ଗୀତ ଅଧାରୁ ଷ୍ଟେଜ୍ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା
କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା ଓଲିଉଡ୍ କଣ୍ଠଶିଳ୍ପୀ ଅସୀମା ପଣ୍ଡା ସଙ୍ଗୀତ ପରିବେଷଣ କରିବାବେଳକୁ ପୋଲିସ ପ୍ରଶାସନ କାର୍ଯ୍ୟକ୍ରମ ବନ୍ଦ…
ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି
ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ। ମିଳିଥିବା ସୂଚନା…
ଭାବିଥିଲେ ଆଜି କରିଦେବେ ମାସଟା ଯାକକ ବେପାର ହେଲେ ରାସ୍ତାରେ ଜଗିଥିଲା ଯମ …
ଜଗତସିଂହପୁର,୧୭।୧୧: ଆଜି ଝାଡ଼ ଖାଇ ପ୍ରତିଟି ଆମିଷ ବେପାରୀ ଭାବିଥାନ୍ତି ତାଙ୍କ ମାସଟା ଯାକର ବେପାର ଆଜି କରିବାକୁ । ହେଲେ ସକାଳୁ ସକାଳୁ ମାଛ ନେଇ ବେପାର କରିଆସୁଥିବା ମାଛ ବେପାରୀଙ୍କ ଉପରେ ଚଢିଗଲା ଟ୍ରକ । ଏଭଳି ଘଟଣା…
ଅଭିଷେକଙ୍କୁ ଶୋ’କୁ ଡାକି ଭୁଲ ହୋଇଯାଇଛି, ଛାଡପତ୍ର ଚର୍ଚ୍ଚା ଭିତରେ ଏମିତି କାହିଁକି ଅନୁତାପ କଲେ ବିଗ୍ ବି
ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ କୁଇଜ ସୋ ‘କୌନ ବନେଗା କରୋଡପତିର -୧୬’ ବିଶେଷ ହେବାକୁ ଯାଉଛି। କାରଣ ଏଥିରେ ବିଗ ବି’ଙ୍କ ଏକମାତ୍ର ପୁଅ ପ୍ରିୟ ଅଭିଷେକ ବଚ୍ଚନଙ୍କୁ ସେଟର ଅତିଥି ଭାବରେ ଦେଖିବାକୁ ମିଳିବ। ଏଥିରେ ଅଭି ତାଙ୍କ…
ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଭବାନୀପାଟଣା ସଦର ବିଧାୟକ
ଥୁଆମୂଳ ରାମପୁର,୧୭।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ କିଛିଦିନ ତଳେ ଝାଡ଼ାବାନ୍ତି ହୋଇ ନିରୀହ ଲୋକଙ୍କ ଜୀବନ…
ପିକ୍ନିକ୍ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ
ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍ନିକ୍ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି l ମୃତକ ହେଲେ…
ନେତାନ୍ୟାହୁଙ୍କ ଘର ଉପରେ ବଡ଼ ଆକ୍ରମଣ, ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ କହିଦେଲେ ସାଂଘାତିକ କଥା
ଜେରାଜୁଲମ,୧୭।୧୧:ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ହତ୍ୟା ଉଦ୍ୟମ। ତାଙ୍କ ଘର ଉପରକୁ ହୋଇଛି ବଡ଼ ଆକ୍ରମଣ। ବୋମା ମାଡ କଲା ହେଜବୁଲ୍ଲା। ଆତଙ୍କବାଦୀ ସଙ୍ଗଠନ ହେଜବୁଲ୍ଲା ଦ୍ୱାରା ଶୁକ୍ରବାର ଦୁଇଟି ବୋମା ମାଡ କରାଯାଇଛି। ନେତାନ୍ୟାହୁଙ୍କ ଘର ପାଖରେ ସ୍ଥିତ କେସରିୟା…
ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍
ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଓ ପରେ ମାରପିଟ୍ ହୋଇଥିବା ଜଣାପଡିଛି। ଏହାପରେ ସହରର ଶାନ୍ତି ଶୃଙ୍ଖଳା ପାଇଁ…
କେବଳ ଛଳନା
ଯଦି ତୁମ ସହିତ ମୋର କିଛି ବିବାଦ ଅଛି, ତେବେ ମୁଁ ଏହାକୁ ତିନୋଟି ଉପାୟ ମଧ୍ୟରୁ ଯେକୌଣସି ଗୋଟିଏରେ ସମାଧାନ କରିପାରିବି। ପ୍ରଥମଟି ହେଉଛି ଆଲୋଚନା(ବୁଝାମଣା) ଦ୍ୱାରା। ଯଦି ଉଭୟ ପକ୍ଷର ବିଚାର ସ୍ପଷ୍ଟ ଏବଂ ଉଭୟେ ସେମାନଙ୍କ ସ୍ବାର୍ଥ…
ବାଇଡେନ୍ଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ମୋଦି: ରାହୁଲ ଗାନ୍ଧୀ
ଅମରାବତୀ,୧୭ା୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସ୍ମୃତିଶକ୍ତି ହରାଇବସିଲେଣି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ମହାରାଷ୍ଟ୍ରରେ ଏକ ନିର୍ବାଚନୀ ସଭାକୁ ଉଦ୍ବୋଧନ ଦେଲାବେଳେ କହିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା…
ଥରାଇବ ଜାଡ, ୨୦ ଡିଗ୍ରୀ ତଳେ ୩୦ ସହର
ଭୁବନେଶ୍ୱର,୧୭ା୧୧(ଅନୁରାଧା ମହାରଣା): ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ପ୍ରାୟ ୩୦ ସ୍ଥାନରେ ପାରଦ…
ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ
ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍କୁ ଉଦ୍ଘାଟନ କରିବା…
Archives


