Home Left

କନ୍ୟାକୁମାରୀ-ଦିବ୍ରୁଗଡ଼ ଏକ୍ସପ୍ରେସରେ ନିଆଁ

ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା।  ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି ବାଟ ଯିବା ପରେ ରମ୍ଭିଳା ନିକଟରେ ନିଆଁ ଲାଗିଥିଲା। ଟ୍ରେନରେ ଥିବା ଯାତ୍ରୀ ମାନେ…

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ରହିଥିବାବେଳେ ଅନ୍ୟ ଗୋଟିଏ…

୨୦୫୦ ସୁଦ୍ଧା ୨ ଗୁଣା ପ୍ଲାଷ୍ଟିକ୍‌ ବର୍ଜ୍ୟ

ନୂଆଦିଲ୍ଲୀ,୧୬ା୧୧(ପି.ଟି.):ସାରା ବିଶ୍ୱରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ପରିମାଣ ୨୦୫୦ ବେଳକୁ ଦୁଇଗୁଣା ହୋଇପାରେ। ଏହାର ସମାଧାନ ପାଇଁ ଉପଯୁକ୍ତ ନୀତି ପ୍ରଣୟନ ନିମନ୍ତେ ଗବେଷକମାନେ ପ୍ରସ୍ତାବ ଦେଇଛନ୍ତି। ପୁନଃଚକ୍ରଣଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟବହାର ଏବଂ ବର୍ଜ୍ୟ ପରିଚାଳନାରେ ପୁଞ୍ଜି ନିବେଶ ଦ୍ୱାରା ପ୍ଲାଷ୍ଟିକ୍‌ ବର୍ଜ୍ୟ…

ବିଗୁଡୁଛି ପାକିସ୍ତାନର ସ୍ଥିତି: ସ୍କୁଲ ବନ୍ଦ, ୩ ଦିନ ଲକଡାଉନ

ଇସଲାମାବାଦ,୧୬।୧୧: ଆଜିକାଲି ପାକିସ୍ତାନର ପଞ୍ଜାବ ପ୍ରଦେଶ ସ୍ଥତି ବାୟୁ ପ୍ରଦୂଷଣରେ ବିଗିଡିଯାଇଛି। କ୍ରମାଗତ ଭାବରେ ବଢୁଥିବା ବାୟୁ ଗୁଣବତ୍ତା ସୂଚକ (AQI)କୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ଲାହୋର ଏବଂ ମୁଲତାନ ଭଳି ଧୂଆଁ ପ୍ରଭାବିତ ସହରରେ ସ୍ବାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି…

ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍‌: ଏତିକି ଟଙ୍କାରେ ହେଉଛି ବିକ୍ରି

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ ଖାଦ୍ୟ କନ୍ଧମାଳର ଜୈବିକ କଞ୍ଚା, ଶୁଖିଲା ଓ ଗୁଣ୍ଡ ହଳଦୀ ସମେତ ତେନ୍ତୁଳି, ଭଜା…

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ ସମେତ…

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ସଂଗ୍ରହ କରାଯାଇଛି। ଏହା ପୂର୍ବରୁ ୧୫ ଡିଗ୍ରୀ ଉପରକୁ ତାପମାତ୍ରା…

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ ଇଣ୍ଡିଆ ପାଇଁ ବ୍ୟାଟିଂ କରି ତିଳକ ଶତକ ହାସଲ କରିଥିଲେ। ଏହି ଇନିଂସ ସମୟରେ…

ଖବରକାଗଜ ଓ ଆମେ

ଭାରତ ସ୍ବାଧୀନ ହେବାର ୭୭ ବର୍ଷ ପରେ ଏବେ ଖବରକାଗଜ ଉପରେ ସମୀକ୍ଷା କରିବାର ଆବଶ୍ୟକତା ଅନୁଭୂତ ହେଉଛି। ସ୍ବାଧୀନତା ଲାଭ ପୂର୍ବରୁ ଭାରତର ସ୍ବାଧୀନତା ଆନ୍ଦୋଳନକୁ ଆହୁରି ସକ୍ରିୟ କରିବାକୁ ଖବରକାଗଜକୁ ଏକ ଅସ୍ତ୍ର ଭାବରେ ବ୍ୟବହାର କରାଯାଉଥିଲା। ସ୍ବାଧୀନତା…

କଳାପଟି ହଟିଗଲା ପରେ

ଭାରତୀୟ ନ୍ୟାୟ ବ୍ୟବସ୍ଥା ଏବେ ଆଉ ଅନ୍ଧ ନୁହେଁ କି କୌଣସି ହିଂସାର ପ୍ରତୀକ ତା’ପାଇଁ ଶୋଭନୀୟ ନୁହେଁ ବୋଲି ବିବେଚନାକରି ନିକଟରେ ଉଚ୍ଚତମ ନ୍ୟାୟାଳୟ ଇଂରେଜ ଅମଳରୁ ନ୍ୟାୟଦେବୀଙ୍କ ଆଖିରେ ବନ୍ଧାହୋଇଥିବା କଳାପଟିକୁ କାଢ଼ିନେବା ସହ ତାଙ୍କ ବାମହାତରେ ଖଣ୍ଡା…

ବୈଶ୍ୱିକ ବିଜୟ

ଗ୍ଲୋବାଲ ବାୟୋଫୁଏଲ ଆଲିଆନ୍ସ (ଜିବିଏ) ଓ ଭାରତ ମଧ୍ୟରେ ହୋଷ୍ଟ କଣ୍ଟ୍ରି ଏଗ୍ରିମେଣ୍ଟ ହୋଇଛି। ପ୍ରାୟୋଜକ ଦେଶ ଭାବେ ଭାରତ ଚୁକ୍ତିଭୁକ୍ତ ହେବା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ(ଏମ୍‌ଇଏ) ପାଇଁ ଏକ ଗୁରୁତ୍ୱପୂଣ୍ଣ ବିଜୟ। ଏହି ପଦକ୍ଷେପ ଦ୍ୱାରା ଜିବିଏର ସଚିବାଳୟ ଭାରତକୁ…

୧୭ ବର୍ଷ ପରେ ଏହି କାମ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬-୧୭ ନଭେମ୍ବରରେ ନାଇଜେରିଆ ଗସ୍ତ କରିବେ। ଏହା ସହିତ ତାଙ୍କର ତିନୋଟି ଦେଶ ଗସ୍ତ ଆରମ୍ଭ ହେବ। ୧୬-୧୭ ନଭେମ୍ବରରେ ଆଫ୍ରିକୀୟ ଦେଶ ନାଇଜେରିଆ ଗସ୍ତ ପରେ ପ୍ରଧାନମନ୍ତ୍ରୀ ମୋଦି ବ୍ରାଜିଲରେ ପହଞ୍ଚିବେ। ଏଠାରେ ପ୍ରଧାନମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri