Home Left

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର କଲମ୍ବୋ ଯାତ୍ରା ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହା କହିଛନ୍ତି। ଆମ ଖେଳାଳିଙ୍କର…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ, ଏସପି ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ଥିଲେ। ଜିଲା ପରିଷଦ ମୁଖ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ ୧୯୧ କେଜି ଗଞ୍ଜେଇ ଜବତ କରିଛି। ହେଲେ ଟ୍ରକ୍‌ ଛାଡ଼ି ଡ୍ରାଇଭର ଏବଂ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣଙ୍କ ହେଲେ ବାହାଦୂର ପଦର ଗ୍ରାମର ନେପାଳ ପୋଢ଼  (୨୪)। ନେପାଳ…

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫ ମହିଳା ବିଶ୍ୱକପ୍‌ ସଫଳତା ପଛରେ ବିଶେଷ ଭୂମିକା ଥିବା ଅଧିନାୟକ ହରମନପ୍ରୀତ୍‌ କୌର…

‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍‌ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ହେଲେ ଡବଲ ଇଞ୍ଜିନ ସରକାର ପୁଞ୍ଜିପତିଙ୍କୁ ଅନୁକମ୍ପା…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି ଆହତ ହୋଇଥିବା ଜଣାପଡିଛି। ଆହତ ଶିଶୁ ହେଲେ ଅଜୟ କୁମାର ସାହୁଙ୍କ ପୁଅ…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ ଗିରଫ କରିଛି। ସେମାନେ ହେଲେ କଟକ-ପୁରୀ ବାଇପାସ୍‌ ରୋଡରେ ଖୋଲିଥିବା ୨ଜଣ ରେଷ୍ଟୁରାଣ୍ଟ…

ନିର୍ବାଚନ କମିଶନଙ୍କୁ ମମତାଙ୍କ ଚେତାବନୀ: ଦିଲ୍ଲୀରେ ହେବ SIR ଲଢେଇ

ନୂଆଦିଲ୍ଲୀ,୨।୨: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ କଡା ଚେତାବନୀ ଦେଇଛନ୍ତି ମମତା ବାନାର୍ଜୀ। ସେ ଅଭିଯୋଗ କରିଛନ୍ତି ଯେ, ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR) ନାମରେ ପ୍ରକୃତ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଉଛି। ଏହି ପ୍ରସଙ୍ଗରେ ସୋମବାର…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ ଫେବୃଆରୀ ୧୫ରେ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। ସେମାନେ ମ୍ୟାଚ…

ଭାରତର ବଜେଟ୍‌ ଯୋଗୁ କେଉଁ ଦେଶକୁ ବଡ଼ କ୍ଷତି, କାହାକୁ ମିଳିଲା ଫାଇଦା, ଜାଣନ୍ତୁ …

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ। ଘରୋଇ ପ୍ରାଥମିକତା ଉପରେ ଧ୍ୟାନ କେନ୍ଦ୍ରିତ ରହିଥିଲେ ମଧ୍ୟ, ବଜେଟ ଭାରତର ସୀମା ବାହାରେ ମଧ୍ୟ ଦୃଢ଼ ସଙ୍କେତ ଦେଇଛି। ବୈଦେଶିକ ସହାୟତା ଆବଣ୍ଟନରେ ପରିବର୍ତ୍ତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri