ ସରକାର, ଏବେ ଭାରତକୁ ଦେଉଛନ୍ତି ଗାଳି

ଢାକା,୨୪।୯: ବାଂଲାଦେଶରେ ହିନ୍ଦୁମାନଙ୍କୁ ନିରନ୍ତର ଆକ୍ରମଣ କରାଯାଉଛି। ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଗଠିତ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଏହି ଆକ୍ରମଣକୁ ରୋକିବାରେ ଅସଫଳ ହୋଇଛି। କିନ୍ତୁ ସରକାର ଭାରତକୁ ଗାଳି କରିବାକୁ ପଛାଉ ନାହାଁନ୍ତି। ନିକଟରେ ଝାଡ଼ଖଣ୍ଡର ବୋକରୋ ଠାରେ ଏକ…

ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଉଲିଡ଼ିହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri