ଆର୍ଏସ୍ଏସ୍ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ
ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ ଆରଏସଏସକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ହୁସେନ ଡାଲୱାଇ…
ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର
ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ ପ୍ରାୟ ୭ କିଲୋମିଟର ରାସ୍ତା ଖାଲଖମା ହୋଇ ରହିଥିବା ବେଳେ ଯାତାୟାତରେ ସମସ୍ୟା…
ଗୋଟିଏ ଭୁଲ୍ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ
ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ। ଏହି ଅପ୍ଡେଟ୍ ଏପରି ଏକ ସମୟରେ ଆସିଛି,ଯେତେବେଳେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ନେଇ ଭାରତ…
ଭ୍ୟାକ୍ସିନକୁ କଡ଼ା ବିରୋଧ କରୁଥିବା ବ୍ୟକ୍ତିଙ୍କୁ ଟ୍ରମ୍ପ ନିଯୁକ୍ତ କଲେ ଆମେରିକା ସ୍ବାସ୍ଥ୍ୟ ସଚିବ, ଜାଣନ୍ତୁ ସେହି ବ୍ୟକ୍ତି କିଏ
ଓ୍ବାଶିଂଟନ,୧୫।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଜିତିଛନ୍ତି। ସେ ଜାନୁଆରୀରେ ହ୍ବାଇଟ ହାଉସର ପଦବୀ ପାଇଁ ଶପଥ ଗ୍ରହଣ କରିବେ। ଏହାପୂର୍ବରୁ ସେ ତାଙ୍କ ନୂଆ ଦଳ ଗଠନ କରିବା ଆରମ୍ଭ କରି ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ବର୍ତ୍ତମାନ ତାଙ୍କ…
ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…
ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି…
ଆସୁଛି ଘୂର୍ଣ୍ଣିଝଡ଼ ‘ସାରା’, ବର୍ଷା, ବନ୍ୟା, ଭୂସ୍ଖଳନକୁ ନେଇ ଆଲର୍ଟ ଜାରି
ଓ୍ବାଶିଂଟନ,୧୫।୧୧: ଆମେରିକାରେ କିଛି ଦିନ ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ହେଲେନ ଫ୍ଲୋରିଡା ପରି ବଡ ସହରରେ ବ୍ୟାପକ କ୍ଷତି ଘଟାଇଥିଲା। ଏହି ସମୟରେ, ବର୍ତ୍ତମାନ ଟ୍ରପିକାଲ ଷ୍ଟର୍ମ ସାରା ମଧ୍ୟ ଆମେରିକାରେ ପହଞ୍ଚୁଛି। ଏହି ଝଡ଼ ଯୋଗୁଁ ଭୟଙ୍କର ବନ୍ୟା, ବର୍ଷା…
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ: ଡଙ୍ଗାରେ ଥିବା କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡିଗଲେ ନାବାଳିକା
ଭୁବନେଶ୍ୱର,୧୫।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ। ପାଣିରେ ବୁଡିଯାଇ ନାବାଳିକାଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ମାଲକାନଗିରି ଜିଲା ସଦର ଥାନା ଚମ୍ପାନଗରରେ ଘଟିଛି। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ଭସା ଯାଇଥିବା ଡଙ୍ଗାରୁ…
ଖୁସି ଖବର: ଜାଣନ୍ତୁ କେତେ ପାଓ୍ବାରଫୁଲ ଏହି ହିନ୍ଦୁ ମହିଳା, ଆମେରିକାର ଘରେ ଘରେ ପରିଚିତ
ଓ୍ବାଶିଂଟନ,୧୫।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଟିମ୍ରେ ଜଣେ ସାହସୀ ହିନ୍ଦୁ ମହିଳାଙ୍କୁ ସ୍ଥାନ ଦେଇଛନ୍ତି। ସେହି ମହିଳାଙ୍କ ନାମ ତୁଲସୀ ଗାବାର୍ଡ, ଯାହାଙ୍କୁ ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ…
ଏଣିକି ବିନା ନେଟ୍ଓ୍ବାର୍କରେ ହେବ କଲ୍: ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ
ନୂଆଦିଲ୍ଲୀ,୧୫।୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ କରିଛି, ଯାହା ଦେଶର ବହୁ ଦୂରବର୍ତ୍ତୀ ଅଞ୍ଚଳରେ ମଧ୍ୟ ସଂଯୋଗ ଯୋଗାଇବ। ଟେଲି ଯୋଗାଯୋଗ ବିଭାଗ (DoT) ଏହା ଘୋଷଣା କରି କହିଛି ଯେ, ଆମେରିକୀୟ…
ରାଶନ କାର୍ଡରୁ କଟିଲେ ଏମାନେ, ନାଁ ଅଛି କି ନାହିଁ ଏମିତି କରନ୍ତୁ ଚେକ୍
ନୂଆଦିଲ୍ଲୀ, ୧୫।୧୧: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି କୋଟି ଲୋକ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ପାଆନ୍ତି। ଭାରତରେ ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ ଦିନକୁ ଦୁଇ ଅଳି ଖାଇବାକୁ ପାଆନ୍ତି…
ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍: ଜୟନାରାୟଣ
ସମ୍ବଲପୁର,୧୫।୧୧(ଭବାନୀ ଶଙ୍କର ଭୋଇ)\:ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍ । କେସ୍, ମୋ ପାଇଁ କେସ୍ ଗୋଟେ ଉପହାର ସଦୃଶ ା ବିଜେଡି ସରକାର ମୋତେ ନିର୍ଯାତନା ଦେବା ପାଇଁ କେସ୍ ଦେଉଥିଲା। ବିରୋଧୀ ଦଳରେ ରହିଲେ କେସ୍ ହେବ।…
କାର୍ତ୍ତିକ ସରିଲା, ଶୀତ ଗାଏବ: ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡି, ୧୫।୧୧ (ଅରୁଣ ସାହୁ): କାର୍ତ୍ତିକ ସରିଲା ହେଲେ ଅଦ୍ୟାବଧି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୀତ ଆସିନାହିଁ । ଏହି ସମୟରେ ସର୍ବନିମ୍ମ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିବା ନଜିର ରହିଥିବାବେଳେ ଚଳିତବର୍ଷ ଶୁକ୍ରବାର ସୁଦ୍ଧା ସର୍ବନିମ୍ନ…
Archives


