ଧରାପଡ଼ିଲେ ବଣ୍ଟି-ବବ୍ଲି ଯୋଡ଼ି:ସେଲିବ୍ରିଟିଙ୍କ ଫେକ୍ ଆଇଡିରେ ପ୍ରେମ ସମ୍ପର୍କ
ବାଲେଶ୍ୱର, ୧୫।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ସାଇବର ଥାନା ପୋଲିସ ହାତରେ ବଣ୍ଟି-ବବ୍ଲି ଯୋଡ଼ି ଓ ସେମାନଙ୍କ ଗ୍ୟାଙ୍ଗ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ ସେଲିବ୍ରିଟିଙ୍କ ଫେକ୍ ଆଇଡି ଦ୍ୱାରା ପ୍ରଥମେ ପ୍ରେମ ସମ୍ପର୍କ ଗଢୁଥିଲେ। ପରେ ବିଭିନ୍ନ ବାହାନା କରି ଲୁଟୁ ଥିଲେ ଟଙ୍କା।…
ତେଲେଙ୍ଗିରି ଜଳଭଣ୍ଡାରରେ ଫାଟ:ଲିକ୍ ହେଉଛି ପାଣି, ଫସଲ ପ୍ରଭାବିତ ହେବା ଆଶଙ୍କା
ଜୟପୁର/ବୋରିଗୁମ୍ମା, ୧୫।୧୧(ପବନ ପାଣିଗ୍ରାହୀ/ବିଜୟ ସାହୁ):କୋରାପୁଟ ଜିଲାରେ ଜଳସେଚନ ଲକ୍ଷ୍ୟ ନେଇ ଇନ୍ଦ୍ରାବତୀର ଉପନଦୀ ତେଲେଙ୍ଗିରିକୁ ନେଇ ଜୟପୁର ବ୍ଲକ ରାଣୀଗଡ଼ରେ ଏକ ଜଳଭଣ୍ଡାର ନିର୍ମାଣ ପାଇଁ ୨୦୦୪ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରିଥିଲେ। ୨…
ଖଣିରେ ବେଆଇନ ଭାବେ ପଶି ଫସିଛନ୍ତି ୪,୦୦୦ ଶ୍ରମିକ
ଜୋହାନ୍ସବର୍ଗ,୧୫ା୧୧:ଦକ୍ଷିଣ ଆଫ୍ରିକାର ଉତ୍ତରପଶ୍ଚିମ ପ୍ରଦେଶରେ ଥିବା ଏକ ଖଣିରେ ୪,୦୦୦ ବେଆଇନ ଖନନକାରୀ ଫସିରହିଛନ୍ତି। ବେଆଇନ ଖଣି ଖନନ ରୋକିବା ପଦକ୍ଷେପ ସ୍ବରୂପ ସେମାନଙ୍କ ପାଖକୁ ମୌଳିକ ଆବଶ୍ୟକତା ପଠାଇବା ବନ୍ଦ କରିଦିଆଯାଇଛି। ଦକ୍ଷିଣ ଆଫ୍ରିକା ସରକାର ସେମାନଙ୍କୁ ସହାୟତା କରିବେ…
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା
କଟକ,୧୫।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଏସିଆ ମହାଦେଶର ସର୍ବବୃହତ୍ ମୁକ୍ତାକାଶ ମେଳା ତଥା ଐତିହାସିକ କଟକ ବାଲିଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବାଲିଯାତ୍ରା ମହୋତ୍ସବ-୨୦୨୪କୁ ଉଦ୍ଘାଟନ କରିବେ। ଏଥିସହ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ ଏବଂ…
ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’
ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ କରିଥିଲେ ଏବଂ ତାଙ୍କ ପ୍ରିୟ ଦେଶ ବିପକ୍ଷରେ କ୍ରିକେଟ ଖେଳିବାକୁ ସେ ନିଜ ମାଟିରେ…
ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ଏବଂ ମିଡିଲମ୍ୟାନଙ୍କୁ ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପୂର୍ବ ସରକାର ସମୟରେ…
ଭତ୍ତା ଦେବା ପାଇଁ ଘରେ ଆଣି ରଖିଥିଲେ ୩ ଲକ୍ଷ ଟଙ୍କା, ନେଇଗଲେ ଦୁର୍ବୃତ୍ତ
କୁଆଁରମୁଣ୍ଡା,୧୪ା୧୧(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ପୌରପାଳିକା କର୍ମଚାରୀ ବିଶ୍ୱଜିତ ସାମନ୍ତରାୟଙ୍କ ଘରୁ ୩ ଲକ୍ଷ ଭତ୍ତା ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବିଶ୍ୱଜିତ ଗୁରୁବାର ପୌରପାଳିକାର ୬ ନମ୍ବର ୱାର୍ଡରେ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ବଣ୍ଟନ କରିବା…
ନିର୍ବନ୍ଧ ଭୋଜିରେ ଦାଦା-ପୁତୁରା ଲାଗିଗଲେ କଳି: ଚୋଟ ଖାଇଲେ ମଧ୍ୟସ୍ଥି
ଧରାକୋଟ,୧୪ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଜଗମୋହନ ପଞ୍ଚାୟତ ନାରାୟଣପୁର ଶାସନ ଗ୍ରାମରେ ଏକ ନିର୍ବନ୍ଧ ଭୋଜିରେ ଛୁରାମାଡ଼ ହେବାରୁ ଜଣେ ଆହତ ହୋଇଛନ୍ତି। ସେ ହେଲେ ନାରାୟଣପୁର ଗ୍ରାମର ସନ୍ନ୍ୟାସୀ ବେହେରା। ଗତ ବୁଧବାର ଗ୍ରାମର…
ମଣିପୁରରେ ବଢୁଥିବା ହିଂସା ମଧ୍ୟରେ କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି: ପୁଣି ଲାଗୁ ହେଲା…
ନୂଆଦିଲ୍ଲୀ,୧୪ା୧୧: ମଣିପୁରର ହିଂସାପ୍ରଭାବିତ ଜିରିବାମ୍ ସମେତ ୬ ଥାନା ଅଞ୍ଚଳରେ କେନ୍ଦ୍ର ସରକାର ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍ଏସ୍ପିଏ) ପୁଣିଥରେ ଲାଗୁ କରିଛନ୍ତି। ରାଜ୍ୟ ସରକାର ହିଂସାପ୍ରବଣ ଅଞ୍ଚଳକୁ ନିୟନ୍ତ୍ରଣରେ ରଖିବାରେ ବିଫଳ ହେଲେ ଏଏଫ୍ଏସ୍ପିଏ ଆଇନ ବଳରେ…
ବ୍ରେଷ୍ଟ ମିଲ୍କ ବିଜନେସ୍ର ଲାଇସେନ୍ସ ହେବ ରଦ୍ଦ, କେନ୍ଦ୍ର ସରକାରଙ୍କ ସୂଚନା…
ବେଙ୍ଗାଲୁରୁ,୧୪।୧୧: ବ୍ରେଷ୍ଟ ମିଲ୍କ ସଂଗ୍ରହ ତଥା ବ୍ୟବସାୟକୁ ଅନୁମତି ଦେଇଥିବା ଲାଇସେନ୍ସ ବାତିଲ କରିବାକୁ ରାଜ୍ୟ ସରକାର କର୍ନାଟକ ହାଇକୋର୍ଟଙ୍କୁ ସୂଚନା ଦେଇଛନ୍ତି। କର୍ନାଟକ ହାଇକୋର୍ଟ ମୁନେଗୋଡା ନାମକ ଜଣେ ବ୍ୟକ୍ତିଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଜନସ୍ବର୍ଥ ମାମଲା (PIL)…
ଅନଲାଇନ ମୋଡରେ ଚାଲିବ ପ୍ରାଇମେରୀ ସ୍କୁଲ, ମୁଖ୍ୟମନ୍ତ୍ରୀ ନେଲେ ନିଷ୍ପତ୍ତି
ନୂଆଦିଲ୍ଲୀ,୧୪।୧୧: ଦିଲ୍ଲୀରେ ପ୍ରଦୂଷଣ ହେତୁ ପରିସ୍ଥିତି ଦିନକୁ ଦିନ ବିଗିଡି ଯାଉଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବର୍ତ୍ତମାନ ଅନଲାଇନ ମୋଡରେ ଚାଲିବ। ପ୍ରଦୂଷଣ ବୃଦ୍ଧି ହେତୁ ମୁଖ୍ୟମନ୍ତ୍ରୀ ଆତିଶୀ ଏହି ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ…
ହସ୍ପିଟାଲରେ ନାଚିଲେ ଡାକ୍ତର-ନର୍ସ, ଭିଡିଓ ଭାଇରାଲ
ବାରାଣସୀ,୧୪।୧୧: ଉତ୍ତର ପ୍ରଦେଶ ବାରାଣସୀରେ ଥିବା ଦିନ ଦୟାଲ ଉପାଧ୍ୟାୟ ଜିଲା ହସ୍ପିଟାଲରେ ଡାକ୍ତର ଓ ନର୍ସମାନେ ଡ୍ୟାନ୍ସ କରୁଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ନର୍ସଙ୍କ ପଦୋନ୍ନତିକୁ ନେଇ ହସ୍ପିଟାଲ ଭିତରେ ଡାକ୍ତର ଓ ନର୍ସମାନେ ଡ୍ୟାନ୍ସ କରି…
Archives


