ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ
ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୋମବାର ମଧ୍ୟରାତ୍ରିରେ ଆନନ୍ଦପୁର ରିଙ୍ଗ ରୋଡ଼ର ଏକ ବଡ଼ ଅଂଶ ଭାଙ୍ଗିଯିବା ଫଳରେ…
ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ ଫେରିବାକୁ ଚାହାଁନ୍ତି । ସେ ଏହା ମଧ୍ୟ…
ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…
ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨ ବର୍ଷ ୯ ମାସରେ ସେ ‘ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ’ରେ ସ୍ଥାନ ପାଇଥିବାବେଳେ…
ଟ୍ରେନ୍ ଟ୍ରାକ୍କୁ ହଠାତ୍ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର ଟ୍ରେନ ଯାତ୍ରା କରୁଥିବା ସମୟରେ ଏକ ସିଂହ ଟ୍ରେନ୍ ଟ୍ରାକ୍କୁ ଚାଲିଆସିଥିଲା। ଲୋକୋ…
ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….
ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜିବାକୁ ଉଦ୍ୟମ କରାଯାଇଥିଲେ ହେଁ ରାତ୍ରୀ ହୋଇଯିବାରୁ ଏହା ସମ୍ଭବ…
ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!
ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ ଯାଉଛି । ବିଭିନ୍ନ ରାଶି ଉପରେ ଏହାର କି ପ୍ରକାର ପ୍ରଭାବ ପଡ଼ିବ?…
ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ
କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି ଗଲାଣି। ଯଦି ଆଉ କିଛି ଦିନ ବର୍ଷା ଲାଗି ରହିବ ତେବେ ଧାନ…
ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍
ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା। ସ୍ଥାନୀୟ ପୁରୁଣା କୋର୍ଟ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟ କୋଠାରେ ପ୍ରତିଷ୍ଠା…
ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……
ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ ବାହାରି ସୁରକ୍ଷିତ ସ୍ଥାନକୁ ଚାଲି ଆସୁଛନ୍ତି। ଏହି ସମୟରେ ଲୋକଙ୍କୁ ଦଂଶନ କରୁଛନ୍ତି।…
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ କ୍ଷମତା ଦିଆଯାଇଛି। ସ୍ଥିତି ଦେଖି ଜିଲାପାଳ ସ୍କୁଲ ଛୁଟି ବାବଦରେ ନିଷ୍ପତ୍ତି ନେବେ…
ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା
ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ୱାର୍ଡରେ ଜଳବନ୍ଦୀ ପରିସ୍ଥିତି…
୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ
ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି. ସି.ଙ୍କ ନିର୍ଦ୍ଦେଶ ଅନୁସାରେ ଛତ୍ରପୁର ଉପଖଣ୍ଡ ପୋଲିସ ପକ୍ଷରୁ ତଦନ୍ତ କରି ମୋବାଇଲ…

