ଖସୁଛି ପାରଦ: ୨୧ ପର୍ଯ୍ୟନ୍ତ ରହିବ କୁହୁଡ଼ିର ଆସ୍ତରଣ
ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଗତ କିଛିଦିନ ହେଲା ପାରଦ ଖସିବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢୁଥିବା ଦେଖିବାକୁ ମିଳୁଛି। ରାଜ୍ୟର କୋଇଡ଼ାରେ ବିଭିନ୍ନ ସ୍ଥାନରେ କୁହୁଡି ଦେଖାଯିବା ସହ ଗାଡିମୋଟର, ଗଛପତ୍ର ଉପରେ କାକର ଶୋଭାବର୍ଦ୍ଧନ କରୁଛି। ସେହିପରି…
ଦିଲ୍ଲୀ କ’ଣ ଦେଶର ରାଜଧାନୀ ହେବା ଉଚିତ, କାହିଁକି ଏମିତି କହିଲେ ଥରୁର
ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଜାତୀୟ ରାଜଧାନୀର ହାରାହାରି ୨୪ ଘଣ୍ଟା ଏୟାର କ୍ୱାଲିଟି ଇଣ୍ଡେକ୍ସ ହେଉଛି ୪୯୩। ଦିଲ୍ଲୀର ସମସ୍ତ ବିଦ୍ୟାଳୟରେ ଅନଲାଇନ କ୍ଲାସ ଆରମ୍ଭ ହୋଇଯାଇଛି। ସୋମବାର ସୁପ୍ରିମକୋର୍ଟ ମଧ୍ୟ ବାୟୁ ପ୍ରଦୂଷଣକୁ…
ସ୍କୁଲ-କଲେଜ ବନ୍ଦ, ବାୟୁ ପ୍ରଦୂଷଣକୁ ନେଇ ଆଡଭାଇଜରୀ ଜାରି କଲା କେନ୍ଦ୍ର
ନୂଆଦିଲ୍ଲୀ,୧୯।୧୧: ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି । ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯…
ଏଇ ଭାରତରେ
ପଞ୍ଜାବର ସୁଖପାଲ ସିଂ ସିଦ୍ଧୁ ଜଣେ ପ୍ରଥମିକ ବିଦ୍ୟାଳୟର ଶିକ୍ଷକ। ସେ ଶିକ୍ଷାର ମହତ୍ତ୍ୱ ବୁଝି ତାହାକୁ ସାମାଜିକ ସ୍ତରରେ ପ୍ରତିଫଳିତ କରିଛନ୍ତି । ଶିକ୍ଷା ବିନା ସଶକ୍ତ ନାଗରିକ ହେବା ଅସମ୍ଭବ; ତାହା ମଧ୍ୟ ସେ ହୃଦୟଙ୍ଗମ କରିଛନ୍ତି ।…
ଆଳୁ ଖୋଳୁ ଖୋଳୁ ମହାଦେବ
ଥରେ ଜଣେ ଚାଷୀ ନିଜ ବିଲରେ ଆଳୁ ଖୋଳୁ ଖୋଳୁ ତାଙ୍କ କୋଦାଳରେ ପଥର ଭଳି କ’ଣ ବାଜିଲା। ଯେଉଁ ବିଲକୁ ସିଏ ପୁରୁଷାନୁକ୍ରମେ ଚାଷ କରି ଆସୁଛନ୍ତି, ସେଠି ପଥର ରହିବା କଥା ସିଏ ବିଶ୍ୱାସ କରି ନ ପାରି…
ନାରୀ ସଶକ୍ତୀକରଣ ଓ ଗୋଷ୍ଠୀ ଗଠନ
ଆନ୍ତର୍ଜାତିକ ଖାତିସମ୍ପନ୍ନ ବ୍ୟାଖ୍ୟାକାର ‘ଜାକେବ୍ ଜର୍ଜ ହିଲିଓକ’ଙ୍କ ଭାଷାରେ ସମବାୟ ହେଉଛି ଏକ ସ୍ବେଚ୍ଛାକୃତ ସମ୍ମେଳନ, ଯହିଁରେ ସମସ୍ତଙ୍କ ସହଭାଗୀ, ଯୋଗଦାନ ଓ କର୍ତ୍ତୃତ୍ୱ ମଧ୍ୟରେ ଏକ ଐକ୍ୟବଦ୍ଧ ଉଦ୍ୟୋଗଟି ପରିପୂର୍ଣ୍ଣ ପଥରେ ଅଗ୍ରସର ହୋଇଥାଏ।’ ଭାରତର ବହୁ ପ୍ରାଚୀନ କାଳରୁ…
ଅମିନଙ୍କୁ ନିଲମ୍ବିତ ପରେ ତହସିଲଦାରଙ୍କୁ ବଦଳି
ରେଢାଖୋଲ ୧୯।୧୧(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ଜୋନ-୨ ନମ୍ବର ଜିଲାପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଦୁର୍ବ୍ୟବହା କରିବା ଘଟଣା ମହଙ୍ଗା ପଡିଛି। ରାଜସ୍ବ ମନ୍ତ୍ରୀ ଘଟଣାର ତଦନ୍ତ କରିବାକୁ ସମ୍ବଲପୁର ଜିଲାପାଳଙ୍କୁ ନିର୍ଦ୍ଧେଶ ପରେ ଗୋଟିଏ ଦିନରେ ତଦନ୍ତ…
୬ଷ୍ଠରୁ ୧୦ମ ଛାତ୍ରୀଙ୍କୁ ମିଳୁନି ନାପ୍କିନ
ମହାକାଳପଡ଼ା, ୧୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ ସରକାର ଶାସନ ସମୟରେ ଛାତ୍ରୀମାନଙ୍କୁ ମାଗଣାରେ ନାପକିନ ବଣ୍ଟନ କରିବାକୁ ନିର୍ଦ୍ଦେଶ ଥିଲା। ହେଲେ ୬ଷ୍ଠରୁ ୧୦ମଶ୍ରେଣୀ ଛାତ୍ରୀଙ୍କୁ ଅଦ୍ୟାବଧି ସେମାନଙ୍କୁ ନାପକିନ ମିଳିନାହିଁ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଲକ୍ଷ…
ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍
ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ଯାଇଛି। ଫଳରେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୪ ଗୋରୁଙ୍କୁ…
ଆଜିର ଦିନରେ ମଉଳିଥିଲା ବିଶ୍ୱକପ ଆଶା, ଭାଙ୍ଗିଥିଲା ୧୪୦ କୋଟି ଭାରତୀୟଙ୍କ ହୃଦୟ
ନୂଆଦିଲ୍ଲୀ,୧୯।୧୧: ଭାରତୀୟ କ୍ରିକେଟ ଦଳ ଗତ ବର୍ଷ ଅର୍ଥାତ୍ ୨୦୨୩ ଏହି ଦିନ (୧୯ ନଭେମ୍ବର) ଦିନିକିଆ ବିଶ୍ୱକପର ଫାଇନାଲ ହରାଇଥିଲା। ଭାରତର ପରାଜୟ ଯୋଗୁ ୧୪୦ କୋଟି ଭାରତୀୟ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଯାଇଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଭାରତକୁ ଟାଇଟଲ…
ଓ୍ବାଣ୍ଡର୍ଲା ପାର୍କର ଆକର୍ଷଣୀୟ ଅଫର
ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅନ୍ତଃରାଷ୍ଟ୍ରୀୟ ପୁରୁଷ ଦିବସ ଅବସରରେ ୱାଣ୍ଡର୍ଲା ହଲିଡେଜ ଲିମିଟେଡ ପକ୍ଷରୁ ଏକ ସ୍ବତନ୍ତ୍ର ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ଦିନ ପାର୍କ ଟିକେଟରେ ପୁରୁଷ ଅତିଥିମାନେ ଏକ ସ୍ବତନ୍ତ୍ର…
‘ଶ୍ରମବୀର ପ୍ୟାଲେସ’ ଉଦ୍ଘାଟନ କଲେ ଜେଏସ୍ପି ଅଧ୍ୟକ୍ଷ
ଅନୁଗୋଳ,୧୯ା୧୧ (ଜ୍ୟୋତିରଞ୍ଜନ ସାହୁ): ହରିୟାଣା କୁରୁକ୍ଷେତ୍ରର ଏମ୍ପି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍ପି) ଅଧ୍ୟକ୍ଷ ନବୀନ ଜିନ୍ଦଲ ସୋମବାର ଜେଏସ୍ପି ଅନୁଗୋଳ ୟୁନିଟ୍ରେ ‘ଶ୍ରମବୀର ପ୍ୟାଲେସ’ର ଉଦ୍ଘାଟନ କରିଛନ୍ତି। ଏହି ଶ୍ରମବୀର ପ୍ୟାଲେସ ତଥା ଶୀତତାପ ନିୟନ୍ତ୍ରିତ ଆବାସରେ ୧୦୫୬ଟି…
Archives


