Home Left

ଜିଓ ୱାଲର୍‌ଡ ପ୍ଲାଜାରେ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ୍‌

ମୁମ୍ବାଇ,୧୬।୧୧ (ଅଭୟ ଦାଶ): ରିଲାଏନ୍ସ ରିଟେଲର ବିୟୁଟି ରିଟେଲ ଚେନ ତଥା ପ୍ରିମିୟମ ବ୍ରାଣ୍ଡ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ ମୁମ୍ବାଇର ଜିଓ ୱାଲର୍‌ଡ ପ୍ଲାଜାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରି କି ଏହାର ବିଳାସପୂର୍ଣ୍ଣ ଫ୍ଲାଗଶିପ୍‌ ଷ୍ଟୋର୍‌ରେ ବ୍ରାଣ୍ଡର ନୂତନ କଲେକ୍ସନଗୁଡ଼ିକୁ ମଧ୍ୟ…

୭.୨% ହାରରେ ଅର୍ଥନୀତି ଅଭିବୃଦ୍ଧି ଆକଳନ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା): ଭାରତୀୟ ଅର୍ଥନୀତି ଭଲ ସ୍ଥିତିରେ ଅଛି ଏବଂ ୨୦୨୪ କ୍ୟାଲେଣ୍ଡର ବର୍ଷରେ ୭.୨ ପ୍ରତିଶତ ଏବଂ ୨୦୨୫ରେ ୬.୬ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ମୁଡିସ୍‌ ରେଟିଂରେ ଏପରି ତଥ୍ୟ ପ୍ରକାଶ ପାଇଛି। ଏହାର ‘ଗ୍ଲୋବାଲ…

୯୦% ମହୁରେ ଚିନିଶିରା ଭଳି ସିରପ୍‌

ଲଣ୍ଡନ,୧୬ା୧୧: ସୁପରମାର୍କେଟଗୁଡ଼ିକରେ ବିକ୍ରି ହେଉଥିବା ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ମହୁ ଭେଜାଲ। ସେଥିରେ ଚିନିଶିରା ଭଳି ଶସ୍ତା ସିରପ୍‌ ମିଶାଯାଉଛି, ଯାହା ପ୍ରକୃତିର ଅମୃତକୁ ନକଲି କରିଦେଇଛି। ଠକମାନେ ଏଥିରୁ ଲାଭ ଉଠାଉଥିବାବେଳେ ମହୁମାଛି ଚାଷୀ ଏବଂ ଜୈବବିବିଧତାକୁ ମୂଲ୍ୟ ଦେବାକୁ…

ସମୁଦ୍ର ମନ୍ଥନରୁ ‘ବିଷ’

ନୂଆଦିଲ୍ଲୀ/ଅହମଦାବାଦ,୧୬ା୧୧: ଦେଶର ସୁନାମଧନ୍ୟ ନିଶାଦ୍ରବ୍ୟ ନିରୋଧୀ ଏଜେନ୍ସି ଏନ୍‌ସିବି ଶୁକ୍ରବାର ୭୦୦ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ କରିଛି। ମେଥ୍‌ ବା ମେଥାମ୍ଫେଟାମାଇନ୍‌ ହେଉଛି ମାନସିକ ସ୍ଥିତି, ଚିନ୍ତାଶକ୍ତି ଓ ଧାରଣାକୁ ପ୍ରଭାବିତ କରୁଥିବା ଏକ ନିଷିଦ୍ଧ ଔଷଧ, ଯାହାକି ଡାକ୍ତରଙ୍କ ବିନା…

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରରେ ଚାରିଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସିଂହଦ୍ୱାର…

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କର ଏକ ଝିଅ ଥିଲା। ଏହି ଖବର…

ଆଇପିଏଲ୍‌ ନିଲାମରୁ ବାଦ୍‌ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ ୧୦୦୦ ଖେଳାଳି ବାଦ୍‌ ପଡ଼ିଛନ୍ତି। ଯେଉଁଥିରୁ ଜଣେ ନାମ ଜୋଫ୍ରା ଆର୍ଚରଙ୍କର ରହିଛି।…

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମଥର ପାଇଁ ଗୋଟିଏ ଇନିଂସରେ କୌଣସି ଦେଶର ଦୁଇ ଜଣ ବ୍ୟାଟର…

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ୍‌, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ ବିମାନ…

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ ଏବେ ଆଉ କିଛି ସହର ଏହି ତାଲିକାରେ ଯୋଡିହେବେ। ଏହିକ୍ରମରେ ଭୁବନେଶ୍ବର ବିଜୁ ପଟ୍ଟନାୟକ…

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ ଥିବା ଲୋକଙ୍କ ମଧ୍ୟରେ ଏହି ମଇଁଷି ଚର୍ଚ୍ଚାର ବିଷୟ ହୋଇଥିଲା। ଯଦି ଆପଣ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri