ବାତ୍ୟାର ୧୯ ଦିନ ବିତିଲା, ରାସ୍ତା ଉପରୁ ହଟୁନି ଗଛ
ଔପଦା, ୧୩।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମ ତୁଟାସାହି ମୁଖ୍ୟରାସ୍ତା ଉପରେ ବାତ୍ୟାରେ ଏକ ବିରାଟ ତେନ୍ତୁଳି ଗଛ ଉପୁଡ଼ି ପଡିଥିଲା। ବାତ୍ୟା ଯିବାର ୧୯ ଦିନ ବିତିଯାଇଥିଲେ ମଧ୍ୟ ଗଛ ହଟାଯାଉ ନ…
ରୋହିତ, କୋହଲି ନା ଧୋନୀ? ଆଇପିଏଲ ୨୦୨୫ରେ କେଉଁ ଦଳକୁ ଯିବେ ରାହୁଲ, କଲେ ଖୁଲାସା
ନୂଆଦିଲ୍ଲୀ,୧୩।୧୧: ଟିମ ଇଣ୍ଡିଆର ଉଇକେଟ୍ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଗତ କିଛି ଦିନ ହେବ ଖବରରେ ଅଛନ୍ତି। ବାସ୍ତବରେ, କେ.ଏଲ ରାହୁଲ ଲକ୍ଷ୍ନୌ ସୁପର ଜିଆଣ୍ଟସ ସହିତ ରାସ୍ତା ଅଲଗା କରିଛନ୍ତି । ଏହା କୁହାଯାଉଥିଲା ଯେ ରାହୁଲ ଲକ୍ଷ୍ନୌ…
ଶୁଦ୍ଧିକ୍ରିୟା ସରିଥିଲା, ୧୫ ବର୍ଷ ପରେ ଫେରିଲେ ପୁଅ
ପାଟଣା,୧୩।୧୧(ବୀର କିଶୋର ଦାଶ): ପୁଅକୁ ଯେତେବେଳେ ୧୪ ବର୍ଷ ହୋଇଥିଲା କେଉଁଆଡ଼େ ପଳାଇଥିଲେ। ଦୀର୍ଘ ବର୍ଷ ଧରି ପୁଅ ନ ଫେରିବାରୁ ପରିବାର ଓ ସମ୍ପର୍କୀୟମାନେ ମୃତ୍ୟୁ ଘଟିଥିବା ଭାବି ଗତ ବର୍ଷ ଶୁଦ୍ଧିକ୍ରିୟା କରିଥିଲେ। ମାତ୍ର ହଜିଯାଇଥିବା ନାବାଳକ ପୁଅ…
ଲେଉଟିଲା ଓଲିଉଡ୍ କଳି: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
କଟକ/ଭୁବନେଶ୍ୱର, ୧୩ା୧୧(କାର୍ତ୍ତିକ ସାହୁ/ସତ୍ୟଜିତ୍ ରାଉତ):ଓଲିଉଡ୍ କଳି ପୁଣି ତୀବ୍ର ହୋଇଛି। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ମଙ୍ଗଳବାର ଓଡ଼ିଶା ଫିଲ୍ମ ଆଣ୍ଡ୍ ଟିଭି ନିର୍ଦ୍ଦେଶକ ସଂଘ କଟକ ସାଇବର ଥାନାରେ ଏତଲା ଦେଇଥିବାବେଳେ ଏପଟେ ଚଳଚ୍ଚିତ୍ର ପ୍ରଯୋଜକ ଶ୍ରୀଧର ମାର୍ଥା ସାମ୍ନାକୁ…
ଶପଥ ନେବା ପୂର୍ବରୁ କ୍ୟାବିନେଟ୍ ପ୍ରସ୍ତୁତ କଲେଣି ଡୋନାଲ୍ଡ ଟ୍ରମ୍ପ, ଏଲନ ମସ୍କଙ୍କୁ ଦେଲେ ବଡ଼ ଦାୟିତ୍ୱ
ଓ୍ବାଶିଂଟନ୍,୧୩।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଡୋନାଲ୍ଡ ଟ୍ରମ୍ପ ୨୦୨୫ ଜାନୁଆରୀ ୨୦ରେ ପୁନର୍ବାର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ତାଙ୍କ ସରକାରକୁ ପ୍ରଭାବଶାଳୀ ଏବଂ ଦକ୍ଷ କରିବା ପାଇଁ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଆରମ୍ଭ କରିଦେଇଛନ୍ତି।…
ଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟା
ଦାରିଙ୍ଗବାଡି,୧୩।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ଏକମାତ୍ର ଖେଳ ପଡିଆ ଏବେ ପାଲଟିଛି ମଦ୍ୟପଙ୍କ ଆଡ୍ଡାସ୍ଥଳୀ। ଦୈନିକ ଉକ୍ତ ପଡିଆରେ କୁଢ଼କୁଢ଼ ଖାଲି ବୋତଲ, ପ୍ଲାଷ୍ଟିକ ଦେଖି ଖେଳ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡି ରେ ୧୦…
ହୋଣ୍ଡା ଆମେଜ୍ର ପ୍ରତିକୃତି ଅନାବରଣ
ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ ଅନ୍ତଃ ଭାଗର ପ୍ରତିକୃତିି (ଏକ୍ସଟେରିଅର ଆଣ୍ଡ ଇଣ୍ଟେରିଅର ସ୍କେଚ୍)କୁ ଆନୁଷ୍ଠାନିକ ଭାବେ ଅନାବରଣ କରାଯାଇଛି।…
ଓ୍ବାୟନାଡ୍ ଲୋକ ସଭା, ୩୧ ବିଧାନସଭା ଆସନରେ ଚାଲିଛି ଭୋଟଗ୍ରହଣ
ନୂଆଦିଲ୍ଲୀ,୧୩ା୧୧:କେରଳର ଓ୍ବାୟନାଡ୍ ଲୋକ ସଭା ଆସନ ସମେତ ୧୦ ରାଜ୍ୟର ୩୧ ବିଧାନସଭା ଆସନରେ ବୁଧବାର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଓ୍ବାୟନାଡ୍ ଆସନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରାର୍ଥୀ ହେବା ସହ ପ୍ରଥମ ଥର…
କମ୍ଭିଭା ସହ ଏଡବ୍ଲ୍ୟୁଏସ୍ର ବୁଝାମଣା
ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍ଭିଭା ଏବଂ ଆମାଜନ ୱେବ୍ ସର୍ଭିସେସ୍ (ଏଡବ୍ଲ୍ୟୁଏସ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ କମ୍ଭିଭାର ସିଇଓ ରାଜେଶ ଚାନ୍ଦିରାମନି କହିଛନ୍ତି, କ୍ଲାଉଡ୍ ସମାଧାନଗୁଡିକ ଟେଲିକମ୍ ଅପରେଟରଙ୍କୁ ନୂଆ ରଣନୀତି…
ନିବେଶକ ହରାଇଲେ ୬ ଲକ୍ଷ କୋଟି
ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର କାରବାର ଶେଷ ସୁଦ୍ଧା ନିବେଶକ ବଡ଼ ଧରଣର କ୍ଷତି ସହିଛନ୍ତି। ଏପରିକି ନିବେଶକ ଦିନକରେ…
ବିଜେଡି ଛାଡ଼ି ଭାଜପାରେ ୨୦ ପରିବାର
ତିହିଡ଼ି,୧୩ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଈଶ୍ୱରପୁର ଗ୍ରାମର ୨୦ ପରିବାର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ଦଳର ନୀତି, ଆଦର୍ଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉପରେ ଆସ୍ଥା ପ୍ରକଟକରି ସେମାନେ…
ନିଉଟନ୍ଙ୍କ କଣିକା ଓ ଆଲୋକର ରୂପ
ସକାଳ ପାହିଲେ ସୁନେଲି କିରଣ ବିଛେଇ ହୋଇପଡ଼େ। ସୁନା କାନଫୁଲ ରଙ୍ଗର ଏଇ ଆଲୋକ ଗଛ, ପଶୁପକ୍ଷୀ, ପାହାଡ଼ର ଛାଇ ସୃଷ୍ଟିକରେ। ସେ ସୁନା ରଙ୍ଗର ହେଉ କି ରୁପା ରଙ୍ଗର ଆଲୋକ, ଯେତେବେଳେ ସାଧାରଣ ମାଧ୍ୟମ ଦେଇ ଗତିକରେ, ଆମେ…
Archives


