Home Left

ଚାଷୀଙ୍କୁ ଲାଞ୍ଚ ମାଗୁଛନ୍ତି କୃଷି କର୍ମଚାରୀ ଭିଡିଓ ଭାଇରାଲ…

ଚାନ୍ଦବାଲି,୧୯।୧୧(କିଷାନ ପାତ୍ର):ବାତ୍ୟାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ ପାଇଁ ଘୋଷଣା କରିବା ପରେ ଏବେ ଚାଷୀଙ୍କୁ ଶୋଷଣ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷତିପୂରଣ ବାବଦରେ ହେକ୍ଟର ପିଛା ୮,୫୦୦ ଟଙ୍କା ଘୋଷଣା ପରେ କିଛି ସରକାରୀ କର୍ମଚାରୀ ଏହାର ଫାଇଦା…

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ୨୦୨୫ ବର୍ଷ ଆରମ୍ଭରେ ଅନେକ ବଡ ଗ୍ରହ ଗମନାଗମନ କରିବାକୁ ଯାଉଛନ୍ତି, ଯାହା ସମସ୍ତ…

ପେଟ ଯନ୍ତ୍ରଣାରୁ ୨ ଜଣଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦ୍ରାପଡା, ୨୦।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଜଣଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ବୁଧବାର ଆଲୋଚନାର ବିଷୟ ହୋଇଛି। ପେଟ ଯନ୍ତ୍ରଣା ହେବାରୁ ଏହି ଦୁଇ ଜଣଙ୍କ ପରିବାର ସଦସ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜିଲା…

ମହାରାଷ୍ଟ୍ର ନିର୍ବାଚନ: ମତଦାନ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଅଜିତ ପାଓ୍ବାର ଦେଲେ ବଡ଼ ବୟାନ

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସେପଟେ, ଏନସିପି ମୁଖ୍ୟ ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ସିଏମ ଚେହେରାକୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେଉଁ ବିଧାୟକ ନିର୍ବାଚିତ ହେବେ ସେ ନିଷ୍ପତ୍ତି…

ଛାତ୍ରଙ୍କୁ ପଛପଟୁ ଗୋଇଠା ମାରିଲେ ଶିକ୍ଷକ: ଥାନାରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୦।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଛାତ୍ରଙ୍କୁ ଶିକ୍ଷକ ଗୋଇଠା ମାରିବା ସହ ଅସଦାଚରଣ କରିବା ଅଭିଯୋଗ ହୋଇଛି। କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କ୍ରମେ ଟାଉନ ଥାନା ରାଙ୍କି ଗ୍ରାମରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବିରୋଧରେ ମାମଲା…

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି ପିଇବା ସହ ଗାଧୋଇବା ଏବଂ ଚଳପ୍ରଚଳ କରୁଥିବାରୁ ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା…

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା ନେଇ ବନ ବିଭାଗ ପକ୍ଷରୁ ନିଆଯାଇଥିବା ସ୍ବତନ୍ତ୍ର ପଦକ୍ଷେପ ସଫଳ ହେବାରେ ଲାଗିଛି। ଏପରିକି…

ଆମେରିକାକୁ ଡରାଇଦେଲେ ପୁଟିନ: କାହିଁକି ଆଣବିକ ସିଦ୍ଧାନ୍ତକୁ କଲେ ସଂଶୋଧନ

ମସ୍କୋ,୨୦।୧୧:ବିଶ୍ୱରେ ଏବେ ଆଣବିକ ଯୁଦ୍ଧ ଆଶଙ୍କା ବୃଦ୍ଧି ପାଉଛି। ରୁଷିଆ-ୟୁକ୍ରେନ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଏକ ନିଷ୍ପତ୍ତି ନେଇଛନ୍ତି। ଆମେରିକା ଯୋଗାଇଥିବା ଦୀର୍ଘ ଦୂରଗାମୀ କ୍ଷେପଣାସ୍ତ୍ର ଦ୍ୱାରା ରୁଷିଆ ଉପରେ ଆକ୍ରମଣ ଲାଗି ରାଷ୍ଟ୍ରପତି ଜୋ…

ଦୁର୍ବଳ ହୋଇପଡ଼ିଛି ରାଜଘାଟ ପୋଲ

ଭଦ୍ରକ,୨୦।୧୧(ସନାତନ ରାଉତ): ୨୦୮ ବର୍ଷ ତଳେ ବ୍ରିଟିଶ ଅମଳରେ ଭଦ୍ରକ ସହରର ସାଳନ୍ଦୀ ନଦୀ ଉପରେ ନିର୍ମିତ ଐତିହାସିକ ରାଜଘାଟ ପୋଲ ମରାମତି ଅଭାବରୁ ଦୁର୍ବଳ ହୋଇ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। କେଉଁ ମୁହୂର୍ତ୍ତରେ ବି ଏହା ଭୁଶୁଡ଼ି ପଡ଼ିବାର…

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର ମଣ୍ଡପରେ କନ୍ୟାଙ୍କ ଏକ ଭିଡିଓ ଚଲାଇଥିଲେ। କନ୍ୟାଙ୍କର ତାଙ୍କ ଭିଣୋଇ ସହିତ ଅନୈତିକ ସମ୍ପର୍କ…

ଏବେ କେଉଁ ଦଳରେ ଅଛନ୍ତି ସୁର ରାଉତରାୟ? ନିଜେ କଲେ ଖୁଲାସା

ତିର୍ତ୍ତୋଲ,୨୦।୧୧(ଗୌରାଙ୍ଗ ଚରଣ ସ୍ବାଇଁ):ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲଠାରେ ଚେଳିତୋଳ ବାଲିଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବର ମଙ୍ଗଳବାର ଚତୁର୍ଥ ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ ଯୋଗଦେଇ ଡ଼. ହରେକୃଷ୍ଣ ମହତାବ ଓ…

ମୁମ୍ବାଇ ଇଣ୍ଡିଆନ୍ସରେ ଅଧିନାୟକ ଯୁଦ୍ଧ: ରୋହିତ, ସୂର୍ଯ୍ୟ, ପାଣ୍ଡ୍ୟାଙ୍କ ମଧ୍ୟରେ ଜାଣନ୍ତୁ କିଏ ମାରିଲା ବାଜି

ନୂଆଦିଲ୍ଲୀ,୨୦।୧୧: ଆଇପିଏଲ ୨୦୨୫ ପାଇଁ ସମସ୍ତ ଦଳର ରିଟେଶନ ତାଲିକାକୁ ଦେଖିଲେ ଏହା ଜଣା ଯେ ଆଗାମୀ ସିଜନରେ ଅନେକ ଦଳର ଅଧିନାୟକ ପରିବର୍ତ୍ତନ ହେବାକୁ ଯାଉଛନ୍ତି। ଏହି ସମୟରେ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଖେଳାଳିଙ୍କୁ ରିଟେନ ବେଳେ ମୋଟ ୭୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri