‘ଅନୁପ୍ରବେଶକାରୀଙ୍କ ପାଇଁ ଲକ୍ଷ୍ମଣରେଖା ଟାଣି ଭାରତର ବିକାଶ କରିବା ଲକ୍ଷ୍ୟ’
ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ବିଶ୍ୱ ହିନ୍ଦୁ ପରିଷଦ ଗଞ୍ଜାମ, କନ୍ଧମାଳ, ଗଜପତି ଜିଲା ଶାଖାର କର୍ମକର୍ତ୍ତାମାନଙ୍କ ଏକ ବୈଠକ ବୁଧବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶତାଧିକ କର୍ମକର୍ତ୍ତା ଯୋଗଦେଇ ନିଜର ମତ ରଖିଥିଲେ। ଏହି…
ରହସ୍ୟଜନକ ଭାବେ ସ୍ବାମୀ ନିଖୋଜ, ଦିଗପହଣ୍ଡି ଥାନାରେ ଏତଲା ଦେଲେ ସ୍ତ୍ରୀ
ଦିଗପହଣ୍ଡି,୧୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଶିଶିର କୁମାର ସେଠୀଙ୍କ ରହସ୍ୟଜନକ ନିଖୋଜ ନେଇ ତାଙ୍କ ସ୍ତ୍ରୀ ଜ୍ୟୋତିରାଣୀ ସେଠୀ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ଏକ…
କାଲିଠାରୁ କଳା ବ୍ୟାଜ୍ ପରିଧାନ ସହ ୨୭ରୁ କାର୍ଯ୍ୟ ବନ୍ଦ ଡାକରା ଦେଲେ ଆୟୁଷ ଡାକ୍ତର
ନିରାକାରପୁର, ୧୯।୩ (ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତମାସ ଗତ ୧୦ତାରିଖରୁ ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସେମାନଙ୍କ ନ୍ୟାର୍ଯ୍ୟଦାବି ନିମନ୍ତେ ବିଧାନସଭା ସମ୍ମୁଖରେ ଧାରଣାରେ ବସିଛନ୍ତି । ଅନୁରୂପଭାବେ ଜିଲାର ପିଏଚସି ଓ ସିଏଚସିରେ କାର୍ଯ୍ୟରତ ଆୟୁଷ ଡାକ୍ତରମାନେ ସେମାନଙ୍କର…
ବିନା ଟିକେଟ୍ରେ ଯାତ୍ରା କରୁଥିଲେ ୫୯ ଜଣ, ଧରା ପଡ଼ିବା ପରେ ୧୭୨୨୫ ଟଙ୍କା ହେଲା ଆଦାୟ
ନିରାକାରପୁର,୧୯ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ବିନା ଟିକେଟ୍ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ବୁଧବାର ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ…
ଟିମ୍ ଇଣ୍ଡିଆ ଖେଳାଳିଙ୍କୁ ବଡ଼ ଝଟ୍କା ଦେଲା BCCI
ନୂଆଦିଲ୍ଲୀ,୧୯।୩: ନିକଟ ଅତୀତରେ ବିସିସିଆଇର ନୂତନ ଯାତ୍ରା ନୀତିକୁ ବହୁତ ସମାଲୋଚନା କରି ଅନେକ କିଛି କହିଥିଲେ। ଯାହା ପରେ ବିସିସିଆଇ ଏହାର ନୀତି ପରିବର୍ତ୍ତନ କରିପାରେ ବୋଲି ରିପୋର୍ଟ ଆସିଥିଲା, କିନ୍ତୁ ଏବେ ଏ ସମ୍ପର୍କରେ ଏକ ବଡ଼ ଖବର…
ଆଉଟ୍ ସୋର୍ସିଂ ଉଚ୍ଛେଦ, ସ୍ଥାୟୀ ନିଯୁକ୍ତି ଦାବି
ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଓଡ଼ିଶା ସରକାରୀ ଆଉଟ୍ ସୋର୍ସିଂ କର୍ମଚାରୀ ମହାସଂଘର ଆହ୍ବାନ କ୍ରମେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ କାର୍ଯ୍ୟରତ ଥିବା ଆଉଟ ସୋର୍ସିଂ କର୍ମଚାରୀମାନେ ବିଭିନ୍ନ ଦାବି ନେଇ ବୁଧବାର ମୁଜାଗଡ଼ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ କଳା ବ୍ୟାଜ୍ ପିନ୍ଧି…
ବିଡିଓଙ୍କୁ ଭେଟିଲେ ଭାଜପା କର୍ମକର୍ତ୍ତା
ରାଇକିଆ,୧୯ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଭାଜପା ମଣ୍ଡାସର ମଣ୍ଡଳ ତରଫରୁ କର୍ମକର୍ତ୍ତାମାନେ ରାଇକିଆ ନୂତନ ବିଡିଓ ସବ୍ୟସାଚୀ ସାହୁଙ୍କୁ ଭେଟି ସାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏମ୍ପି ପ୍ରତିନିଧି ସନ୍ତୋଷ ଲେଙ୍କାଙ୍କ ନେତୃତ୍ୱରେ ମଣ୍ଡାସର ଅଞ୍ଚଳରେ ଯେପରି ବିକାଶ ମୂଳକ କାର୍ଯ୍ୟ…
ଘଡ଼ଘଡ଼ି ସହ ଛେଚିଲା ବର୍ଷା: ତାତିରୁ ମିଳିଲା ତ୍ରାହି
କୋରାପୁଟ,୧୯ା୩(ଅମିତାଭ ବେହେରା): ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ବୁଧବାର ଅପରାହ୍ନରେ କୋରାପୁଟ ଜିଲାର ସଦରମହକୁମା ସହ ସୁନାବେଡ଼ା, ସେମିଳିଗୁଡ଼ା, ଦାମନଯୋଡ଼ି ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। କିଛି ଦିନ ହେବ ପ୍ରଚଣ୍ଡ ରୌଦ୍ରତାପରେ ସିଝୁଥିଲେ କୋରାପୁଟବାସୀ। ପାଣିପାଗ ବିଭାଗ…
ଆକ୍ରମଣ-ଜାତିଆଣ ଆକ୍ଷେପ ମାମଲା: ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ଗ୍ରାମର ଶୁକଦେବ ରେଡ୍ଡୀ ଏବଂ ଦୟା ରେଡ୍ଡୀଙ୍କୁ ଚିକିଟି ଏସ୍ଡିପିଓ ବିଶ୍ୱାମିତ୍ର ହରପାଲ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେ.ନୂଆଗାଁ ଥାନା ମାମଲା ନଂ.୯୩/୨୫ ଅନୁଯାୟୀ ଜାମିନ ଆବେଦନ…
ପରିବାର ନୀତିରେ ହେବ ନାହିଁ କୌଣସି ପରିବର୍ତ୍ତନ: ବିରାଟ କୋହଲିଙ୍କ ଅଭିଯୋଗ ଉପରେ BCCI’ର ପ୍ରତିକ୍ରିୟା
ମୁମ୍ବାଇ,୧୯।୩: ବିଦେଶ ଗସ୍ତ ସମୟରେ ଭାରତୀୟ ଖେଳାଳୀମାନଙ୍କ ପାଇଁ ପ୍ରଣୟନ ହୋଇଥିବା ନୂତନ ନିୟମରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି କହିଛନ୍ତି ବୁଧବାର କହିଛନ୍ତି ବିସିସିଆଇ ସଚିବ ଦେବଜୀତ ସଇକିଆ। ଜାରି ହୋଇଥିବା ନିୟମକୁ ନେଇ ବିରାଟ କୋହଲି ଅସନ୍ତୋଷ…
୧୭ ବର୍ଷ ପରେ ଅବସର ଘୋଷଣା କରି ଚମକାଇଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୧୯।୩: କ୍ରିକେଟ ଜଗତରେ ଇଂଲଣ୍ଡ କ୍ରିକେଟର ଜୋଶ କବ ଏକ ଜଣାଶୁଣା ନାମ, ଯିଏ ୧୭ ବର୍ଷ ଧରି ଘରୋଇ କ୍ରିକେଟରେ ନିଜର ଚମତ୍କାର ପ୍ରଦର୍ଶନ କରି ଦର୍ଶକଙ୍କ ହୃଦୟ ଜିତିଥିଲେ। ଏବେ ସେ ତାଙ୍କ ବୃତ୍ତିଗତ କ୍ରିକେଟ କ୍ୟାରିୟରକୁ ବିଦାୟ…
କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ଅବସର ବୟସ ୬୦ ବର୍ଷରୁ ଅଧିକ ହେବ କି? ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୧୯।୩: କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ବୁଧବାର କହିଛନ୍ତି ଯେ ସରକାର କର୍ମଚାରୀଙ୍କ ଅବସର ବୟସ ପରିବର୍ତ୍ତନ ପାଇଁ କୌଣସି ପ୍ରସ୍ତାବ ଉପରେ ବିଚାର କରୁନାହାନ୍ତି। ଲୋକ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସେ ଏହି ସୂଚନା ଦେଇଛନ୍ତି।…

