Home Left

ମଣିପୁରରେ ବଢୁଥିବା ହିଂସା ମଧ୍ୟରେ କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି: ପୁଣି ଲାଗୁ ହେଲା…

ନୂଆଦିଲ୍ଲୀ,୧୪ା୧୧: ମଣିପୁରର ହିଂସାପ୍ରଭାବିତ ଜିରିବାମ୍‌ ସମେତ ୬ ଥାନା ଅଞ୍ଚଳରେ କେନ୍ଦ୍ର ସରକାର ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପୁଣିଥରେ ଲାଗୁ କରିଛନ୍ତି। ରାଜ୍ୟ ସରକାର ହିଂସାପ୍ରବଣ ଅଞ୍ଚଳକୁ ନିୟନ୍ତ୍ରଣରେ ରଖିବାରେ ବିଫଳ ହେଲେ ଏଏଫ୍‌ଏସ୍‌ପିଏ ଆଇନ ବଳରେ…

ବ୍ରେଷ୍ଟ ମିଲ୍କ ବିଜନେସ୍‌ର ଲାଇସେନ୍ସ ହେବ ରଦ୍ଦ, କେନ୍ଦ୍ର ସରକାରଙ୍କ ସୂଚନା…

ବେଙ୍ଗାଲୁରୁ,୧୪।୧୧: ବ୍ରେଷ୍ଟ ମିଲ୍କ ସଂଗ୍ରହ ତଥା ବ୍ୟବସାୟକୁ ଅନୁମତି ଦେଇଥିବା ଲାଇସେନ୍ସ ବାତିଲ କରିବାକୁ ରାଜ୍ୟ ସରକାର କର୍ନାଟକ ହାଇକୋର୍ଟଙ୍କୁ ସୂଚନା ଦେଇଛନ୍ତି। କର୍ନାଟକ ହାଇକୋର୍ଟ ମୁନେଗୋଡା ନାମକ ଜଣେ ବ୍ୟକ୍ତିଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଜନସ୍ବର୍ଥ ମାମଲା (PIL)…

ଅନଲାଇନ ମୋଡରେ ଚାଲିବ ପ୍ରାଇମେରୀ ସ୍କୁଲ, ମୁଖ୍ୟମନ୍ତ୍ରୀ ନେଲେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୪।୧୧: ଦିଲ୍ଲୀରେ ପ୍ରଦୂଷଣ ହେତୁ ପରିସ୍ଥିତି ଦିନକୁ ଦିନ ବିଗିଡି ଯାଉଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବର୍ତ୍ତମାନ ଅନଲାଇନ ମୋଡରେ ଚାଲିବ। ପ୍ରଦୂଷଣ ବୃଦ୍ଧି ହେତୁ ମୁଖ୍ୟମନ୍ତ୍ରୀ ଆତିଶୀ ଏହି ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ…

ହସ୍ପିଟାଲରେ ନାଚିଲେ ଡାକ୍ତର-ନର୍ସ, ଭିଡିଓ ଭାଇରାଲ

ବାରାଣସୀ,୧୪।୧୧: ଉତ୍ତର ପ୍ରଦେଶ ବାରାଣସୀରେ ଥିବା ଦିନ ଦୟାଲ ଉପାଧ୍ୟାୟ ଜିଲା ହସ୍ପିଟାଲରେ ଡାକ୍ତର ଓ ନର୍ସମାନେ ଡ୍ୟାନ୍ସ କରୁଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ନର୍ସଙ୍କ ପଦୋନ୍ନତିକୁ ନେଇ ହସ୍ପିଟାଲ ଭିତରେ ଡାକ୍ତର ଓ ନର୍ସମାନେ ଡ୍ୟାନ୍ସ କରି…

ଦିଲ୍ଲୀ ବାଣିଜ୍ୟ ମେଳାରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଦାରିଙ୍ଗବାଡି,୧୪।୧୧(ଅରୁଣ ସାହୁ ): ରାଜଧାନୀ ଦିଲ୍ଲୀରେ ଗୁରୁବାରଠାରୁ ଆରମ୍ଭ ହୋଇଛି ବାଣିଜ୍ୟ ମେଳା। ମେଳାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇ ଓଡ଼ିଶା ପାଇଁ ମେଳାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ମେଳାର ବିଭିନ୍ନ ଷ୍ଟଲ ବୁଲିବା ସହ କନ୍ଧମାଳ…

ଟିମ ଇଣ୍ଡିଆକୁ ଫେରିବେ ସଚିନ ତେନ୍ଦୁଲକର! ବିସିସିଆଇକୁ ବଡ଼ ପ୍ରସ୍ତାବ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ଏହା ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଡବ୍ଲ୍ୟୁଭି ରମଣ ଦଳକୁ ଭଲ ଫର୍ମକୁ…

ଅର୍ଶ ଡଲ୍ଲାଙ୍କୁ ପ୍ରତ୍ୟର୍ପଣ ପାଇଁ କାନାଡା ନିକଟରେ ଦାବି କଲା ଭାରତ

ଭାରତ/ଓଟାଓ୍ବା,୧୪।୧୧: ଭାରତ ସରକାର କାନାଡାରୁ ଅର୍ଶ ସିଂ ଗିଲ ଓରଫ ଅର୍ଶ ଡଲ୍ଲାଙ୍କୁ ପ୍ରତ୍ୟର୍ପଣ କରିବାକୁ ଦାବି କରିଛନ୍ତି। ଗଣମାଧ୍ୟମର ଅନୁସନ୍ଧାନର ଉତ୍ତରରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରାନ୍ଧୀର ଜୈସୱାଲ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ନଭେମ୍ବର…

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା  ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ  ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ ପାଳନ ଅବସରରେ ବକ୍ତବ୍ୟ ଦେଉଥିବା ବେଳେ ସ୍କୁଲର ପ୍ରଧାନ ଶିକ୍ଷକ  ପର୍ଶୁରାମ ଦାସ(୫୭) ହଠାତ୍‌…

ଦିଲ୍ଲୀରେ ଭୟଙ୍କର ହେଲା ପ୍ରଦୂଷଣ: ନିର୍ମାଣ କାର୍ଯ୍ୟ ଉପରେ ଲାଗିଲା ଅଙ୍କୁଶ, ସ୍କୁଲ୍ ଛୁଟି

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ବୁଧବାର ଦିଲ୍ଲୀର ବାୟୁ ଗୁଣବତ୍ତା(ଏକ୍ୟୁଆଇ) ଦେଶରେ ପ୍ରଥମରେ ଥିବା ବେଳେ ଗୁରୁବାର ଏହା ୪୨୮ ରେ ପହଞ୍ଚିଛି। ଯାହା ଚଳିତ ବର୍ଷ ପ୍ରଥମ ଥର ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ…

ଲୁଚାଇ ରଖିଥିବା ୧୧ ଦାଦନ ଶ୍ରମିକ ଉଦ୍ଧାର

ଗୋଲାମୁଣ୍ଡା,୧୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ପୋଲିସ ବୁଧବାର ନକଟିକାନୀ ଗାଁରେ ଚଢ଼ାଉ କରି ୬ ଶିଶୁ ସହ ୧୧ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ଦାଦନ ସର୍ଦ୍ଦାରଙ୍କ ୩ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଦିଲ୍ଲୀ ମେୟର ନିର୍ବାଚନରେ ଭାଜପାକୁ ଝଟକା, ବାଜି ମାରିଲା ଏଏପି

ନୂଆଦିଲ୍ଲୀ,୧୪।୧୧: ଆସନ୍ତା ବର୍ଷ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଏମସିଡି ମେୟର ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏଏପି ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ଜିତିଛନ୍ତି। ୧୦ ଏଏପି କାଉନସିଲର ଭାଜପା ପାଇଁ…

ବଡ଼ବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ଆରମ୍ଭ

ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ କମିଟି ସଦସ୍ୟଙ୍କ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବଡବିଲ ମହାବିଦ୍ୟାଳୟ ଗଣିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri