ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ: ଭୋଟଗ୍ରହଣ ଆରମ୍ଭ
ପୁଣେ,୨୦।୧୨:ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ସକାଳୁ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନେକ ହେଭିଓ୍ବେଟ୍ ନେତା ସକାଳୁ ଭୋଟଦାନ କରିଛନ୍ତି। ଏନସିପି (ଏସପି) ସୁପ୍ରିମୋ ଶରଦ ପାୱାର, ଶିବସେନା ନେତା ତଥା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଶିବସେନା (ୟୁବିଟି) ମୁଖ୍ୟ…
୨୫ରେ ବିଧାନସଭା ସର୍ବଦଳୀୟ ବୈଠକ
ଭୁବନେଶ୍ୱର, ୨୦ା୧୧(ସୁନିତ୍ ମିଶ୍ର):ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୬ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ଭାଜପା ସରକାର ଆସିବା ପରେ ଏହା ଦ୍ୱିତୀୟ ବିଧାନସଭା ଅଧିବେଶନ। ଚଳିତ ଅଧିବେଶରେ ଭାଜପା ସରକାର ପ୍ରଥମ ଅତିରିକ୍ତ ଚିଠା ବଜେଟ ଆଗତ କରିବେ।…
ବଢ଼ିଲା ଯୁକ୍ତ୨ ପରୀକ୍ଷା ପଞ୍ଜୀକରଣ ଅବଧି
ଭୁବନେଶ୍ୱର,୨୦/୧୧ (ଅନୁରାଧା ମହାରଣା):ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ…
ପ୍ଲାଟ୍ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ
ନୂଆଦିଲ୍ଲୀ,୨୦।୧୧: ଦେଶର ପ୍ରମୁଖ ଇ- କମର୍ସ ପ୍ଲାଟ୍ଫର୍ମ ମିଶୋ ଅନ୍ଲାଇନ ଠକେଇ ବିରୋଧରେ ଲଢ଼େଇ କରିବା ସହ ପ୍ଲାଟ୍ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିଛି। ଏପରିକି ମିଶୋ ଟ୍ରଷ୍ଟ, ନିଶ୍ଚିତତା ଉପରେ ରିପୋର୍ଟର ଦ୍ୱିତୀୟ ସଂସ୍କରଣକୁ ଉନ୍ମୋଚନ କରିଛି। ମିଶୋର…
ପ୍ରଥମ ରାଜ୍ୟସ୍ତରୀୟ ଊର୍ଜା ମେଳା ଉଦ୍ଘାଟିତ
ଭୁବନେଶ୍ୱର,୨୦।୧୧(ଅଭୟ ଦାଶ): ଶକ୍ତି ସଂରକ୍ଷଣ ଏବଂ ସ୍ବଚ୍ଛଶକ୍ତିର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଟାଟା ପାୱାର ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ଊର୍ଜା ମେଳା ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୪୭୦ରୁ ଅଧିକ ଛାତ୍ରୀଛାତ୍ର…
ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…
ଏସ୍ବିଆଇ ହର୍ନିମାନ୍ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ
ମୁମ୍ବାଇ,୨୦।୧୧: ଷ୍ଟେଟ୍ ବ୍ୟାଙ୍କ ଅ୍ଫ ଇଣ୍ଡିଆ(ଏସ୍ବିଆଇ)ର ମୁମ୍ବାଇସ୍ଥିତ ହର୍ନିମାନ୍ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏକ ୧୦୦ ଟଙ୍କିଆ ସ୍ମାରକୀ ମୁଦ୍ରା…
୩୭୦ ଟ୍ରେନ୍ରେ ସଂଯୋଗ ହେବ ୧ ହଜାର ଦ୍ୱିତୀୟ ଶ୍ରେଣୀ କୋଚ୍
ଭୁବନେଶ୍ୱର,୨୦ା୧୧(ଅନୁରାଧା ମହାରଣା): ରେଳଯାତ୍ରୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭାରତୀୟ ରେଳପଥ ପକ୍ଷରୁ ଯାତ୍ରୀସେବାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଗତ ୩ମାସ ମଧ୍ୟରେ ବିଭିନ୍ନ ଟ୍ରେନରେ ସାଧାରଣ ବର୍ଗ (ଜିଏସ୍)ର ପ୍ରାୟ ୬୦୦ ନୂତନ ଅତିରିକ୍ତ କୋଚ୍…
‘ଏଲ୍ଆଇସି ଓ୍ବେବ୍ସାଇଟ୍ରେ ହିନ୍ଦୀ ବ୍ୟବହାର ଭାଷାଗତ ସ୍ବେଚ୍ଛାଚାରିତା’
ଚେନ୍ନାଇ,୨୦ା୧୧(ପି.ଟି.):ଭାରତର ଜୀବନ ବୀମା ନିଗମ (ଏଲ୍ଆଇସି) ଓ୍ବେବ୍ସାଇଟ୍ରେ ହିନ୍ଦୀ ଭାଷା ବ୍ୟବହାରକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ମଙ୍ଗଳବାର କଡ଼ା ସମାଲୋଚନା କରିଛନ୍ତି। ଏହା କେନ୍ଦ୍ରର ଭାଷାଗତ ସ୍ବେଚ୍ଛାଚାରିତା ବୋଲି ଷ୍ଟାଲିନ୍ କହିବା ସହ ଜବରଦସ୍ତ ହିନ୍ଦୀ ଭାଷାକୁ ଲଦିଦେବା ପାଇଁ…
ଏକ ଅନନ୍ୟ ଦୁନିଆ
ପିଲାମାନେ ଆନିମେଶନ ଚଳଚ୍ଚିତ୍ର କିମ୍ବା କାର୍ଟୁନ କାର୍ଯ୍ୟକ୍ରମ ଯଥା ଟମ୍ ଏବଂ ଜେରୀ, ମିକି ମାଉସ୍, ଚିକୋ ବଣ୍ଟି , ନିଞ୍ଜା ହତୋଡ଼ି, ଅଗି ଆଣ୍ଡ ଦି କକ୍ରୋଜ, ଛୋଟା ଭୀମ, ବାଲ ଗଣେଶ, ମୋଟୁ-ପାଟଲୁ, ଡୋରେମୋନ ଇତ୍ୟାଦି ଦେଖିବାକୁ ପସନ୍ଦ…
ଦାରିଦ୍ର୍ୟ: ୨୦ ହଜାରରେ ଶିଶୁକନ୍ୟା ବିକ୍ରି
ରାୟଗଡ଼ା/ଜେକେପୁର,୨୦।୧୧ (ଆଶିଷ ରଞ୍ଜନ ପଣ୍ଡା/ରାଜେଶ ବିଶ୍ୱାଳ):ଦାରିଦ୍ର୍ୟ ଯୋଗୁ ମାତ୍ର ୨୦ ହଜାର ଟଙ୍କାରେ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରିକଲେ ମା’ବାପା। ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡ଼ା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆନ୍ଧ୍ରପ୍ରଦେଶ ମାନ୍ୟମ ଜିଲା…
ନିଶା ନିଶାଣରେ ନାବାଳକ
ଶାସକ୍ତ ବ୍ୟକ୍ତିମାନେ ସେମାନଙ୍କ କାର୍ଯ୍ୟକଳାପ ଉପରେ ନିୟନ୍ତ୍ରଣ ହରାଇଥାନ୍ତି। ବନ୍ଧୁତ୍ୱକୁ କ୍ଷତି ପହଞ୍ଚାଇବା, ପରିବାରକୁ ଆଘାତ ଦେବା କିମ୍ବା ଚାକିରି ହରାଇବା ଇତ୍ୟାଦି ବିପଦରେ ମଧ୍ୟ ସେମାନେ ଡ୍ରଗ୍ସ, ମଦ କିମ୍ବା ଅନ୍ୟାନ୍ୟ ପଦାର୍ଥ ଚାହାନ୍ତି ଏବଂ ଖୋଜନ୍ତି । ତେବେ…
Archives


