Home Left

ଘରକୁ ଫେରୁଥିଲେ ବ୍ୟବସାୟୀ, ବାଟରେ ଝାମ୍ପି ନେଲେ ସୁନା, ରୁପା ଭର୍ତ୍ତି ବ୍ୟାଗ

ଲହୁଣୀପଡ଼ା,୧୭ା୧୧(ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟଗାଁ ହାଟରୁ ସୁନା ବ୍ୟବସାୟୀଙ୍କଠାରୁ ସୁନା ଝାମ୍ପିନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ଲହୁଣୀପଡ଼ା ଥାନାରେ ଅଭିଯୋଗ ହୋଇଛି। ଉକ୍ତ ହାଟରେ ପୁରୁଷୋତ୍ତମ ଦଣ୍ଡିଆ ସୁନା ଦୋକାନ ଲଗାଇ ଥିଲେ। ଶନିବାର ଅପରାହ୍ନ…

ମାଙ୍କଡ଼ ଆତଙ୍କ: ଗୋଟିଏ ଦିନରେ ମେଡିକାଲରେ ୧୫ ଭର୍ତ୍ତି

ହିଞ୍ଜିଳିକାଟୁ,୧୭।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ଗ୍ରାମରେ ରବିବାର ଅପରାହ୍ନରେ ମାଙ୍କଡ ଆତଙ୍କ ଦେଖାଦେଇଛି । ମାଙ୍କଡ଼ କାମୁଡାରେ ଗ୍ରାମର ୧୫ରୁ ଊଦ୍ଦର୍‌ବ ମହିଳା ଓ ପୁରୁଷ ଆହତ ହୋଇଛନ୍ତି। ଆହତମାନେ ହେଲେ ତହଁର ଗ୍ରାମର ବୃନ୍ଦାବନ ଦାଶ,…

ଜେଲ ଯିବା ଅପେକ୍ଷା ଭାଜପାରେ ସାମିଲ ହୋଇଯିବା ଭଲ, କାହିଁକି ଏମିତି କହିଲେ ଭାଜପା ନେତା

ନୂଆଦିଲ୍ଲୀ,୧୭।୧୧: ରବିବାର ଆମ ଆଦମୀ ପାର୍ଟି (ଏଏପି)କୁ ଏକ ବଡ଼ ଝଟକା ଲାଗିଛି। ଭେଟେରାନ ଏଏପି ନେତା ତଥା ଦିଲ୍ଲୀ ପରିବହନ ମନ୍ତ୍ରୀ କୈଳାଶ ଗେହଲୋଟ ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ଦଳ ଛାଡିବାକୁ ନିଷ୍ପତ୍ତି ନେଇ ଏଏପି ସଂଯୋଜକ…

ଥାନାରେ ପହଞ୍ଚିଲା କୁକୁଡ଼ା ମାରିବା ମାମଲା, ଅଭିଯୁକ୍ତଙ୍କୁ ହୋଇପାରେ ୫ ବର୍ଷ ଜେଲ!

ଲକ୍ଷ୍ନୌ,୧୭।୧୧: ଉତ୍ତରପ୍ରଦେଶର କୌଶମ୍ଭି ଜିଲାରେ ଏକ ନିଆରା ମାମଲା ସାମ୍ନାକୁ ଆସିଛି ଯେଉଁଠି ଜଣେ ଯୁବକ ତାଙ୍କ ପୋଷା କୁକୁଡ଼ା ହତ୍ୟା ପରେ ନ୍ୟାୟ ପାଇବା ପାଇଁ ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ଏହି ଘଟଣା ପିପରି ପୋଲିସ ଷ୍ଟେଶନ ଅଞ୍ଚଳର ଜୱାଇ…

ବୈକୁଣ୍ଠଧାମ ନାବାଳକ ପୂଜା ପ୍ରସଙ୍ଗ: ବେଆଇନ ନିର୍ମାଣ ଥିଲେ କାର୍ଯ୍ୟାନୁଷ୍ଠାନ ହେବା ନେଇ ଜିଲାପାଳଙ୍କ ବଡ଼ ସୂଚନା

ଖୋର୍ଦ୍ଧା,୧୭।୧୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ସରକାରୀ ଜମିରେ ଆଶ୍ରମ ନିର୍ମାଣ ହୋଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ସ୍ଥାନୀୟ…

ପୁଷ୍ପା-୨ ଟ୍ରେଲର ରିଲିଜ ହେବା ପୂର୍ବରୁ ହଙ୍ଗାମା: ମୁହାଁମୁହିଁ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୭ା୧୧: ଅଲୁ ଅର୍ଜୁନଙ୍କ ପ୍ରଶଂସକଙ୍କ ପାଇଁ ରବିବାର ଏକ ବିଶେଷ ଦିନ। କାରଣ ଫିଲ୍ମ ‘ପୁଷ୍ପା: ଦି ରୁଲ୍’ ଯାହା ପାଇଁ ସେମାନେ ବର୍ଷ ବର୍ଷ ଧରି ଅପେକ୍ଷା କରିଥିଲେ, ତାହା ଆସନ୍ତା ଡିସେମ୍ବର ମାସରେ ମୁକ୍ତିଲାଭ କରିବାକୁ ଯାଉଛି। କିନ୍ତୁ…

୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ

କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ ଡଃ ବି. ଆର ଆମ୍ବେଦକର ଜାତୀୟ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି…

୨୮ ବାଇକ୍‌ ଚୋରି କରି ଜଙ୍ଗଲରେ ରଖିଥିଲେ, ଚଢ଼ାଉ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍‌କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଜାରଙ୍ଗ ଜଙ୍ଗଲରୁ ବାଇକ୍‌ଗୁଡ଼ିକ ଜବତ କରାଯାଇଛି। ଏହି ଘଟଣାରେ ସୋନପୁର ବୀରମହାରାଜପୁରର ରାମକୁମାର…

ମୁଁ ତୁମକୁ ଡରି ନାହିଁ…ଏଲୋନ ମସ୍କଙ୍କୁ ଅପଶବ୍ଦ କହିଲେ ବ୍ରାଜିଲର ଫାଷ୍ଟ ଲେଡି

ବ୍ରାସିଲିଆ,୧୭।୧୧: ବ୍ରାଜିଲର ରାଷ୍ଟ୍ରପତି ଲୁଲା ଡା ସିଲଭାଙ୍କ ପତ୍ନୀ ଜାନଜା ଲୁଲା ଦା ସିଲଭା ଟେସଲା ମାଲିକ ଏଲୋନ ମସ୍କଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ବ୍ରାଜିଲର ଫାଷ୍ଟ ଲେଡି ଶନିବାର ଏକ ଜି -୨୦ ଇଭେଣ୍ଟରେ ଏଲୋନ ମସ୍କଙ୍କ ବିରୋଧରେ…

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି। ଏହି ପରିପ୍ରେକ୍ଷୀରେ ଚେନ୍ନାଇରୁ ଏକ ବିମାନ ଯୋଗେ ଚାମ୍ପିୟନ ହକି ଟିମ୍‌ ରବିବାର ଭୁବନେଶ୍ବର…

ବାୟୁ ପ୍ରଦୂଷଣ ସ୍ଥିତି ସଂଘାତିକ, ୩୦ ଦିନରେ ୧୯ ହଜାର ଲୋକ ପହଞ୍ଚିଲେ ହସ୍ପିଟାଲ

ଲାହୋର,୧୭।୧୧: ପାକିସ୍ତାନର ଲାହୋରରେ ଲୋକମାନେ ଶ୍ୱାସରୁଦ୍ଧ ହେବାରେ ଲାଗିଛନ୍ତି। ଭୟଙ୍କର ପ୍ରଦୂଷଣ ଯୋଗୁଁ ସାଧାରଣ ଜୀବନ ଏବେ ଅସ୍ତବ୍ୟସ୍ତ ହୋଇ ପଡିଛି। ଗତ ୩୦ଦିନ ମଧ୍ୟରେ ୧୯ଲକ୍ଷରୁ ଅଧିକ ଲୋକ ଶ୍ୱାସ ରୋଗରେ ପୀଡିତ ହୋଇ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନାରେ…

ଲକ୍ଷ୍ମୀ ବସ୍‌ର ମନମାନିକୁ ଚ୍ୟାଲେଞ୍ଜ କରି ଆନ୍ଦୋଳନକୁ ଓହ୍ଲାଇବ ଘରୋଇ ବସ୍‌ ମାଲିକ ସଂଘ

ପୁରୁଷୋତ୍ତମପୁର,୧୭ା୧୧(ସୀମାଞ୍ଚଳ ମିଶ୍ର): ଲକ୍ଷ୍ମୀ ବସ୍‌ ମନୋମୁଖୀ ଚଳାଚଳ କରୁଥିବାର ଅଭିଯୋଗ କରି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଯଦ୍ବାରା ଆସନ୍ତା ୨୦ ତାରିଖରୁ ସମଗ୍ର ଗଞ୍ଜାମ ଜିଲାରେ ଯାତାୟାତ ସମ୍ପୂର୍ଣ୍ଣ ରୂପେ ଠପ୍‌ ହୋଇଯିବାର ଆଶଙ୍କା ଦେଖାଦେଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri