Home Left

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ…

ଟ୍ରେଡଫିନ୍‌ର ପ୍ରଥମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୧୧: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ରୋଜଗାର ଭିତ୍ତିକ ଶିକ୍ଷାନୁଷ୍ଠାନ ‘ଟ୍ରେଡଫିନ’ର ପ୍ରଥମ ବାର୍ଷିକ ଉତ୍ସବ ରବିବାର ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ ସେକ୍ରେଟାରୀ ରଶ୍ମିରଞ୍ଜନ ଶତପଥୀ ମୁଖ୍ୟ ଅତିଥି…

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ଅଧୀନ ଧାମରାସ୍ଥିତ ଡ. ଏପିଜେ…

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ଜି.ଉଦୟଗିରି ସହରରେ ସୋମବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ୍‌ ଅଛି ବୋଲି ଜି.ଉଦୟଗିରିସ୍ଥିତ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ଜଣାଯାଇଛି। ରବିବାର ୭.୮ଡିଗ୍ରୀ ରହିଥିବା ବେଳେ ସୋମବାର…

୧୧ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ କମିପାରେ ବୋଲି…

ଆଇଆଇଟିଏଫ୍‌ରେ ଏଲ୍‌ଆଇସିର ଆକର୍ଷଣୀୟ ଷ୍ଟଲ୍‌

ନୂଆଦିଲ୍ଲୀ,୧୮।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ୪୩ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାର (ଆଇଆଇଟିଏଫ୍‌) ରେ ଲାଇଫ ଇନସ୍ୟୁରାନ୍ସ କର୍ପୋରେଶନ ଅଫ ଇଣ୍ଡିଆ (ଏଲ୍‌ଆଇସି ଇଣ୍ଡିଆ ବା ଏଲ୍‌ଆଇସି) ର…

ଅନନ୍ତ, ଶ୍ରୀନିବାସ, ଜୟୀରାମ ପାଇଲେ ‘ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର’

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩୨, ୩୩ ଓ ୩୪ତମ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ରଘୁବର…

ବିଓଆଇର ନୂତନ ଶାଖା

ଭୁବନେଶ୍ୱର,୧୮।୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ନୂତନ ଶାଖା (କୋଏଲ ନଗର ଶାଖା) ନିକଟରେ ସୁନ୍ଦରଗଡ଼ ଜିଲା ଅଧୀନ ରାଉରକେଲାର କୋଏଲ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବିଓଆଇର କ୍ଷେତ୍ର ମହାପ୍ରବନ୍ଧକ ବିକାଶ କ୍ରିଷ୍ଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ…

ଭାରତରେ ସୁନା, ରୁପା ଦର ଶସ୍ତା

ନୂଆଦିଲ୍ଲୀ,୧୮।୧୧: କ୍ରମାଗତ ଭାବେ ସୁନା ଓ ରୁପା ଦର ହ୍ରାସ ପାଇବା କାରଣରୁ ଘରୋଇ ବଜାରର ଗ୍ରାହକ ବେଶ୍‌ ଉତ୍ସାହିତ ଅଛନ୍ତି। ଏପରିକି ଚଳିତ ବିବାହ ଋତୁ ପାଇଁ ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ଭିଡ଼ ଓ କାରବାର ଯଥେଷ୍ଟ ବୃଦ୍ଧି ପାଇଛି। ଏପରିକି…

ଗୋ’ ବନ୍ଧ୍ୟା ନିରାକରଣ ପାଇଁ ପ୍ରହସନ ପାଲଟିଛି ପ୍ରାଣୀ ଚିକିତ୍ସା ଶିବିର, ହାତ ଗଣତି ଚାଷୀଙ୍କୁ ନେଇ…

ଦାରିଙ୍ଗବାଡ଼ି,୧୮ା୧୧(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଣୀଧନର ବିକାଶ ପାଇଁ ବିଶେଷକରି ଗୋ’ସୁରକ୍ଷା ତଥା ସୁସ୍ଥ ରଖିବା ଓ ସୁସ୍ଥ ଛୁଆ ଜନ୍ମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ତାହା ଗ୍ରାମାଞ୍ଚଳରେ ଚାଷୀମାନେ ସଠିକ୍‌ ସୂଚନା ନ…

ଏଇ ଭାରତରେ

ମାମଲାଗୁଡ଼ିକର ଆପୋସ ସମାଧାନ ଦିଗରେ ଏକ ମାଇଲଖୁଣ୍ଟ ସାଜିଛି ଲିଗାଲ ଷ୍ଟାର୍ଟଅପ ‘ସମ’। ପ୍ରଞ୍ଜଳ ସିହ୍ନା, ଅକ୍ଷତ ଅଶୋକ ଏବଂ ବିକ୍ରମ କୁମାର ଏହି ଷ୍ଟାର୍ଟଅପ ପ୍ରତିଷ୍ଠା କରିଛନ୍ତି। ଚାଣକ୍ୟଙ୍କ ନୀତିରେ ଚାରି ନିୟମ ମଧ୍ୟରେ ଥିବା ‘ସମ’କୁ ଆଧାର କରି…

ଭାରତୀୟ ସାମୁଦ୍ରିକ ଶକ୍ତିର ଉତ୍ଥାନ

ର ଅବିଶ୍ୱାସୀ ତଥା ବିସ୍ତାରବାଦୀ ଚାଇନା ଧୀରେ ଧୀରେ ଭାରତ ମହାସାଗରରେ ତା’ର ଦବ୍‌ଦବା ବଢ଼ାଇବାରେ ଅବିରତ ପ୍ରୟାସରତ। ଦେଖୁନାହାନ୍ତି, ଚାଇନା ଭାରତର ଉତ୍ତରପଶ୍ଚିମ ଦିଗରେ ପାକିସ୍ତାନର ବେଲୁଚିସ୍ତାନରେ ଅବସ୍ଥିତ ଗ୍ବାଦର୍‌ ଓ କରାଚି, ଉତ୍ତର ପୂର୍ବରେ ମ୍ୟାନ୍‌ମାରର କ୍ୟାକପ୍ୟୁ ବନ୍ଦର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri