Home Left

କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ

ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ…

ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ ସମେତ…

ଡିଭାଇଡରରେ ପିଟିହେଲା ବସ୍‌

ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ସୋମବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍‌ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ ଜାତୀୟ…

ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ। ଏହାବ୍ୟତୀତ ପରିସ୍ରାରେ ସୁଗାର କେତେ ରହୁଛି ତାହା ମଧ୍ୟ ପରୀକ୍ଷା କରାଇ ନିଅନ୍ତୁ। ଡାଇବେଟିସ୍‌…

ଦୂର ସାଗରର ଝଡ଼

ଜଳର ବଳ: ବାୟୁରେ ଅସଂଖ୍ୟ ଜଳୀୟବାଷ୍ପ କଣିକା ଅଦୃଶ୍ୟ ରୂପେ ଥାଏ। ଶୀତଳବାୟୁର ଜଳୀୟବାଷ୍ପ ଧାରଣ କ୍ଷମତା ସୀମିତ ଥିଲାବେଳେ ଖରାଦିନର ଗରମ ବାୟୁ ଯଥେଷ୍ଟ ଜଳୀୟବାଷ୍ପ ଧାରଣ କରିପାରେ। ପୃଥିବୀର ପାଣିପାଗ ଅନେକାଂଶରେ ବାୟୁରେ ଥିବା ଏହି ଅଦୃଶ୍ୟ ଜଳୀୟବାଷ୍ପର…

ଭାରତୀୟ ଅନ୍ତରୀକ୍ଷ କେନ୍ଦ୍ର

ପୃଥିବୀ କକ୍ଷରେ ରହି ଏହାକୁ ପରିକ୍ରମଣ କରୁଥିବା ଏକ କୃତ୍ରିମ ସଂରଚନା ହେଉଛି ଅନ୍ତରୀକ୍ଷ କେନ୍ଦ୍ର। ଏଥିରେ ଅନେକ ଦିନ ପର୍ଯ୍ୟନ୍ତ ରହି ମହାକାଶଚାରୀମାନେ ଗବେଷଣା କରବା ପାଇଁ ଏହାକୁ ଡିଜାଇନ୍‌ କରାଯାଇଛି। ଏହାକୁ ଚାପରେ ରଖାଯାଇଥାଏ ଏବଂ ମହାକାଶଚାରୀମାନଙ୍କର ଆବଶ୍ୟକ…

ଓଡ଼ିଶାରେ ୫ ବର୍ଷରେ ୩୮ହଜାର ଡେଙ୍ଗୁ ଆକ୍ରାନ୍ତ

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ) : କିଛିବର୍ଷ ଧରି ଓଡ଼ିଶାରେ ବୃଦ୍ଧି ପାଉଥିବା ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗ ଓ ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁକୁ ପ୍ରତିରୋଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏଥିରେ ବ୍ରେକ୍‌ ଲାଗିପାରୁ ନାହିଁ। ୨୦୧୯ରେ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ପରେ ମାଡ଼ିଗଲା ଟ୍ରକ୍‌: ଜଣେ ମୃତ, ୩ ଗୁରୁତର

ବାଲିଗୁଡା,୧୭।୧୧: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ପରମପାଙ୍ଗା ନିକଟ ଇର୍ପିଗୁଡାଠାରେ ରବିବାର ରାତିରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ…

ପର୍ଯ୍ୟଟନଙ୍କୁ ଆକୃଷ୍ଟ ପାଇଁ ପ୍ରୟାସ: ଅଣ୍ଟା ଭିଡ଼ିଲା ହୋଟେଲ ଆସୋସିଏଶନ

ଭବାନୀପାଟଣା,୧୭।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସ୍ଥିତ ହୋଟେଲ ମିଟ୍‌ ଟାଉନରେ ରବିବାର ସାରେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏଶନର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଗ୍ନି ନିରାପତ୍ତା, ସଦସ୍ୟତା ପଞ୍ଜିକରଣ, ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡିକର ଉନ୍ନତିକରଣ, ଏସଟିପି ପ୍ଲାଣ୍ଟ ସମେତ…

ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ଖଞ୍ଜୁଥିଲେ ବିସ୍ଫୋରକ ସାମଗ୍ରୀ: ମାଡ଼ି ବସିଲେ ଯବାନ

ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ ଜଣକ ହେଲେ କାୱାସୀ ଯୋଗା। ସେ ମାଓବାଦୀ ସଙ୍ଗଠନର କୋଣ୍ଟା ଏରିଆ କମିଟିରେ ଭଣ୍ଡାରପଦର…

ଘରକୁ ଫେରୁଥିଲେ ବ୍ୟବସାୟୀ, ବାଟରେ ଝାମ୍ପି ନେଲେ ସୁନା, ରୁପା ଭର୍ତ୍ତି ବ୍ୟାଗ

ଲହୁଣୀପଡ଼ା,୧୭ା୧୧(ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟଗାଁ ହାଟରୁ ସୁନା ବ୍ୟବସାୟୀଙ୍କଠାରୁ ସୁନା ଝାମ୍ପିନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ଲହୁଣୀପଡ଼ା ଥାନାରେ ଅଭିଯୋଗ ହୋଇଛି। ଉକ୍ତ ହାଟରେ ପୁରୁଷୋତ୍ତମ ଦଣ୍ଡିଆ ସୁନା ଦୋକାନ ଲଗାଇ ଥିଲେ। ଶନିବାର ଅପରାହ୍ନ…

ମାଙ୍କଡ଼ ଆତଙ୍କ: ଗୋଟିଏ ଦିନରେ ମେଡିକାଲରେ ୧୫ ଭର୍ତ୍ତି

ହିଞ୍ଜିଳିକାଟୁ,୧୭।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ଗ୍ରାମରେ ରବିବାର ଅପରାହ୍ନରେ ମାଙ୍କଡ ଆତଙ୍କ ଦେଖାଦେଇଛି । ମାଙ୍କଡ଼ କାମୁଡାରେ ଗ୍ରାମର ୧୫ରୁ ଊଦ୍ଦର୍‌ବ ମହିଳା ଓ ପୁରୁଷ ଆହତ ହୋଇଛନ୍ତି। ଆହତମାନେ ହେଲେ ତହଁର ଗ୍ରାମର ବୃନ୍ଦାବନ ଦାଶ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri