ସ୍କୁଲ ମାଷ୍ଟରଙ୍କୁ ପତ୍ରଟିଏ
ସମ୍ମାନନୀୟ ଗୁରୁଜୀ, ମୋର ନମସ୍କାର ନେବେ। ଅନେକ ଭାବିଚିନ୍ତି ପତ୍ରଟିଏ ଲେଖିଲି। ମନକୁ ଆସୁଥିବା କଥାଗୁଡ଼ିକ ଏକାଥରକେ ସଜାଡ଼ି କହିବା ସମ୍ଭବ ନୁହେଁ ବୋଲି ପତ୍ର ମାଧ୍ୟମରେ ଜଣାଇବାକୁ ଉଚିତ ମଣିଲି। ବିଶ୍ୱାସ କରିବେକି ନାହିଁ ଜାଣେ ନାହିଁ, ଏହି ପତ୍ରଟି…
ମୋଦିଙ୍କୁ ଭୁଲିଗଲେ ବାଇଡେନ୍
ଓ୍ବିଲ୍ମିଙ୍ଗଟନ୍,୨୩।୯ : କ୍ୱାଡ୍ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ ଖବରଦାତା ସମ୍ମିଳନୀରେ ବାଇଡେନ୍ କ୍ୱାଡ୍ ନେତାମାନଙ୍କ ପରିଚୟ ଦେଉଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
ଚନ୍ଦ୍ରରେ ୧୬୦ କି.ମି. ଓସାର ଗର୍ତ୍ତ ଠାବକଲା ପ୍ରଜ୍ଞାନ ରୋଭର
ନୂଆଦିଲ୍ଲୀ,୨୩।୯ : ଚନ୍ଦ୍ରୟାନ-୩ ମିଶନର ପ୍ରଜ୍ଞାନ ରୋଭର ଚନ୍ଦ୍ରପୃଷ୍ଠରେ ୧୬୦ କି.ମି. ଓସାରର ଏକ ପୁରାତନ ଗର୍ତ୍ତ ଠାବ କରିଛି। ଚନ୍ଦ୍ର ଦକ୍ଷିଣ ମେରୁ ଐତ୍କେନ ବେସିନ୍ଠାରୁ ପ୍ରାୟ ୩୫୦ କି.ମି. ଦୂରରେ ଏହି ଗର୍ତ୍ତ ରହିଛି। ଉକ୍ତ ଗର୍ତ୍ତ ଚନ୍ଦ୍ରର…
ଦଳିତଙ୍କୁ ନିର୍ଯାତନା: ୫ମରେ ଓଡ଼ିଶା
ନୂଆଦିଲ୍ଲୀ,୨୩।୯: ଦେଶରେ ତଫସିଲଭୁକ୍ତ ଜାତି (ଏସ୍ସି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍ଟି)ଙ୍କ ପ୍ରତି ବର୍ବରତା ବଢ଼ିବାରେ ଲାଗିଛି। ଉଭୟ ଏସ୍ସି ଏବଂ ଏସ୍ଟିଙ୍କୁ ନିର୍ଯାତନା ମାମଲାରେ ଉତ୍ତର ପ୍ରଦେଶ ସବୁଠୁ ଆଗରେ ରହିଛି। ସେହିପରି ଓଡ଼ିଶା ଏସ୍ସିଙ୍କୁ ନିର୍ଯାତନା କ୍ଷେତ୍ରରେ ୫ମ…
ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…
ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ…
ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ ସୁପ୍ରିମକୋର୍ଟରୁ ଜାମିନ ପାଇ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆମ୍…
ଟ୍ରକ-ବାଇକ୍ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର
ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସୋରଳ…
ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍ଡ ରେକର୍ଡ
ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ ବୁକ ଅଫ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ହାଇଦ୍ରାବାଦରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଗିନିଜ…
କ୍ୱାଡ୍ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା
ଓ୍ବିଲ୍ମିଙ୍ଗଟନ୍,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍ ସମ୍ମିଳନୀ ଅବସରରେ କ୍ୟାନ୍ସର…
ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟକରି ଆସୁଥିଲେ। ଏହା ପୂର୍ବରୁ ସେ ଜମ୍ମୁ-କଶ୍ମୀର ପ୍ରଦେଶ ଯୁବକଂଗ୍ରେସର…
ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ମାମଲାରେ ସମ୍ପୃକ୍ତ ଗଜପତି…
ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….
ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ ହେଲେ ଖଲ୍ଲିକୋଟର ତୋଫାନ ମହାରଣା ଏବଂ ପୁରୁଷୋତ୍ତମପୁରର ତିରୁପତି ଦୋରା। ପୁରୁଷୋତ୍ତମପୁରେ ଗତ ୧୨…
Archives


