Home Left

ଏଇ ଭାରତରେ

ଉତ୍ତର ଭାରତର କେତେକ ରାଜ୍ୟରେ ଖୁଣ୍ଟା ପୋଡ଼ି ଯୋଗୁ ବାୟୁ ପ୍ରଦୂଷଣର ଗମ୍ଭୀର ପରିଣାମ ଦେଖିବାକୁ ମିଳୁଛି। କୃଷକମାନଙ୍କୁ ଏହି କାର୍ଯ୍ୟରୁ ବିରତ କରିବା ପାଇଁ କୋର୍ଟ ଏବଂ ରାଜ୍ୟ ସରକାରଗୁଡ଼ିକ ପଦକ୍ଷେପ ନେଲେ ମଧ୍ୟ ଏଥିରେ ସମ୍ପୂର୍ଣ୍ଣ ସଫଳତା ମିଳିପାରୁନାହିଁ।…

ସଭା ଓ ଶୋଭାଯାତ୍ରା

ଆଜିକାଲି ସଭା ଓ ଶୋଭାଯାତ୍ରା ଏକ ନିତିଦିନିଆ ଘଟଣା ହୋଇଗଲାଣି। ତେବେ ଅନୁଷ୍ଠିତ ସଭାଗୁଡ଼ିକ ମଧ୍ୟରେ ସାହିତ୍ୟ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ସଭା ଏବେ ବହୁଳ ମାତ୍ରାରେ ଦେଖିବାକୁ ମିଳୁଛି। ବର୍ତ୍ତମାନ ସମୟରେ ଗାଁ ଗହଳିଠୁଁ ଆରମ୍ଭ କରି ସହର ବଜାର…

ହିମଖଣ୍ଡ ସଂରକ୍ଷଣରେ ଜଳ ସୁରକ୍ଷା

୧୯୯୨ ମସିହାରେ ମିଳିତ ଜାତିସଂଘର ସାଧାରଣ ପରିଷଦ ମାର୍ଚ୍ଚ ୨୨ ତାରିଖକୁ ପ୍ରତିବର୍ଷ ବିଶ୍ୱ ଜଳ ଦିବସ ରୂପେ ପାଳନ କରିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରିଥିଲା। ତଦନୁସାରେ ୧୯୯୩ରୁ ମିଳିତ ଜାତିସଂଘର ସମସ୍ତ ସଦସ୍ୟ ରାଷ୍ଟ୍ର ବିଶ୍ୱ…

ରେଖାଙ୍କ ନୂଆ ବ୍ୟବସ୍ଥା

ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା ପରେ କୌଣସି ବିପଦକୁ ବରଣ କରିବାକୁ ଚାହଁୁନାହିଁ। ରେଖା ଗୁପ୍ତାଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାର ଯୋଜନାବଦ୍ଧ ଭାବେ ଆରମ୍ଭ କରିବାକୁ ଚାହଁୁଛି। ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ପରାମର୍ଶଦାତା କିମ୍ବା ଅଫିସର୍ସ…

ଆଜିଠୁ ଆଇପିଏଲ୍‌ ମହାସମର: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଉଦ୍‌ଘାଟନୀ ମ୍ୟାଚ୍‌

କୋଲକାତା, ୨୧।୩ (ପିଟି.):ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୮ଶ ସଂସ୍କରଣ। ଗତଥରର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ (କେକେଆର) ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ…

ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ ସଭାପତି ରେବତୀ ମାଝୀ ଓ ପୂର୍ବତନ ସମ୍ପାଦିକା ତେଜସ୍ବିନୀ ମାଝୀଙ୍କ ମିଳିତ ଉଦ୍ୟମରେ…

୬ ବର୍ଷ କାମ ନ କରି ମିଳିଲା ୩୬ ଲକ୍ଷ ଟଙ୍କା ଦରମା

ମାଡ୍ରିଡ୍‌: ସମସ୍ତେ ଭ୍ରମଣ କରିବାକୁ ପସନ୍ଦ କରିଥାନ୍ତି। ତେବେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ବହୁ ଲୋକଙ୍କୁ ଭ୍ରମଣ ପାଇଁ ଛୁଟି ମିଳି ନ ଥାଏ। ସେହିପରି ଅଧିକ ଛୁଟି ନେଲେ ଦରମା କଟିଯିବାର ମଧ୍ୟ ଭୟ ରହିଥାଏ। ତେବେ ସ୍ପେନ୍‌ର କାଡିଜ୍‌…

ଆଶଙ୍କାରେ ଉଚ୍ଛେଦ, ଆନ୍ଦୋଳନ ପାଇଁ ସଜବାଜ

ବରଗଡ,୨୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼…

ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଏଥିରେ ଗାଡ଼ି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର…

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ ଦରମା ବନ୍ଦ କରିଛନ୍ତି। ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ବ୍ଲକର ଘୋଡାପୋଖରୀ, ପୁଇଗୁଡା, କରନମୁଣ୍ଡା,…

କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ…

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ଭାରତ ପେଟ୍ରୋଲିୟମ କୋପୋରେଶନ ଲିମିଟେଡର ସହାୟତାରେ କଳିଙ୍ଗ କୁଶୁମ ସହଯୋଗରେ ଆୟୋଜିତ ସ୍ବାସ୍ଥ୍ୟ ପରୀକ୍ଷା…

ବିଦେଶୀମାନଙ୍କୁ ବେଆଇନ ସିମ କାର୍ଡ ବିକ୍ରି, ଗୋପାଳପୁର ପୋର୍ଟ କର୍ମଚାରୀ ସମେତ ୨ଗିରଫ

ଛତ୍ରପୁର,୨୧।୩(ସନ୍ତୋଷ ପାଢ଼ୀ ): ଗୋପାଳପୁର ପୋର୍ଟକୁ ଜାହାଜରେ ଆସୁଥିବା ବିଦେଶୀମାନଙ୍କୁ ବେଆଇନ ଭାବେ ସିମ ବିକ୍ରି ମାମଲାରେ ଗଞ୍ଜାମ ଜ଼ିଲା ଆର୍ଯ୍ୟପଲ୍ଲୀ କତୁରୁ ଅଞ୍ଚଳର ଦୁଇଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ କତୁରୁ ଗ୍ରାମର ଜି ସାମ୍ବା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?