ସାଂସ୍କୃତିକ ଚାପରେ ବିବାହ ଉତ୍ସବ
ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଗୋଟିଏ ବିବାହ ଭିଡିଓ ଦେଖିଲି। ବର ଓ କନ୍ୟା ଦୁଇଟି ବରଣମାଳା ଧରି ଏକ ସୁଦୃଶ୍ୟ ମଣ୍ଡପରେ ବାଦ୍ୟର ତାଳେ ତାଳେ ନାଚୁଛନ୍ତି ଓ ଶେଷରେ ଉଭୟ ଉଭୟଙ୍କ ବେକରେ ବରଣମାଳା ପକାଉଛନ୍ତି। ଭିଡିଓର…
ମିଛ କହୁଥିଲେ ଶରୀରର ଏହି ଅଂଶ ହୋଇଯାଏ ଗରମ: ରଖନ୍ତୁ ଧ୍ୟାନ
ଦୈନନ୍ଦିନ ଜୀବନରେ ମଣିଷକୁ ଟିକେ ମିଛ କହିବାକୁ ପଡ଼ିଥାଏ। ଯିଏ ଯେତେ ସଚ୍ଚୋଟ ହୁଅନ୍ତୁ ନା କାହିଁକି, ସେମାନେ ନିଶ୍ଚିତ ଭାବରେ ତାଙ୍କ ଜୀବନର କୌଣସି ନା କୌଣସି ମୁହୂର୍ତ୍ତରେ ମିଛ କହିଥିବେ। କିନ୍ତୁ ମିଛ କହିବା ପରେ ଶରୀରର ଏମିତି…
‘ଆଲୋକରେ ଶବ୍ଦନୃତ୍ୟ’ ପୁସ୍ତକ ଲୋକାର୍ପିତ
ବରଗଡ଼,୧୯ା୩(ପ୍ରେମାନନ୍ଦ ଖମାରୀ): ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ସ୍ମୃତି କମିଟି ବରଗଡ଼ ପକ୍ଷରୁ ଗାନ୍ଧୀ ସ୍ମୃତି ପାଠାଗାରରେ ସୋମବାର ଶବ୍ଦନୃତ୍ୟର ପ୍ରଣେତା ଗୁରୁ ଭଗବାନ ସାହୁଙ୍କ ପଟ୍ଟଶିଷ୍ୟ ଶାସ୍ତ୍ରୀୟ ଶବ୍ଦନୃତ୍ୟ ଗୁରୁ ଭାଗବତ ପଧାନ (ଭାଗବତିଆ)ଙ୍କ ଲିଖିତ ପୁସ୍ତକ ‘ଆଲୋକରେ ଶବ୍ଦନୃତ୍ୟ’ର…
ଜୋଲକୋ ଚେକ୍ଡ୍ୟାମରୁ ଜଳସେଚନ ସୁବିଧା ପାଇ ଚାଷୀ ଖୁସି
କେସିଙ୍ଗା,୧୮ା୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜୋଲକୋ ଚେକ୍ଡ୍ୟାମ ମାଧ୍ୟମରେ ଜଳସେଚନ ସୁବିଧା ପାଇଁ ଚାଷୀମାନେ ଖୁସିବ୍ୟକ୍ତ କରିଛନ୍ତି। ସୂଚନା ଅନୁସାରେ ଅଞ୍ଚଳ ଦେଇ ପ୍ରବାହିତ ରେତନଦୀର ଉଭୟ ପାର୍ଶ୍ୱରେ ଥିବା ଚାଷଜମିକୁ ଚାଷୀମାନେ ଉଠା ଜଳସେଚନ ପଏଣ୍ଟ ସାହାଯ୍ୟରେ…
ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା
ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ ଖାରିପଲ୍ଲୀ ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ରକରି ମଙ୍ଗଳବାର ସନ୍ଧ୍ୟାରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି।…
ଶ୍ରମିକଙ୍କ ଠାରୁ କମ୍ ଦରମା ପାଉଛନ୍ତି ପାକିସ୍ତାନୀ ଖେଳାଳି, ଚମକାଇଲା ରିପୋର୍ଟ
ଇସଲାମବାଦ,୧୮।୩: ଯେବେଠୁ ପାକିସ୍ତାନ କ୍ରିକେଟ ବୋର୍ଡ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିଛି, ସେବେଠାରୁ ଏହାର ଅବସ୍ଥା ଖରାପରୁ ଆହୁରି ଖରାପ ହୋଇଯାଇଛି। ଏଥିପାଇଁ ଖେଳାଳିଙ୍କ ଦରମା କାଟିବା ସ୍ଥିତିରେ ଆସି ପହଞ୍ଚିଛି। ନିକଟରେ ପାକିସ୍ତାନର ଘରୋଇ କ୍ରିକେଟ ଖେଳାଳିଙ୍କ ମ୍ୟାଚ ଫି…
କୋହଲିଙ୍କ ଆଗରେ ନଇଁବ BCCI! ନୂଆ ଅପଡେଟ୍କୁ ନେଇ ହଇଚଇ
ନୂଆଦିଲ୍ଲୀ,୧୮।୩: ଯଦିଓ ବିସିସିଆଇ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ, ଏହାକୁ ମଧ୍ୟ ତାର ଖେଳାଳିଙ୍କ ଦାବି ଆଗରେ ମୁଣ୍ଡ ନୁଆଁଇବାକୁ ପଡୁଛି। IPL 2025 ପୂର୍ବରୁ ସମାନ କିଛି ଘଟଣା ଘଟିଛି। ବିରାଟ, ପ୍ରଥମେ ବିସିସିଆଇ ପରିବାର ନିୟମ (Virat…
ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !
ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି ଜୋର୍ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ…
ପାରଳାଖେମୁଣ୍ଡିରେ ମେଡିକାଲ କଲେଜ ଖୋଲିବାକୁ ଦାବି ଜଣାଇଲେ ବିଧାୟକ
ଗଜପତି,୧୮।୩ି(ଗିରିଧାରୀ ପରିଛା): ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲୁ ରହିଥିବା ବେଳେ ପାରଳାଖେମୁଣ୍ଡି ବିଧାୟକ ଇଂ.ରୁପେଶ କୁମାର ପାଣିଗ୍ରାହୀ ପାରଳାଖେମୁଣ୍ଡିଠାରେ ଏକ ମେଡିକାଲ କଲେଜ ଖୋଲିବାକୁ ଦାବି ଜଣାଇଛନ୍ତି। ଏଥିସହ ଗଜପତି ଜିଲାରେ ସ୍ବାସ୍ଥ୍ୟ କର୍ମଚାରୀ ଅଭାବ ସମ୍ପର୍କରେ ପ୍ରଶ୍ନ କରିଥିଲେ। ଏହାର…
ସୁନୀତାଙ୍କୁ ନାସା ପକ୍ଷରୁ ମିଳିବ କେତେ ଟଙ୍କା କ୍ଷତିପୂରଣ, ଅନ୍ୟସବୁ ସୁବିଧା ବିଷୟରେ ବି ଜାଣନ୍ତୁ…
ଓ୍ବାଶିଂଟନ୍,୧୮।୩: ଫେରୁଛନ୍ତି ସୁନୀତା ଓ୍ବିଲିୟମ୍ସ। ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ୮ ଦିନିଆ ମିଶନରେ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ (ଆଇଏସଏସ)କୁ ଯାଇଥିଲେ, କିନ୍ତୁ ବୈଷୟିକ ତ୍ରୁଟି ଯୋଗୁ ସେମାନଙ୍କୁ ସେଠାରେ ପ୍ରାୟ ୯ ମାସ ରହିବାକୁ ପଡିଲା।…
ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି
ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ ): ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର( ୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ…
୨୨ ବୋତଲ ବିଦେଶୀ ମଦ ଜବତ: ଜଣେ ଗିରଫ
ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର)ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଟୁଟୁ ସେଠୀଙ୍କ ନିକଟରୁ ପୋଲିସ ୨୨ ଟି ବିଦେଶୀ ମଦ ବୋତଲ ଜବତ କରିଛନ୍ତି। ବିନା ଲାଇସେନ୍ସରେ ବିଦେଶୀ ମଦ ଚୋରା ଚାଲାଣ କରୁଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯିବା ସହ…

