Home Left

ଭାରତ ବିପକ୍ଷ ମ୍ୟାଚ୍‌ ବୟକଟ କରିବା ପାକିସ୍ତାନକୁ ପଡ଼ିବ ମହଙ୍ଗା

ନୂଆଦିଲ୍ଲୀ,୨।୨: ଆସନ୍ତା ୭ରୁ ଆରମ୍ଭ ହେବ ଟି୨୦ ବିଶ୍ୱକପ୍‌। ହେଲେ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋଠାରେ ଭାରତ ବିପକ୍ଷରେ ହେବାକୁ ଥିବା ହାଇଭୋଲ୍‌ଟେଜ୍‌ ଲିଗ୍‌ ମ୍ୟାଚ୍‌କୁ ପାକିସ୍ତାନ ବର୍ଜନ କରିଛି। ପାକିସ୍ତାନର ମ୍ୟାଚ୍‌ ବର୍ଜନ ମହଙ୍ଗା ସାବ୍ୟସ୍ତ ହୋଇପାରେ ବୋଲି ଆଲୋଚନା…

ଟ୍ରେନ୍‌ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…

ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ କୋଇଲା ବୋଝେଇ ମାଲଗାଡିରେ ନିଆଁ ଲାଗି ଥିବାର ଜଣା ପଡ଼ିଛି । ନିଆଁ…

ନନ୍ଦନକାନନ ନୂଆ ନିର୍ଦ୍ଦେଶକ ହେଲେ IFS  ସନତ କୁମାର ଏନ

ବାରଙ୍ଗ,୨।୨(ଲିଙ୍ଗରାଜ ରାଉତ):  ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ। ପୂର୍ବରୁ ସନତ କୁମାର ଏନ ଉପନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ । ତେବେ ନିର୍ଦ୍ଦେଶକ ଥିବା ମନୋଜ ଭି. ନାୟରଙ୍କୁ SPCB ମେମ୍ବର ସେକ୍ରେଟାରୀ ଦାୟିତ୍ୱ…

ମଧ୍ୟବିତ୍ତଙ୍କ ପାଇଁ ବଜେଟରେ କ’ଣ ଅଛି? ଏହି ପ୍ରଶ୍ନ ଶୁଣି ଏମିତି ରିଆକ୍ସନ ଦେଲେ ଅର୍ଥମନ୍ତ୍ରୀ, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୨: ରବିବାର, ଫେବୃଆରୀ ୧ରେ ବଜେଟ ୨୦୨୬ ଉପସ୍ଥାପନ ପରେ, ସରକାର ଏହାର ଘୋଷଣାଗୁଡ଼ିକୁ ପ୍ରମୁଖ ସଫଳତା ବୋଲି କହୁଥିବା ବେଳେ, ମଧ୍ୟବିତ୍ତ ବର୍ଗ ପୁଣି ଥରେ ଉପେକ୍ଷିତ ଅନୁଭବ କରୁଛନ୍ତି। ଏହି ସମୟରେ, ବଜେଟ ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀ ସମୟରେ,…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି । ଏହି ବିଷୟରେ ବାରମ୍ବାର ବିଭାଗୀୟ ଯନ୍ତ୍ରୀକୁ ଅବଗତି କରାଯାଇଥିଲେ…

ମୋମୋ ଦରକାର ଯଦି ସୁନା ଆଣ….ଘରୁ ୮୫ ଲକ୍ଷର ଅଳଙ୍କାର ଚୋରି କରି ଦୋକାନୀକୁ ଦେଲା ବାଳକ

ଲକ୍ଷ୍ନୌ,୨।୨: ଉତ୍ତର ପ୍ରଦେଶର ଦେଓରିଆ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । କିଛି ମୋମୋ ବିକ୍ରେତାଙ୍କ ବିରୋଧରେ ଜଣେ ପିଲାକୁ ତାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ସୁନା ଏବଂ ରୂପା ଅଳଙ୍କାର ଚୋରି କରିବାକୁ ପ୍ରଲୋଭିତ କରିଥିବା…

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ଉଡ଼ାନ-୨୦୨୬’: କ୍ରୀଡ଼ା ପ୍ରାଙ୍ଗଣରେ ପ୍ରତିଭାର ମହୋତ୍ସବ

ଥୁଆମୂଳ ରାମପୁର, ୨।୨ (ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଉଡ଼ାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ପ୍ରଧାନଶିକ୍ଷକ ଲକ୍ଷ୍ମୀଧର…

ପାକିସ୍ତାନ ଉପରେ ଖପ୍ପା ହେଲେ ଗାଭାସ୍କର! କହିଲେ-‘ICC ନେଉ କଡ଼ା ଆକ୍ସନ, ପରବର୍ତ୍ତି ସମୟରେ ଏମିତି କରିବାକୁ ତିନିଥର ଭାବିବ ପାକିସ୍ତାନ’

ନୂଆଦିଲ୍ଲୀ,୨।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହେବାର ପ୍ରାୟ ଛଅ ଦିନ ପୂର୍ବରୁ, ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଆଗାମୀ ବିଶ୍ୱକପରେ ଅଂଶଗ୍ରହଣ କରିବ, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ ବିପକ୍ଷରେ ଲିଗ ମ୍ୟାଚ ଖେଳିବ…

ଛାତ୍ରୀଙ୍କୁ ମାଗଣା ଲାପଟପ ଦେବେ ସରକାର, ଏମିତି କରନ୍ତୁ ଆପ୍ଲାଏ…

ନୂଆଦିଲ୍ଲୀ,୨।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି ଏବଂ ଆପଣଙ୍କର ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଯାଉଛନ୍ତି, ତେବେ କିଛି ପ୍ରୟାସ କରନ୍ତୁ ଏବଂ ଏଥିପାଇଁ ପ୍ରସ୍ତୁତି କରନ୍ତୁ। ଦିଲ୍ଲୀ ସରକାର ରାଜଧାନୀରେ CBSE ଛାତ୍ରୀଛାତ୍ରଙ୍କୁ ମାଗଣା ଲାପଟପ ପ୍ରଦାନ କରିବାକୁ ଯୋଜନା…

ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଦଳିବ ଡ୍ରେସକୋର୍ଡ

ଭୁବନେଶ୍ବର,୨।୨: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍ । ପ୍ରଭାତୀ ପରିଡ଼ା କହିଛନ୍ତି, ନୂଆ ରୂପ ପାଇବ ମିଶନ ଶକ୍ତି । ସେମାନଙ୍କର…

ପ୍ରଶାସନର ଟାଳଟୁଳ ନୀତିକୁ ବିରୋଧ: ତହସିଲ ଅଫିସ ଘେରାଉ କଲେ ଅଞ୍ଚଳବାସୀ

ଲାଞ୍ଜିଗଡ, ୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ସବ-ରେଜିଷ୍ଟର କାର୍ଯ୍ୟାଳୟ ସ୍ଥାପନରେ ପ୍ରଶାସନର ଟାଳଟୁଳ ନୀତିକୁ ବିରୋଧ କରି ଅଞ୍ଚଳବାସୀ ସୋମବାର ଲାଞ୍ଜିଗଡ ତହସିଲ ଅଫିସ ଘେରାଉ କରିଛନ୍ତି। ସୂଚନାନୁସାରେ, ଓଡ଼ିଶା ସରକାରଙ୍କ ରାଜସ୍ବ ବିଭାଗ ବିଜ୍ଞାପିତ…

ମଧ୍ୟବିତ୍ତଙ୍କ ପାଇଁ ବଜେଟର ଏହି ୧୪ ବଡ଼ ଘୋଷଣା, ମିଳିବ ଲାଭ ହିଁ ଲାଭ!

ନୂଆଦିଲ୍ଲୀ,୨।୨: ବଜେଟ 2026 ରେ ବେତନଭୋଗୀ ଏବଂ ମଧ୍ୟବିତ୍ତ ବର୍ଗଙ୍କ ପାଇଁ ଅନେକ ଆଶ୍ୱସ୍ତି ପଦକ୍ଷେପ ଘୋଷଣା କରାଯାଇଥିଲା। ତଥାପି, ଆଗାମୀ ଆର୍ଥିକ ବର୍ଷ ପାଇଁ ଆୟକର ସ୍ଲାବ ଏବଂ ମାନକ ରିହାତିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ବର୍ତ୍ତମାନ ସବୁଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri