Home Left

ଅଗଷ୍ଟରେ ୧୦ଦିନ ସ୍କୁଲ-କଲେଜ ବନ୍ଦ, ଦେଖନ୍ତୁ ପୂରା ଛୁଟିଲିଷ୍ଟ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ସ୍କୁଲ କିମ୍ବା କଲେଜରେ ପଢ଼ୁଥିବା ଜଣେ ଛାତ୍ର (କିମ୍ବା ଆପଣଙ୍କ ଘରେ ପିଲା ଅଛନ୍ତି), ତେବେ ଅଗଷ୍ଟ ମାସ ଆପଣଙ୍କ ପାଇଁ ଅନେକ ଖୁସି ନେଇ ଆସୁଛି। ପାଠପଢ଼ା ଏବଂ କ୍ଲାସ୍ ଟେଷ୍ଟ ମଧ୍ୟରେ ଅଗଷ୍ଟ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ ଦଶନ୍ଧି ମଧ୍ୟରେ ମାନବ ଜୀବନ ଏତେ ବଡ଼ ପରିବର୍ତ୍ତନ ହୋଇପାରେ ଯେ ଟଙ୍କା…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ ପତ୍ନୀ ଡକ୍ଟର ଜସପାଲ କୌର ସାରା ଜୀବନ ସଞ୍ଚୟକୁ ହଡ଼ପ କରିଥିଲେ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ କରିବାକୁ ଭବାନୀପାଟଣାର ଜଣେ ଠିକାଦାରଙ୍କୁ କାମ କରିବା ପାଇଁ ଦାୟିତ୍ୱ ଦିଆଯାଇଛି। କିନ୍ତୁ…

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ ଲୋକ ସଭାରେ ଆଣ୍ଟି ପେପର ଲିକ୍‌ ବିଲ ଉପରେ ଆଲୋଚନା ଚାଲିଥିଲା ଏବଂ…

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ ଗବେଷଣାରୁ ଚିକେନ ସହିତ ଜଡ଼ିତ ଏକ ଗମ୍ଭୀର ସ୍ବାସ୍ଥ୍ୟଗତ ବିପଦ ପ୍ରତି ଦୃଷ୍ଟି…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ ଏହା ବନ୍ଦ ରହିଛି। ବହୁବାର ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୁନଃଚାଲୁ କରିବା…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ ୨୭ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ହେବ। ଗ୍ରୀନଲାଣ୍ଡ, ଆଇସଲାଣ୍ଡ, ସ୍ପେନ, ଉତ୍ତର…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ରହିଛି। ଦିଲ୍ଲୀ ହାଇକୋର୍ଟଙ୍କ ଆଦେଶ ପରେ ପେଟିଏମ୍…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ ଥିବା ଘୋଷ ଏବେ ଏନ୍‌ଡିଏ (NDA) ବୈଠକରେ ଯୋଗଦେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି।…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ ମାସରେ ଆବଶ୍ୟକତାଠାରୁ ବହୁତ କମ ବର୍ଷା ହେବା ସହିତ ବିଗତ ୨୦ ବର୍ଷ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ ଧରି ଚାଲିଥିବା ସଂଯୁକ୍ତ ଭାରତୀୟ ଖେଳ ଫେଡେରେସନ ଏସବିକେଏଫ ଅନ୍ତର୍ଜାତୀୟ କ୍ରୀଡ଼ାରେ ତିନୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?