Home Left

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ।…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ ଅଧିକାରୀମାନଙ୍କୁ ଅନୁମତି ଦେଇଛି। CJP କହିଛନ୍ତି ଯେ ଏହି ଆଦେଶ ସରକାରଙ୍କ ସହିତ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି । ଅନେକ ଘରକୁ ମଇଲା ଆବର୍ଜନା ସହିତ ବର୍ଷାଜଳ ପଶିଛି। ଚକରକେନ୍ଦ ପଞ୍ଚାୟତର ବିଭିନ୍ନ…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ରିଙ୍ଗ ରୋଡରେ ବଡ଼ ଧରଣର ଘାଇ ସୃଷ୍ଟି…

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି ଗ୍ରାମରେ ଥିବା ପ୍ରସିଦ୍ଧ କାଳୀ ମନ୍ଦିରରୁ ମା’ଙ୍କ ଆଭୂଷଣ ରୂପେ ଥିବା ୪୦୦…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଅଭିଯୁକ୍ତ ରିଆମାଳ ଥାନା ଅନ୍ତର୍ଗତ ଜାମୁନାଳି ଗ୍ରାମର ଗଣେଶ୍ୱର…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ କୃଷି ବିଭାଗ ମଧ୍ୟ ତପତ୍ର…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବା ସହ ଜନଗଣନା ପରେ ପୌର ଓ ପଞ୍ଚାୟତ ନିର୍ବାଚନ ହେବ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି। ଧର୍ମେନ୍ଦ୍ର ବିମାନବନ୍ଦର ବାହାରକୁ ଆସିବା ବେଳକୁ ତାଙ୍କ…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ ଜ୍ୟୋତିର୍ମୟୀଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇବା…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା ଓ ଝିଟିପିଟି ବାହାରି ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ମଙ୍ଗଳବାର ବିଦ୍ୟାଳୟରେ ପ୍ରଥମରୁ…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ ସୃଷ୍ଟି ହୋଇଛି। ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲଙ୍କ ସୂଚନା ଅନୁଯାୟୀ ବିଘ୍ନରାଜ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?