ଭୂତଳ ଜଳପତ୍ତନ ଖସୁଛି
ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର ବ୍ୟବହାର…
୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…
ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା…
ପୁଟିନ୍ଙ୍କ ରାସ୍ତାରେ ଏର୍ଡୋଗାନ୍
ଇସ୍ତାନବୁଲ,୨୪ା୩: ତୁର୍କୀରେ ଗତ ରାଷ୍ଟ୍ରପତି ନିର୍ବାଚନ ୨୦୨୩ ମେ’ ୧୪ରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ନିର୍ବାଚନ ୨୦୨୮ ମେ’ ୭ରେ ହେବାକୁ ଯାଉଛି। ବର୍ତ୍ତମାନର ରାଷ୍ଟ୍ରପତି ରେସେପ୍ ତୈୟିପ୍ ଏର୍ଡୋଗାନ୍ଙ୍କ ବିରୋଧରେ ଆଗାମୀ ନିର୍ବାଚନରେ ପ୍ରାର୍ଥୀ ହେବାକୁ ଥିବା ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ…
ଏଇ ଭାରତରେ
ବାର୍ଦ୍ଧକ୍ୟରେ ଯେତେବେଳେ ସମ୍ପର୍କର ଡୋର ଛିଣ୍ଡିବା ଆରମ୍ଭ ହୁଏ ସେତେବେଳେ ବିବାହ କଥା ଚିନ୍ତା କରିବା ଅସମ୍ଭବ ଲାଗିଥାଏ। ହେଲେ ଏଭଳି ଏକ ଭାବନାକୁ ଭୁଲ ପ୍ରମାଣିତ କରିଛନ୍ତି ୬୬ ବର୍ଷୀୟ ମୁନ୍ନାଲାଲ୍ ଓ ୫୭ ବର୍ଷୀୟା ପ୍ରମିଳା। ଚାରି ଦିନ…
ପୁରାତନ ଦୃଷ୍ଟିକୋଣ ବଦଳୁ
ନିକଟରେ ମହାକାଶରୁ ସକୁଶଳ ଫେରିଆସିଥିବା ସୁନୀତା ୱିଲିୟମ୍ସଙ୍କ ଚର୍ଚ୍ଚା ସବୁଠି, ଯଦିଓ ତାଙ୍କ ସହିତ ବୁଚ୍ ୱିଲ୍ମୋର ଓ ଅନ୍ୟ ଦୁଇଜଣ ସହଯାତ୍ରୀ ଥିଲେ। ନାନା ସଂଶୟ ଭିତରେ ଭାରତୀୟ ବଂଶୋଦ୍ଭବ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ ପୃଥିବୀବାସୀଙ୍କୁ ଆଶ୍ୱସ୍ତ କରିବା ସହିତ ଭାରତକୁ…
ତଥ୍ୟ ଠିକ୍, ବିଶ୍ଳେଷଣ ଭୁଲ୍
ଦିନେ ଜଣେ ବନ୍ଧୁ ମୋ ପାଖକୁ ଏକ ଭିଡିଓ ପଠାଇଥିଲେ। ଭିଡିଓରେ ଜଣେ ରାଜନେତା ହିସାବ ଦେଉଛନ୍ତି ଯେ ଉପା ସରକାର ଅମଳରେ ଓଡ଼ିଶାକୁ କେତେ ଅର୍ଥ କେନ୍ଦ୍ର ଦେଇଥିଲା ଓ ତାହାଠାରୁ ବର୍ତ୍ତମାନ ଭାଜପା ସରକାର ଅମଳରେ କେତେ ଅଧିକ…
କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର
ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ…
କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ
ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯ ଓ ଦ୍ୱିତୀୟ ଦିନରେ ୩୯ ହଜାର ୫୨୧ ମା’ କଇଁଚ ଅଣ୍ଡାଦାନ କରିଛନ୍ତି। ସେହିପରି…
ଆମେରିକାର ପୂର୍ବତନ ଆଟର୍ନିଙ୍କ ସନ୍ଦେହଜନକ ମୃତ୍ୟୁ
ଓ୍ବାଶିଂଟନ,୨୩ା୩: ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍ ଗତ ଜାନୁଆରୀରେ କ୍ଷମତାକୁ ଆସିବା ପରେ ଆଟର୍ନି ପଦ ଛାଡ଼ିଥିବା ଜେସିକା ଆବେରଙ୍କ ମୃତଦେହ ତାଙ୍କ ଭିର୍ଜିନିଆସ୍ଥିତ ବାସଭବନରୁ ମିଳିଛି। ଏହି ୪୩ ବର୍ଷୀୟ ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ…
ଚାଇନାର ଏହି ୫ ସାମଗ୍ରୀ ଉପରେ ଶୁଳ୍କ ଲଗାଇଲା ଭାରତ
ନୂଆଦିଲ୍ଲୀ,୨୩ା୩: ସ୍ଥାନୀୟ ଶିଳ୍ପସଂସ୍ଥାଗୁଡ଼ିକର ସୁରକ୍ଷା ପାଇଁ ଭାରତ ସରକାର ଚାଇନାରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀ ଉପରେ ଆଣ୍ଟି-ଡମ୍ପିଙ୍ଗ୍ ଶୁଳ୍କ ଲଗାଇଛନ୍ତି। ଶୁଳ୍କ ଲାଗୁ କରାଯାଇଥିବା ସାମଗ୍ରୀଗୁଡ଼ିକ ହେଲା ସଫ୍ଟ ଫେରାଇଟ୍ କୋର୍, ଭାକ୍ୟୁମ ଇନ୍ସୁଲେଟେଡ୍ ଫ୍ଲାସ୍କ, ଆଲୁମିନିୟମ୍ ଫଏଲ୍, ଟ୍ରାଇକ୍ଲୋରୋ…
ପିକଅପ୍ ଭ୍ୟାନ୍ ଧକ୍କା: ଚାଳିଗଲା ସ୍କୁଟି ଚାଳକଙ୍କ ଜୀବନ
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବାନ୍ଦୁଟିକ୍ରା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତବେଗରେ ଯାଉଥିବା ଏକ ପିକଅପ୍ ଭ୍ୟାନ ଧକ୍କା ଦେବା ଯୋଗୁଁ ଘଟଣାସ୍ଥଳରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି…
ସମାଲୋଚନା କଲେ ଓ୍ବାର୍ନର: ଜବାବ ରଖିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୩ା୩: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ ଓ୍ବାର୍ନର ଶନିବାର ଏୟାର ଇଣ୍ଡିଆକୁ ସୋସିଆଲ ମିଡିଆ ଜରିଆରେ ସମାଲୋଚନା କରିଛନ୍ତି। ପାଇଲଟ ନ ଥିବା ବିମାନରେ ଆମକୁ ବସାଇ ଦିଆଯାଇଥିଲା। ଘଣ୍ଟା ଘଣ୍ଟା ଧରି ଆମେ ବିମାନରେ ଅପେକ୍ଷା କରି ରହିଥିଲୁ। ବିମାନ…

