Home Left

ରାତିରେ ଫରେଷ୍ଟରଙ୍କୁ ଗଛରେ ବାନ୍ଧିଦେଇ…

ଦେବଗଡ଼,୧୬।୧୧(ଶଶାଙ୍କ ଶେଖର ଝାଙ୍କର) ହାତୀ ଉପଦ୍ରବକୁ ନେଇ ଉତ୍ତେଜନା। ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ କ୍ଷତିଗ୍ରସ୍ତ ଚାଷୀ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଭେଜିକୁଦର ଗାଁରେ। ଶୁକ୍ରବାର ବିଳମ୍ବିତ ରାତି ଏଭଳି ଘଟଣା ଦେଖାଦେଇଛି । ନୁଆଡିହି ଫରେଷ୍ଟର…

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ ନେଇ ସେ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ପ୍ରତିନିଧି…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସମସ୍ୟା ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପୁରାତନ ଛାତ୍ର ସଂଘର ଦାବିପତ୍ର

ଭବାନୀପାଟଣା,୧୫ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ଶୁକ୍ରବାର ପୁରାତନ ଛାତ୍ରସଂଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ କର୍ମକର୍ତ୍ତାମାନେ ସାକ୍ଷାତ…

ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ଝଟ୍‌କା, କାରଣ ଜାଣିଲେ…

ଅମରାବତୀ,୧୬।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଲାଗିଛି ଶକ୍ତ ଝଟ୍‌କା। କାରଣ ତାଙ୍କ ଭାଇ ତଥା ଟିଡିପିର ପୂର୍ବତନ ବିଧାୟକ ନାରା ରାମମୂର୍ତ୍ତିଙ୍କ ଦେହାନ୍ତ ହୋଇଛି । କହିରଖୁଛୁ, ରାମମୂର୍ତ୍ତି ପ୍ରଥମେ ଟିଡିପି ପକ୍ଷରୁ ଚନ୍ଦ୍ରଗିରି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବରେ…

ବ୍ଲକ ସ୍ତରୀୟ ସରଗି ଫୁଲ: ପ୍ରତିଭା ଦେଖାଇବେ ଜନଜାତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଲୁଚିରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ନେଇ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ସରଗି ଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ…

୪ ବର୍ଷର ନାବାଳିକାଙ୍କୁ ମାଛ ମାରିବାକୁ ଯିବା କହି ଘରୁ ଡାକିନେଲେ : ଜଙ୍ଗଲରେ ବଳାତ୍କାର କରି ମାରି ଫିଙ୍ଗିଦେଲେ

ପାଇକମାଳ ୧୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅମାନୁଷିକ ଘଟଣା ଘଟିଯାଇଛି। ଏହି ଥାନା ଅଧୀନ ସୋଢ଼ା ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୪ ବର୍ଷର ନାବାଳିକାଙ୍କୁ ମାଛ ମାରିବା ବାହାନାରେ ଘରୁ ଡାକିନେଇ…

ସରକାରକୁ ଆସିବାର ୪୮ ଘଣ୍ଟା ମଧ୍ୟରେ ଆମେ ନେବୁ ଏହି ନିଷ୍ପତ୍ତି: ନିର୍ବାଚନ ପୂର୍ବରୁ ରାଜ ଠାକ୍‌ରେଙ୍କ ବଡ଼ ଘୋଷଣା

ପୁଣେ,୧୬।୧୧: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେ ରାଜ୍ୟକୁ ସମୃଦ୍ଧ କରିବା ପାଇଁ ତାଙ୍କ ଦଳକୁ ଭୋଟ ଦେବାକୁ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି। ଥାନେରେ ଏକ ସମାବେଶକୁ ସମ୍ବୋଧିତ କରି ସେ ରାଜ୍ୟରେ ରାଜନୈତିକ ଅସ୍ଥିରତାକୁ ସମାଲୋଚନା କରିବା…

ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା: ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ବୌଦ୍ଧ,୧୬।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥର ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରସରା ଗାଁର ସୁମନ୍ତ ମହାକୁଡ। ଏପଟେ କ୍ଷତି ପୂରଣ ଦାବିରେ ଗ୍ରାମବାସୀ ଜାତୀୟ…

ରାସ୍ତାରେ ବଡ଼ ଖାଲ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ରାଇକିଆ,୧୬।୧୧(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ରାସ୍ତାରେ ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେଲା ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଏହାକୁ ମରାମତି କରାଯାଉନାହିଁ। ଫଳରେ ଯାନବାହନ ଚଳାଚଳର ଅସୁବିଧା ସୃଷ୍ଟି ହେଇଥିବା ବେଳେ ଏହି…

‘ଯମୁନା’ ପାଇଁ ଯନ୍ତା ପ୍ରସ୍ତୁତ

ବାରିପଦା,୧୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଘୂରିବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଚିନ୍ତାର କାରଣ ପାଲଟିଛି। କୋର୍‌ ଅଞ୍ଚଳ ଛାଡ଼ି ସେ ବଫର୍‌ ଅଞ୍ଚଳକୁ ପ୍ରବେଶ କରିବା ମାତ୍ରେ ତାକୁ ତୁରନ୍ତ ଧରିବା ପାଇଁ…

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି ତଥ୍ୟ ଯୋଗାଇ ଦେବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୫୦ ବର୍ଷୀୟ କିଙ୍ଗ୍‌ ୨୦୦୩ରେ…

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ ହେବ। ଏଥିପାଇଁ ଶୁକ୍ରବାର ୫୭୪ ଜଣିଆ ଖେଳାଳି ତାଲିକା ପ୍ରକାଶ ପାଇଛି। ତନ୍ମଧ୍ୟରେ ୩୬୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri