Home Left

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ ୧୦ଟାରେ…

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ ଓ ଖୁସିରେ ରହିବା ଦରକାର। କିନ୍ତୁ ସେଥିପାଇଁ ଆମେ ଓ ଆମ ସରକାର କେତେ…

ସିସିଆଇ ନିଷ୍ପତ୍ତି ବିରୋଧରେ ଅପିଲ୍‌ କରିବ ମେଟା

ନୂଆଦିଲ୍ଲୀ, ୨୦।୧୧: ଭାରତ ସରକାର ଓ ଆମେରିକୀୟ ଟେକ୍ନୋଲୋଜି କମ୍ପାନୀ ମେଟା ମଧ୍ୟରେ ପୁଣି ଥରେ ବିବାଦ ଆରମ୍ଭ ହୋଇଛି। ସୋମବାର ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ରେ ଡେଟା ଶେୟାରିଂକୁ ନେଇ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ପ୍ରମୁଖ…

ବିଷାକ୍ତ କୁହୁଡ଼ିରେ ଦିଲ୍ଲୀ ଅଣନିଃଶ୍ୱାସୀ

ନୂଆଦିଲ୍ଲୀ ,୨୦ା୧୧: ଦିଲ୍ଲୀକୁ କ୍ରମାଗତ ୩ ଦିନ ହେଲା ବିଷାକ୍ତ ଧୂମକୁହୁଡ଼ିର ଘନ ଅସ୍ତରଣ ଘୋଡ଼ାଇ ରଖିଥିବାରୁ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଲେଣି। ପ୍ରଦୂଷଣ ଅତ୍ୟନ୍ତ ସାଂଘାତିକ ହୋଇଥିବାବେଳେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୮୮ ରହିଛି। କେତେକ ସ୍ଥାନରେ ଏହା ୫୦୦…

ଥାଇଲାଣ୍ଡରେ ୮୦ ଘଣ୍ଟା ଫସିଲେ ୧୦୦ ଭାରତୀୟ ଯାତ୍ରୀ

ବ୍ୟାଙ୍କକ୍‌, ୨୦।୧୧: ଥାଇଲାଣ୍ଡର ଫୁକେଟରେ ଏୟାର ଇଣ୍ଡିଆର ପ୍ରାୟ ୧୦୦ ଯାତ୍ରୀ ୮୦ ଘଣ୍ଟାରୁ ଅଧିକ ସମୟ ଧରି ଫସି ରହିଛନ୍ତି। ଗତ ୧୬ରେ ଏୟାର ଇଣ୍ଡିଆର ବିମାନ ‘ଏଆଇ୩୭୭’କୁ ଫୁକେଟରୁ ଦିଲ୍ଲୀ ଆସିବାକୁ ଥିଲା। ତେବେ ବିମାନରେ ବୈଷୟିକ ତ୍ରୁଟି…

ମଣିପୁର ସ୍ଥିତି ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ନୂଆଦିଲ୍ଲୀ ,୧୯ା୧୧: ମଣିପୁରରେ ସ୍ଥିତି ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖି ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ମଣିପୁରରେ ଗତବର୍ଷ…

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା ଲୁଟି…

ପର୍ଥରେ ହଠାତ୍‌ ଏ କ’ଣ ହେଲା? ଦୌଡ଼ି ଦୌଡ଼ି ନେଟ୍ସରୁ ପଳାଇଲେ କୋହଲି, ରୋକିବାକୁ ପଡ଼ିଲା…

ପର୍ଥ,୧୯।୧୧: ଦିନ କେଇଟା ପରେ ବର୍ଡର-ଗାଭାସ୍କର ଟ୍ରଫି। ନଭେମ୍ବର ୨୨ରୁ ଜାନୁଆରୀ ୭ ଯାଏ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହାର ପ୍ରଥମ ମୁକାବିଲା ଲାଗି ଟିମ୍‌ ଇଣ୍ଡିଆର ଖେଳାଳିମାନେ ଅପ୍ଟସ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି।…

ଭେଟେରାନ ସଙ୍ଗୀତକାର ଏ.ଆର ରେହମାନଙ୍କୁ ଛାଡପତ୍ର ଦେବେ ସାଏରା, ଭାଙ୍ଗିଲା ୨୯ବର୍ଷର ସମ୍ପର୍କ

ମୁମ୍ବାଇ: ଓସ୍କାର ବିଜେତା ତଥା ଭେଟେରାନ ସଙ୍ଗୀତକାର ଏ.ଆର୍‌ ରେହମାନଙ୍କର ଛାଡପତ୍ର ହେବାକୁ ଯାଉଛି। ଦୀର୍ଘ ୨୯ବର୍ଷର ଦାମ୍ପତ୍ୟ ଜୀବନ ପରେ ସ୍ତ୍ରୀ ସାଏରା ବାନୋଙ୍କ ଠାରୁ ସେ ଅଲଗା ହେବାକୁ ଯାଉଛନ୍ତି। ଏନେଇ ରେହମାନ ଓ ସାୟରାଙ୍କ ଓକିଲ ସୂଚନା…

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲା ଚୌଦ୍ୱାର ପୌରପାଳିକା ୮ନଂ. ୱାର୍ଡ ବ୍ୟାଘ୍ରବାହିନୀ…

ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ ଟିକେଟ ଦର କମାଇଲା ଓସିଏ, ଜାଣନ୍ତୁ…

ଭୁବନେଶ୍ୱର,୧୯।୧୧: ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର। ଓସିଏ ଫେବୃୟାରୀ ୯ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ ଟିକେଟ ଦର ସର୍ବନିମ୍ନ ୧୦୦ ଟଙ୍କା ହ୍ରାସ କରିଛି। ପ୍ରଥମେ ଗ୍ୟାଲେରୀ ୧ ଓ ୩ର ଟିକେଟ ଦର ୧୨୦୦…

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି କରିଛନ୍ତି। ଏଣୁ ଏବେ ଏହି ଉତ୍ସବ ୯ମ ଦିନରେ ଉଦ୍‌ଯାପିତ ହେବ। ପ୍ରକାଶ ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri