Home Left

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ

ରାଞ୍ଚି,୧୩।୧୧: ଝାଡ଼ଖଣ୍ଡରେ ୪୩ ଆସନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ। କଡ଼ା ସୁରକ୍ଷା ମଧ୍ୟରେ ଭୋଟିଂ ଆରମ୍ଭ ହୋଇଯାଇଛି। ମତଦାନ ପ୍ରକ୍ରିୟା ସନ୍ଧ୍ୟା ୫ ଯାଏ ଚାଲିବ। ମଇଦାନରେ ୭୩ ମହିଳାଙ୍କ ସମେତ ମୋଟ ୬୮୩ ପ୍ରାର୍ଥୀ ଅଛନ୍ତି। ଜେଏମଏମ…

ଜାମିନରେ ଆସିଥିଲେ, ହେଲେ କାଶୀପୁର ବ୍ଲକ ଜେଇଙ୍କୁ ପୁଣି ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର କନିଷ୍ଠଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ଆୟ ବହିର୍ଭୂତ ମାମଲା ରୁଜୁ କରାଯିବା ସହ ତାଙ୍କୁ ପୁଣି ଥରେ ଗିରଫକରି ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ…

୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ଘଟଣାରେ ରିପୋର୍ଟ ତଲବ କଲା ଏନ୍‌ଜିଟି

ମାଲକାନଗିରି, ୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମୋଟୁ ତହସିଲ ଅଧୀନରେ ୧୦୦ ଏକର ଜଙ୍ଗଲ ଜମିକୁ ବେଆଇନ କବ୍‌ଜାକରି ଇସ୍‌ଲାମ୍‌ନଗର ନିର୍ମାଣ ଘଟଣାରେ ଏନ୍‌ଜିଟି ହସ୍ତକ୍ଷେପ ସହ ରିପୋର୍ଟ ତଲବ କରିଛି। ପିସିସିଏଫ୍‌ ଓ ମାଲକାନଗିରି ଜିଲାପାଳଙ୍କୁ ଏନ୍‌ଜିଟି ପକ୍ଷରୁ ସୋମବାର…

ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା Song Jae Rim

ସିଓଲ: କୋରିଆନ୍‌ ଡ୍ରାମା ପ୍ରଶଂସକଙ୍କ ଲାଗି ଦୁଃଖଦ ଖବର। ୩୯ ବର୍ଷ ବୟସରେ ଦକ୍ଷିଣ କୋରିଆର ଜଣାଶୁଣା ଅଭିନେତା ସଙ୍ଗ ଜେ ରିମଙ୍କ ମୃତ୍ୟୁ ଘଟିଛି। ୨୦୧୨ରେ ଆସିଥିବା ଡ୍ରାମା ‘ଦ ମୁନ୍‌ ଏମ୍ବରେସିଙ୍ଗ ଦ ସନ’ରେ ସେ ନଜର ଆସିଥିଲେ।…

କଣ୍ଟେନର ଚାପାରେ ଚାଲିଗଲା ମା-ପୁଅଙ୍କ ଜୀବନ

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। କଣ୍ଟେନର ଚାପାରେ ଉଭୟ ମା ଓ ପୁଅଙ୍କ ମୃତ୍ୟୁ ହୋଇଛି। ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାଗୁଡା ଛକ…

ଋଷିଆ ଖୋଲିବ ଯୌନ ମନ୍ତ୍ରଣାନଳୟ, ସ୍ବାମୀ-ସ୍ତ୍ରୀଙ୍କ ଘରେ ରାତିରେ ଜଳିବନି ଲାଇଟ୍‌, ଅଫିସ୍‌ ବ୍ରେକ୍‌ରେ ରଖିପାରିବେ ଶାରୀରିକ ସମ୍ପର୍କ

ମସ୍କୋ,୧୨।୧୧: ଟେନସନରେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ୟୁକ୍ରେନ ବିରୋଧରେ ଯୁଦ୍ଧ ଆରମ୍ଭ ହେଲା ଦିନରୁ ଦ୍ରୁତ ଗତିରେ କମିବାରେ ଲାଗିଛି ଦେଶର ଜନସଂଖ୍ୟା । ଯାହା ପୁଟିନ୍‌ଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। କାମ କରିବାକୁ ଲୋକେ ନାହାନ୍ତି ଏପଟେ…

ଚାମ୍ପିଅନ୍ସ ଟ୍ରଫି ଖେଳିବ ନାହିଁ ପାକିସ୍ତାନ! ପିସିବିକୁ ନେଇ ଆସିଲା ବଡ଼ ଖବର…

ନୂଆଦିଲ୍ଲୀ,୧୨।୧୧: ଆଇସିସି ଚାମ୍ପିୟନ୍ସ ଟ୍ରଫିକୁ ନେଇ ବଡ଼ ନିଷ୍ପତ୍ତି ନେଇପାରେ ପାକିସ୍ତାନ। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଆଇସିସିକୁ ଚିଠି ଲେଖି ସିଧାସିଧା ଧମକ ଦେଇଛି। କାହିଁକି ଭାରତୀୟ ଟିମ୍‌ ପାକିସ୍ତାନ ଆସିବାକୁ ଚାହୁଁନାହାନ୍ତି ବୋଲି ବୋର୍ଡ ଆଇସିସିକୁ ପଚାରିଛି। ଯଦି ଟୁର୍ନାମେଣ୍ଟର…

ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ, ଏସଓପି ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୨।୧୧: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର ସେନେଇ ରାଜ୍ୟ ସରକାର ସୱତନ୍ତ୍ର ଏସଓପି ଆଣିଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପଟେ ୩୧ ମାର୍ଚ୍ଚ ସୁଦ୍ଧା…

ପଛରେ ପଡ଼ିଲେ କୋହଲି, ଟପିଗଲେ ମୋଦି

ନୂଆଦିଲ୍ଲୀ,୧୨।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକପ୍ରିୟତା ମାମଲାରେ ଅନ୍ତର୍ଜାତୀୟସ୍ତରରେ ଉଭୟଙ୍କ ଦବ୍‌ଦବା ବାରି ହୋଇଯାଏ। ଏମିତିରେ ଏସିଆ ମହାଦେଶରେ ସବୁଠାରୁ ଅଧିକ ସର୍ଚ୍ଚ କରିଥିବା ବ୍ୟକ୍ତିତ୍ୱଙ୍କ ତାଲିକାରେ ମୋଦି କୋହଲିଙ୍କଠାରୁ ଆଗକୁ ଯାଇଛନ୍ତି।…

ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲା: ଭାସ୍କର ରାଓଙ୍କ ସହ ୬ ଜଣଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ ଜାରି

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଏସ୍‌ଡିଜେଏମ୍‌ ବର୍ଷା ଦାଶ ମଙ୍ଗଳବାର ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାର ଶୁଣାଣି କରି ବିଜେଡି ନେତା ଏନ୍‌.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଜାମିନ ବିହିନ ଗିରଫ ପରୱାନା ଜାରି କରିଛନ୍ତି।…

ସବୁ ମାସର ଦ୍ୱିତୀୟ ଶନିବାର ଛୁଟି ରହିବ ସ୍କୁଲ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୨।୧୧: ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଖୁସି ଖବର । ଏଣିକି ପ୍ରତ୍ୟେକ ମାସର ଦ୍ୱିତୀୟ ଶନିବାର ଛୁଟି ରହିବ ସ୍କୁଲ। ରାଜ୍ୟ ସରକାର ଏନେଇ ବଡ଼ ଘୋଷଣା କରିଛନ୍ତି। ଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି ଯେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri