Home Left

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ ଅଭାବରୁ ଉକ୍ତ ମାମଲାର ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଛତ୍ରପୁର ଥାନା…

ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌ ଆଓ୍ବାର ଓ୍ବାନ୍‌ ଶେୟାରଡ୍‌ ହୋମ୍‌’। ବିଶ୍ୱବାସୀ ରାତି ୮ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ…

ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ

ବ୍ରହ୍ମଗିରି,୨୨।୩: ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରିରେ । ମୃତ ଯୁବକ ଜଣଙ୍କ ବିଲରେ କାମ କରୁଥିବା ବାପାମାଆଙ୍କୁ ଡାକି ସାଥୀରେ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି…

ଖରାଦିନେ ଚର୍ମ ସମସ୍ୟା ଦେଖାଯାଉଛି କି, ଆଲୋଭେରା ସହ ଏହି ଜିନିଷ ମିଶାଇ ଲଗାନ୍ତୁ

ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ଚର୍ମ ସମସ୍ୟା ଆରମ୍ଭ ହୋଇଯାଏ। ଟାଣ ଖରା, ଝାଳ ଏବଂ ଆର୍ଦ୍ରତା ଚର୍ମକୁ ଶୁଷ୍କ କରିଥାଏ। ଯାହାଦ୍ୱାରା ଦେହ କୁଣ୍ଡାଇ ହୋଇଥାଏ। ଏହି ଋତୁରେ, ଚର୍ମ ଫୋଟକା, ଜ୍ୱଳନ ଏବଂ କୁଣ୍ଡାଇ ହେବା ଏକ ସାଧାରଣ…

ଭାରତ-ପାକିସ୍ତାନକୁ ଏକାଠି କଲା ପ୍ରେମୀ ଯୁଗଳଙ୍କ ମୃତଦେହ! ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନୂଆଦିଲ୍ଲୀ/ଇସଲାମାବାଦ,୨୨।୩: ପ୍ରାୟ ୧୮ ଦିନ ପୂର୍ବେ, ବାରାମୁଲ୍ଲା ଜିଲାର ଉରିରେ ଝେଲମ ନଦୀକୁ ଏକ ପ୍ରେମୀ ଯୁଗଳ ଡେଇଁ ପଡ଼ିଥିଲେ ଏବଂ ପ୍ରବଳ ସ୍ରୋତରେ ଭାସି ଯାଇ ପାକିସ୍ତାନ ଅଧିକୃତ କଶ୍ମୀରକୁ ଚାଲିଯାଇଥିଲେ। ଏବେ ପାକିସ୍ତାନ ଏହି ପ୍ରେମୀ ଯୁଗଳଙ୍କ ମୃତଦେହ…

ଓରିଏଣ୍ଟ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍‌: ଅଧିକାରୀ, କର୍ମଚାରୀଙ୍କୁ ପଚରାଉଚରା

ଝାରସୁଗୁଡ଼ା,୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶନିବାର ପଞ୍ଚମ ଦିନରେ ବ୍ରଜରାଜନଗର ଓରିଏଣ୍ଟ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଥାନା କର୍ମଚାରୀ ଏବଂ ଅଧିକାରୀଙ୍କୁ ନବ ଦାସ ହତ୍ୟା…

ତପ୍ତପାଣି ଘାଟିରେ ଓଲଟିଲା ତେନ୍ତୁଲି ବୋଝେଇ ଟ୍ରକ୍‌ : ଚାଳକ ଗୁରୁତର

ଦିଗପହଣ୍ଡି,୨୨|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାରେ ଶନିବାର ଅପରାହ୍ନରେ ଏକ ତେନ୍ତୁଳି ବୋଝେଇ ଟ୍ରକ ନଂ.(ଓଆର ୦୫ ଏକ୍ୟୁ -୨୧୫୫) ଓଲଟି ପଡ଼ିବାରୁ ଟ୍ରକ୍ ଚାଳକ ଗୁରୁତର ଆହାତ ହୋଇଛନ୍ତି। ସେ…

କ୍ରିକେଟ ଖେଳିବାବେଳେ ବଜ୍ରପାତ, ପଡିଆରେ ଟଳି ପଡିଲେ ୧୦ମ ଶ୍ରେଣୀ ଛାତ୍ର

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ବଜ୍ରାଘାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ। ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ନାରାୟଣପୁର ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରାଜେଶ ଗୌଡ଼ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବଜ୍ରପାତ ପ୍ରଭାବରେ ମୃତ୍ୟୁବରଣ…

ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ ଖାଦ୍ୟ ଉପରେ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇଆଇଏମ, ସମ୍ବଲପୁରର…

ଦକ୍ଷିଣ କୋରିଆ ଜଙ୍ଗଲରେ ଲାଗିଲା ନିଆଁ! ଭୟରେ ଘର ଛାଡ଼ିଲେ ଲୋକେ

ସିଓଲ,୨୨।୩: ଦକ୍ଷିଣ କୋରିଆର ଚାଙ୍ଗୱନର ଦକ୍ଷିଣ-ପୂର୍ବରେ ଥିବା ସାନଚିଓଙ୍ଗ କାଉଣ୍ଟିରେ ଜଙ୍ଗଲରେ ନିଆଁ ଲାଗିଛି। ଅନ୍ୟପକ୍ଷରେ, ସେଠାରେ ପ୍ରବଳ ପବନ ମଧ୍ୟ ବହୁଛି। ପ୍ରବଳ ପବନ ଯୋଗୁଁ ଏହି ଜଙ୍ଗଲ ନିଆଁ ଲିଭାଇବା କଷ୍ଟକର ହେଉଛି, ଯାହା କାରଣରୁ ଶନିବାର (୨୨…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ଅତାବିରା,୨୨।୩(ହୃଷୀକେଶ ଖମାରୀ):: ବରଗଡ଼ର ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଜଣେ ବିବାହିତା ମହିଳାଙ୍କୁ ହ୍ଯଯା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ, ଉକ୍ତ ଗ୍ରାମର ଜେବିସ୍‌ ରାଉତଙ୍କ ସ୍ତ୍ରୀ…

KKR vs RCB: ବର୍ଷା ହେଲେ ରଦ୍ଦ ହୋଇଯିବ ମ୍ୟାଚ୍‌, ତେବେ କାହାକୁ ହେବ ଫାଇଦା, ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୨।୩: ଆଜି IPL 2025ର ପ୍ରଥମ ମ୍ୟାଚ କୋଲକାତାର ଇଡେନ ଗାର୍ଡେନରେ କୋଲକାତା ଏବଂ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। କିନ୍ତୁ ପ୍ରଶଂସକଙ୍କ ପାଇଁ ଖରାପ ଖବର ହେଉଛି ଯେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ବର୍ଷା ଯୋଗୁଁ ଧୋଇଯାଇପାରେ। ବର୍ଷା ଏବଂ ଝଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?