ଚାଇନା ଯାଇପାରନ୍ତି ମୋଦି, ଦିଲ୍ଲୀରେ ବେଜିଂ ଅଧିକାରୀ ଆକ୍ଟିଭ!
ନୂଆଦିଲ୍ଲୀ/ବେଜିଂ,୧୨।୧୧: ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କକୁ ସୁଦୃଢ କରିବା ପାଇଁ ଉଭୟ ଦେଶ ନିରନ୍ତର ଉଦ୍ୟମ କରୁଛନ୍ତି। ଗତ ମାସରେ ରୁଷିଆର କାଜାନ ସହରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା।…
ବେଦାନ୍ତ ଲାଞ୍ଜିଗଡ଼ ଜୋନାଲ ସ୍ପୋଟର୍ସ ମିଟ୍
ଭୁବନେଶ୍ୱର, ୧୨ା୧୧ (ବିଜୟ ରଣା): ବେଦାନ୍ତ ଆଲୁମିନିୟମ ଲିମିଟେଡ୍ ଲାଞ୍ଜିଗଡ଼ ଆନୁକୂଲ୍ୟରେ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ପରିସରରେ ଜୋନାଲ ସ୍ପୋଟର୍ସ ମିଟ୍ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୮ଟି ଜିଲାର ୧୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବେଦାନ୍ତ ଆଲୁମିନା ବିଜ୍ନେସ୍ର…
ନବୀନ ରାମଗୁଲାମ ହେବେ ମରିସସର ନୂଆ ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ କ’ଣ କହିଲେ
ନୂଆଦିଲ୍ଲୀ/ପୋର୍ଟ ଲାଉସି,୧୨।୧୧: ସଂସଦୀୟ ନିର୍ବାଚନରେ ମରିସସ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜଗନ୍ନାଥ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ସହଯୋଗୀ ପରାଜୟ ଆଡକୁ ଯାଉଛନ୍ତି। ସେ ୨୦୧୭ଠାରୁ ଦେଶର ପ୍ରଧାନମନ୍ତ୍ରୀ ଥିଲେ। ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସେ…
ବିଜେଡି କର୍ମୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଗୁରୁତର
ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଚଣ୍ଡିବସ୍ତ ଗାଁରେ ସୋମବାର ରାତିରେ କେତେଜଣ ବିଜେଡି କର୍ମୀଙ୍କ ମିଳିତ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଆହତ ହୋଇଛନ୍ତି। ସେମାନେ ହେଲେ ବୁଦ୍ଧିଆ ପଲେଇ(୫୨), ମା’ ସୁଶିଳା ପଲେଇ(୭୪), ପୁଅ ମନ…
ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପାଇଁ ଦରଖାସ୍ତ
କାମାକ୍ଷାନଗର,୧୧ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ୧୬ ଜଣ ସରପଞ୍ଚ ଓ ସମିତି ସଭ୍ୟଙ୍କ ଦସ୍ତଖତ ଥିବା ଦରଖାସ୍ତ ସୋମବାର କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ…
ଏଇ ଭାରତରେ
ତାମିଲନାଡୁର ତିରୁଚିରାପଲ୍ଲୀର ଦୁଇ ଭଉଣୀ ପ୍ରିୟା ଓ ଅକିଲା ଗୁଣସେକର ମାଣ୍ଡିଆ, ବାଜରା ଆଦି ଚାଷ କରି ଲୋକଙ୍କ ଧ୍ୟାନ ଆକର୍ଷିତ କରିଛନ୍ତି। ସେ ବ୍ୟବସାୟରେ ସଫଳତା ହାସଲ କରିବା ପରେ ଏବେ ୫୦୦ କୃଷକଙ୍କଠାରୁ ମିଲେଟ୍ କିଣୁଛନ୍ତି ଓ ତାଙ୍କ…
ଏକ ରାଜ୍ୟ ଏକ ଗ୍ରାମ୍ୟ ବ୍ୟାଙ୍କ
ଆଗକୁ ଆମ ଦେଶର ଗ୍ରାମୀଣ ବ୍ୟାଙ୍କଗୁଡିକ ନିମନ୍ତେ ଏକ ସୁଖଦ ସମୟ ଆସୁଛି, କାରଣ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଏକ ରାଜ୍ୟ- ଏକ ଗ୍ରାମ୍ୟ ବ୍ୟାଙ୍କର ନୀତି ପ୍ରଣୟନ କରି ଗ୍ରାମୀଣ ବ୍ୟାଙ୍କଗୁଡିକରେ ଏକ ବୈପ୍ଳବିକ ରୂପାନ୍ତରଣ ଆଣିବାକୁ ଯାଉଛନ୍ତି।…
ନିର୍ବାଚନୀ ‘ଭେଟି’ର ବୋଝ
୨୦୨୩ ମସିହାରେ ପାଞ୍ଚ ଗ୍ୟାରେଣ୍ଟି ବା ପ୍ରତିଶ୍ରୁତି ଦେଇ କର୍ନାଟକରେ କଂଗ୍ରେସ କ୍ଷମତାସୀନ ହେଲା। ଏହା ଥିଲା ଦଳର ନିର୍ବାଚନୀ ଇସ୍ତାହାରର ଅଂଶବିଶେଷ। ରାଜ୍ୟବାସୀ ଏହି ପ୍ରତିଶ୍ରୁତିକୁ ବିଶ୍ୱାସ କରି ଭୋଟ ଦେଇଥିଲେ ଏବଂ କଂଗ୍ରେସ କ୍ଷମତାକୁ ଆସିପାରିଲା। ଏହି ୫…
ଝାଡ଼ଖଣ୍ଡ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ : ୬ ମନ୍ତ୍ରୀ, ହେଭିଓ୍ବେଟ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ
ରାଞ୍ଚି,୧୨ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହେବାକୁ ଥିବାବେଳେ ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ରାଲି ଓ ସଭାରେ ଯୋଗଦେଇ ପ୍ରଚାରକୁ ଜୋର୍ଦାର କରିଥିଲେ। ଏହି…
ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସହ ସିକ୍ୟୁରଆଇଜ୍’ର ବୁଝାମଣା
ଭୁବନେଶ୍ୱର,୧୨।୧୧: ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଏବଂ ସିକ୍ୟୁରଆଇଜ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ସୋମବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ଶ୍ରୀ ରବିଶଙ୍କରଙ୍କ ଦ୍ୱାରା ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ସଫଳତାର ସହ…
ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’
ଭୁବନେଶ୍ୱର,୧୨।୧୧: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାରର ଏକ୍ସକ୍ଲୁସିଭ୍ ଷ୍ଟୋର(ମାଲାବାର ଶହୀଦନଗର ଷ୍ଟୋର) ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର…
‘ଅଲ୍ ନ୍ୟୁ ମାରୁତି ଡିଜାୟର’ର ଅନାବରଣ
ନୂଆଦିଲ୍ଲୀ,୧୨।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ (ଏମ୍ଏସ୍ଆଇଏଲ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ମାରୁତି ଡିଜାୟର’ର ଆନୁଷ୍ଠାନିକ ଅନାବରଣ ସୋମବାର ସର୍ବଭାରତୀୟସ୍ତରରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ ନ୍ୟୁ ମାରୁତି ଡିଜାୟରରେ ସମସ୍ତ ପ୍ରକାରର ସୁରକ୍ଷା ବ୍ୟବସ୍ଥା…
Archives


