ସଲମାନଙ୍କ ପୂର୍ବ ପ୍ରେମିକାଙ୍କୁ ମରଣାନ୍ତକ ଆକ୍ରମଣ
ବମ୍ବେ: ବିବାଦରେ ରହି ଆସୁଥିବା ଅଭିନେତ୍ରୀ ସୋମି ଅଲିଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ମାନବ ଚାଲାଣ ଶିକାର ହୋଇଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ହାତ ଭାଙ୍ଗି ଯାଇଛି। ଏପରିକି ତାଙ୍କ ଶରୀରର ଅନେକ ସ୍ଥାନରେ ଆଘାତ…
ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା
ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ। ସୂଚନାନୁଯାୟୀ, ଜୟପୁର ଅଞ୍ଚଳର ପାଓ୍ବାରହାଉସ ନିକଟ ପାଇଲ ବାସିନ୍ଦା ରାଧାକୃଷ୍ଣ…
ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର
ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା ଏକୁଟିଆ ଖଟ ଉପରେ ଶୋଇଥିଲାବେଳେ ଏକ ପାଗଳା କୁକୁର କାନ୍ଥ ଡେଇଁ ଘରେ…
ଡାହାଣ ଆଖିରେ ଯନ୍ତ୍ରଣା ହେଉଥିଲା, ବାମ ଆଖିର ଅପରେଶନ କରିଦେଲେ ଡାକ୍ତର
ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀର ଗ୍ରେଟର ନୋଏଡ଼ାରୁ ଡାକ୍ତରଙ୍କ ଅବହେଳାର ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ଡାକ୍ତରଖାନାରେ ବାମ ଆଖିର ଚିକିତ୍ସା କରାଇବାକୁ ଆସିଥିବା ୭ ବର୍ଷୀୟ ନାବାଳକଙ୍କୁ ଚେତାଶୂନ୍ୟ କରି ତାଙ୍କ ଡାହାଣ ଆଖି ଅପରେଶନ କରି ଦିଆଯାଇଛି।…
ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍ରେ ଗାଁକୁ ଗଲା ମୃତଦେହ
ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ବାଇକ୍ରେ ମୃତଦେହ ଗାଁକୁ ବୁହାହୋଇଛି। ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ…
ଏଥର ବି ଫେଲ୍ ମାରିବ ‘ରାହୁଲ ବାବାଙ୍କ’ ବିମାନ: ବର୍ଷିଲେ ଅମିତ ଶାହା
ପୁଣେ,୧୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନୀ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି। ନେତା ସୋନିଆ ଗାନ୍ଧୀଙ୍କ ଉପରେ ଖୋଳତାଡ଼ କରି କହିଛନ୍ତି ଯେ ମହାରାଷ୍ଟ୍ରର ନିର୍ବାଚନ ଯୁଦ୍ଧକ୍ଷେତ୍ରରେ ‘ରାହୁଲ ବାବାଙ୍କ’ ବିମାନ ପୁଣି ଥରେ ଖସିପଡ଼ିବ।…
ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ
ଜି.ଉଦୟଗିରି,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏପି ୩୯ ଟିକ୍ୟୁ ୭୫୭୫ ନମ୍ବର ବିଶିଷ୍ଟ ୧୬ ଚକିଆ ଟ୍ରକ୍ରେ ଜିଆଇ…
ପୁଣି ଭାଜପା ସହ ଯିବେ କି ଉଦ୍ଧବ ଠାକ୍ରେ: ନିର୍ବାଚନ ପୂର୍ବରୁ କହିଦେଲେ ମନର କଥା
ପୁଣେ,୧୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା(ୟୁବିଟି) ଦଳର ମୁଖ୍ୟ ଉଦ୍ଧବ ଠାକରେ ଭାଜପା ସହ ମେଣ୍ଟ ସମ୍ଭାବନା ଉପରେ ନିଜ ମତ ସ୍ପଷ୍ଟ କରିଛନ୍ତି। କୌଣସି ପରିସ୍ଥିତିରେ ସେ ଭାଜପା ସହ ଯିବେ ନାହିଁ ବୋଲି ଉଦ୍ଧବ ଠାକରେ କହିଛନ୍ତି।…
ରାମ୍କୋକୁ ୧.୫୨ କୋଟି ଜରିମାନା
ଯାଜପୁର,୧୪ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଧର୍ମଶାଳା ବ୍ଲକ ହରିଦାଶପୁରରେ ପ୍ରତିଷ୍ଠା ହୋଇଥିବା ରାମ୍କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍ କାରଖାନା ଆଇନଗତ ଅଧିକାର ନ ଥିବା ୫.୪୨ ଏକର ଶ୍ମଶାନ, ଜଳାଶୟ ଏବଂ ଗ୍ରାମ୍ୟ ଜଙ୍ଗଲକୁ ଦଖଲ କରିଛି। ଏନେଇ ପ୍ରିନ୍ସିପାଲ ଆକାଉଣ୍ଟ…
ପୁରୋହିତ ମନ୍ତ୍ର ପଢ଼ିଲେ, ହେଲେ ବିବାହ ନ କରି କେବଳ ୪୯୦୦୦ ଦେଇଦେବାକୁ କହିଲେ ବରକନ୍ୟା; କାରଣ ଜାଣିଲେ…
ଉଜୈନ,୧୪।୧୧: ସଜବାଜ ହୋଇ ମଣ୍ଡପରେ ବସିଲେ। ପୁରୋହିତ ମନ୍ତ୍ର ବି ପଢ଼ିଲେ। ହେଲେ ବର ସିନ୍ଦୁର ପିନ୍ଧାଇଲେନି କିମ୍ବା ହାତଗଣ୍ଠି ପଡ଼ିଲାନି। କେବଳ ଏତିକି ନୁହେଁ ବର-ବଧୂ ଦୁହେଁ ୪୯୦୦୦ ଟଙ୍କା ଦିଅ ବୋଲି ଅଡ଼ି ବସିଲେ। ଏଭଳି ଏକ ଘଟଣା…
ଅର୍ଜୁନ ତେନ୍ଦୁଲକରଙ୍କ ଉପରେ ହେବ ଟଙ୍କା ବର୍ଷା! ଆଇପିଏଲ୍ ପୂର୍ବରୁ କଲେ ଚମତ୍କାର…
ନୂଆଦିଲ୍ଲୀ,୧୪।୧୧: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଏପର୍ଯ୍ୟନ୍ତ ଆଇପିଏଲରେ କିଛି ବିଶେଷ କରିପାରି ନାହାଁନ୍ତି। ତାଙ୍କୁ ମଧ୍ୟ କମ ସୁଯୋଗ ମିଳିଛି। ଅର୍ଜୁନ ଆଇପିଏଲରେ ମାତ୍ର ୫ଟି ମ୍ୟାଚ ଖେଳିଛନ୍ତି। ଆଇପିଏଲ ୨୦୨୫ର ମେଗା ନିଲାମରେ ଅର୍ଜୁନ ଏକ…
ସେ ମୋ ରୁମ୍କୁ ଆସି ଏମିତି ଅନୁରୋଧ କରିଥିଲେ, ମ୍ୟାଚ୍ ପରେ ତିଳକ ବର୍ମାଙ୍କ ରାଜ୍ ଖୋଲିଲେ ସୂର୍ଯ୍ୟକୁମାର
ସେଞ୍ଚୁରିୟନ୍,୧୪।୧୧: ତୃତୀୟ ଟି-୨୦ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୧୧ ରନରେ ପରାସ୍ତ କରିଛି। ଟିମ ଇଣ୍ଡିଆର ବିଜୟର ସବୁଠାରୁ ବଡ ହିରୋ ଥିଲେ ତିଲକ ବର୍ମା। ସେ ୧୦୭ ରନର ଅପରାଜିତ ଇନିଂସ ଖେଳିଥିଲେ। ବର୍ତ୍ତମାନ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର…
Archives


