Home Left

ଟ୍ରମ୍ପଙ୍କ ବିଜୟର ପ୍ରକୃତ ହିରୋ ହେଉଛନ୍ତି ଏହି ୧୮ ବର୍ଷୀୟ ଯୁବକ: ଜାଣନ୍ତୁ ସେ କିଏ

ଓ୍ବାଶିଂଟନ୍‌,୧୩।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ନିକଟରେ ଏକ ଐତିହାସିକ ବିଜୟ ହାସଲ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ। ଏହାକୁ ନେଇ ସାରା ବିଶ୍ୱ ଗଣମାଧ୍ୟମରେ ଆଲୋଚନା କରାଯାଉଛି। କେହି କେହି ତାଙ୍କ ବିଜୟର କାରଣ ବିଷୟରେ କହୁଛନ୍ତି ଏବଂ କେହି କେହି ତାଙ୍କ…

‘ରାଜଧାନୀ ଏକ୍ସପ୍ରେସ୍‌’ଠାରୁ ବି ଫାଷ୍ଟ୍‌ ଏହି ବୋଲର୍‌ଙ୍କ ସ୍ପିଡ୍‌: ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ

ନୂଆଦିଲ୍ଲୀ,୧୩।୧୧: ନଭେମ୍ବର ୧୧ରେ କ୍ରିକେଟରେ ଏକ ସ୍ବତନ୍ତ୍ର ରେକର୍ଡ ହୋଇଛି। ୨୨ ବର୍ଷ ବୟସ୍କ ନାହିଦ ରାଣା ବାଂଲାଦେଶୀ କ୍ରିକେଟର ନିଜ ଦେଶ ପାଇଁ ସବୁଠାରୁ ଦ୍ରୁତତମ ବୋଲିଂ କରିଥିଲେ। ଶାରଜା କ୍ରିକେଟ ଷ୍ଟାଡିୟମରେ ବାଂଲାଦେଶ ଏବଂ ଆଫଗାନିସ୍ତାନ ମଧ୍ୟରେ ତୃତୀୟ…

ଏମ୍‌କେସିଜିରେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର,୧୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ପଜେଟିଭ ବଦଳରେ ନେଗେଟିଭ ଗ୍ରୁପର ରକ୍ତ ଦିଆଯିବା ସହ ଠିକ ସମୟରେ ଚିକିତ୍ସା କରା ନଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। କିନ୍ତୁ…

ବାତ୍ୟାର ୧୯ ଦିନ ବିତିଲା, ରାସ୍ତା ଉପରୁ ହଟୁନି ଗଛ

ଔପଦା, ୧୩।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମ ତୁଟାସାହି ମୁଖ୍ୟରାସ୍ତା ଉପରେ ବାତ୍ୟାରେ ଏକ ବିରାଟ ତେନ୍ତୁଳି ଗଛ ଉପୁଡ଼ି ପଡିଥିଲା। ବାତ୍ୟା ଯିବାର ୧୯ ଦିନ ବିତିଯାଇଥିଲେ ମଧ୍ୟ ଗଛ ହଟାଯାଉ ନ…

ରୋହିତ, କୋହଲି ନା ଧୋନୀ? ଆଇପିଏଲ ୨୦୨୫ରେ କେଉଁ ଦଳକୁ ଯିବେ ରାହୁଲ, କଲେ ଖୁଲାସା

ନୂଆଦିଲ୍ଲୀ,୧୩।୧୧: ଟିମ ଇଣ୍ଡିଆର ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଗତ କିଛି ଦିନ ହେବ ଖବରରେ ଅଛନ୍ତି। ବାସ୍ତବରେ, କେ.ଏଲ ରାହୁଲ ଲକ୍ଷ୍ନୌ ସୁପର ଜିଆଣ୍ଟସ ସହିତ ରାସ୍ତା ଅଲଗା କରିଛନ୍ତି । ଏହା କୁହାଯାଉଥିଲା ଯେ ରାହୁଲ ଲକ୍ଷ୍ନୌ…

ଶୁଦ୍ଧିକ୍ରିୟା ସରିଥିଲା, ୧୫ ବର୍ଷ ପରେ ଫେରିଲେ ପୁଅ

ପାଟଣା,୧୩।୧୧(ବୀର କିଶୋର ଦାଶ): ପୁଅକୁ ଯେତେବେଳେ ୧୪ ବର୍ଷ ହୋଇଥିଲା କେଉଁଆଡ଼େ ପଳାଇଥିଲେ। ଦୀର୍ଘ ବର୍ଷ ଧରି ପୁଅ ନ ଫେରିବାରୁ ପରିବାର ଓ ସମ୍ପର୍କୀୟମାନେ ମୃତ୍ୟୁ ଘଟିଥିବା ଭାବି ଗତ ବର୍ଷ ଶୁଦ୍ଧିକ୍ରିୟା କରିଥିଲେ। ମାତ୍ର ହଜିଯାଇଥିବା ନାବାଳକ ପୁଅ…

ଲେଉଟିଲା ଓଲିଉଡ୍‌ କଳି: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ/ଭୁବନେଶ୍ୱର, ୧୩ା୧୧(କାର୍ତ୍ତିକ ସାହୁ/ସତ୍ୟଜିତ୍‌ ରାଉତ):ଓଲିଉଡ୍‌ କଳି ପୁଣି ତୀବ୍ର ହୋଇଛି। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ମଙ୍ଗଳବାର ଓଡ଼ିଶା ଫିଲ୍ମ ଆଣ୍ଡ୍‌ ଟିଭି ନିର୍ଦ୍ଦେଶକ ସଂଘ କଟକ ସାଇବର ଥାନାରେ ଏତଲା ଦେଇଥିବାବେଳେ ଏପଟେ ଚଳଚ୍ଚିତ୍ର ପ୍ରଯୋଜକ ଶ୍ରୀଧର ମାର୍ଥା ସାମ୍ନାକୁ…

ଶପଥ ନେବା ପୂର୍ବରୁ କ୍ୟାବିନେଟ୍‌ ପ୍ରସ୍ତୁତ କଲେଣି ଡୋନାଲ୍ଡ ଟ୍ରମ୍ପ, ଏଲନ ମସ୍କଙ୍କୁ ଦେଲେ ବଡ଼ ଦାୟିତ୍ୱ

ଓ୍ବାଶିଂଟନ୍‌,୧୩।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଡୋନାଲ୍ଡ ଟ୍ରମ୍ପ ୨୦୨୫ ଜାନୁଆରୀ ୨୦ରେ ପୁନର୍ବାର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ତାଙ୍କ ସରକାରକୁ ପ୍ରଭାବଶାଳୀ ଏବଂ ଦକ୍ଷ କରିବା ପାଇଁ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଆରମ୍ଭ କରିଦେଇଛନ୍ତି।…

ଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟା

ଦାରିଙ୍ଗବାଡି,୧୩।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ଏକମାତ୍ର ଖେଳ ପଡିଆ ଏବେ ପାଲଟିଛି ମଦ୍ୟପଙ୍କ ଆଡ୍ଡାସ୍ଥଳୀ। ଦୈନିକ ଉକ୍ତ ପଡିଆରେ କୁଢ଼କୁଢ଼ ଖାଲି ବୋତଲ, ପ୍ଲାଷ୍ଟିକ ଦେଖି ଖେଳ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡି ରେ ୧୦…

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ ଅନ୍ତଃ ଭାଗର ପ୍ରତିକୃତିି (ଏକ୍ସଟେରିଅର ଆଣ୍ଡ ଇଣ୍ଟେରିଅର ସ୍କେଚ୍‌)କୁ ଆନୁଷ୍ଠାନିକ ଭାବେ ଅନାବରଣ କରାଯାଇଛି।…

ଓ୍ବାୟନାଡ୍‌ ଲୋକ ସଭା, ୩୧ ବିଧାନସଭା ଆସନରେ ଚାଲିଛି ଭୋଟଗ୍ରହଣ

ନୂଆଦିଲ୍ଲୀ,୧୩ା୧୧:କେରଳର ଓ୍ବାୟନାଡ୍‌ ଲୋକ ସଭା ଆସନ ସମେତ ୧୦ ରାଜ୍ୟର ୩୧ ବିଧାନସଭା ଆସନରେ ବୁଧବାର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଓ୍ବାୟନାଡ୍‌ ଆସନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରାର୍ଥୀ ହେବା ସହ ପ୍ରଥମ ଥର…

କମ୍‌ଭିଭା ସହ ଏଡବ୍ଲ୍ୟୁଏସ୍‌ର ବୁଝାମଣା

ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍‌ଭିଭା ଏବଂ ଆମାଜନ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ କମ୍‌ଭିଭାର ସିଇଓ ରାଜେଶ ଚାନ୍ଦିରାମନି କହିଛନ୍ତି, କ୍ଲାଉଡ୍‌ ସମାଧାନଗୁଡିକ ଟେଲିକମ୍‌ ଅପରେଟରଙ୍କୁ ନୂଆ ରଣନୀତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri