ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଜି.ଉଦୟଗିରି,୧୧।୧୧(ଶିଶିର ପଟ୍ଟନାୟକ): କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ଜି. ଉଦୟଗିରି ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଭୋର ୪ ଘଣ୍ଟାଠାରୁ ଲମ୍ବା ଲାଇନ ଦେଖିବାକୁ ମିଳିଛି। ପ୍ରଭୁ ଧବଳେଶ୍ବର ଏହି ଅଞ୍ଚଳର ପ୍ରସିଦ୍ଧ ଶୈବ ପୀଠ…
ପୋଲିସର ଚଢ଼ାଉ ପରେ ନାମଫଳକରେ ଢଙ୍କାଗଲା କପଡ଼ା
ଗଞ୍ଜାମ,୧୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍ ଓ ରେସିଡେନ୍ସିଗୁଡ଼ିକରେ କିଛିଦିନ ତଳେ ଚଢ଼ାଉ କରିଥିଲା ଗଞ୍ଜାମ ଥାନା ପୋଲିସ। ଫଳରେ ତ୍ରିବେଣୀ ମଠ ଛକସ୍ଥିତ ରେସିଡେନ୍ସିରେ କପଡ଼ା ଢଙ୍କା ଯାଇଥିବା ଦେଖିବାକୁ ମିଳିଥିବା ବେଳେ କିଛି…
ପୁଅ ବିଜୟ ପାଇଁ କାହାକୁ ଭିକ ମାଗିବି ନାହିଁ: କାହିଁକି ଏମିତି କହିଲେ ରାଜ ଠାକ୍ରେ
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ସମସ୍ତ ଦଳ ସେମାନଙ୍କର ପ୍ରସ୍ତୁତିର ଶେଷ ପର୍ଯ୍ୟାୟରେ ଅଛନ୍ତି। ଏହି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ମୁଖ୍ୟ ରାଜ ଠାକରେଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ନିର୍ବାଚନରେ ତାଙ୍କ ପୁଅ ଅମିତ ଠାକରେଙ୍କ…
ରୋହିତଙ୍କ ଅନୁପସ୍ଥିତିରେ କିଏ ହେବ ଭାରତୀୟ ଦଳର ଅଧିନାୟକ: ଗମ୍ଭୀର ନିଜେ କଲେ ଖୁଲାସା
ନୂଆଦିଲ୍ଲୀ,୧୧।୧୧:ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଅଳ୍ପ ଦିନ ବାକି ଅଛି। ଟିମ ଇଣ୍ଡିଆର ଅନେକ ଖେଳାଳି ମଧ୍ୟ ଏହି ସିରିଜ ପାଇଁ ଅଷ୍ଟ୍ରେଲିଆ ଯାଇଛନ୍ତି। ଏସବୁ ମଧ୍ୟରେ ଗୌତମ ଗମ୍ଭୀର ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସମସ୍ତ ପ୍ରଶ୍ନର ଉତ୍ତର ଦେଇଥିଲେ। ସିରିଜ…
ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା
ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟର ୫୧ତମ ମୁଖ୍ୟ ବିଚାରପତି ଭାବେ ସୋମବାର ଶପଥ ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି। -ନୂଆ…
ସଞ୍ଜୀବ ଖାନ୍ନା କିଏ? ଯିଏ ନେବେ ସିଜେଆଇ ଦାୟିତ୍ୱ
ନୂଆଦିଲ୍ଲୀ,୧୧।୧୧: ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମାରୋହରେ ଜଷ୍ଟିସ ସଞ୍ଜୀବ ଖାନ୍ନା ସୋମବାର ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବରେ ଶପଥ ଗ୍ରହଣ କରିବେ। ଏହି ସମାରୋହ ସକାଳ ୧୦ ଟାରୁ ଆରମ୍ଭ ହେବ।…
ପେଟ୍ରୋଲ ପମ୍ପରେ ଏସବୁ ଜିନିଷ ଫ୍ରିରେ ବ୍ୟବହାର କରିପାରିବେ ଆପଣ, ଦେଖନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୧୧।୧୧: ଦେଶରେ ପ୍ରତିଦିନ କୋଟି କୋଟି ଯାନବାହାନ ଚଳାଚଳ କରୁଥିବା ଦେଖିବାକୁ ମିଳୁଛି। ଏହି ଯାନଗୁଡ଼ିକରେ ଡିଜେଲ, ପେଟ୍ରୋଲ, ସିଏନଜି ଏବଂ ଇଲେକ୍ଟ୍ରିକ ଯାନ ଅନ୍ତର୍ଭୁକ୍ତ। ଏହି ଯାନଗୁଡିକ ମଧ୍ୟରୁ ଅଧିକାଂଶ ଡିଜେଲ ଏବଂ ପେଟ୍ରୋଲ ଇଞ୍ଜିନ ଉପରେ ଆଧାରିତ। ସେଥିପାଇଁ…
ବ୍ୟାଙ୍କ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜଳେଶ୍ୱର,୧୧ା୧୧(ନବୀନ ସାହୁ): ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା…
‘ବିକ୍ରି ହୋଇଥିବା ଜିନିଷ ଫେରସ୍ତ ନିଆଯିବ ନାହିଁ’, ଏମିତି ଲେଖିଲେ ଦୋକାନୀଙ୍କୁ ହୋଇପାରେ ଜେଲ, ଜାଣନ୍ତୁ କ’ଣ କହୁଛି ଆଇନ
ନୂଆଦିଲ୍ଲୀ,୧୧।୧୧: ପ୍ରାୟତଃ ସପିଂ କରିବା ସମୟରେ, ଆପଣ ହୁଏତ ଅନେକ ଦୋକାନରେ ଗୋଟିଏ ଜିନିଷ ପଢିଥିବେ, ଯେଉଁଥିରେ ଲେଖା ଅଛି ଯେ ବିକ୍ରୟ ସାମଗ୍ରୀ ଫେରସ୍ତ ହେବ ନାହିଁ। ସୂଚନାଯୋଗ୍ୟ ଯେ ଦୋକାନୀଙ୍କ ଏହି ନିଷ୍ପତ୍ତି ଗ୍ରାହକଙ୍କ ଅଧିକାରର ଉଲ୍ଲଂଘନ ଅଟେ।…
ବିଜେଡି ସରକାରରେ ଓଡ଼ିଶା ଅପରାଧର ସାମ୍ରାଜ୍ୟ ଥିଲା: ଭାଜପା
କଟକ,୧୧ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି ମୁଖ୍ୟ ସ୍ନେହାଙ୍ଗିନୀ ଛୁରିଆ ଗଣବଳାତ୍କାର ଘଟଣାରେ ଭାଜପାକୁ ଟାର୍ଗେଟ କରିଥିବାରୁ ତାଙ୍କୁ ସିଏମ୍ସି ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ତଥା ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଜବାବ ଦେଇଛନ୍ତି। ସେ…
ବିକାଶର ପ୍ରୟୋଗଶାଳା ଏବେ ଦିଗହରା ଧର୍ମଶାଳା
ଧର୍ମଶାଳା/କାଏମା,୧୧ା୧୧(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନେତୃତ୍ୱରେ ଧର୍ମଶାଳା ବ୍ଲକର ଶାନ୍ତିବାଜରଠାରେ ପୂର୍ବାହ୍ନରେ ଶତାଧିକ ବିଜେଡି କର୍ମୀ ଏକତ୍ରିତ ହୋଇ ବଡ଼ମଙ୍ଗଳପୁର, ବାଲିଗରି, ନରସିଂହପୁର, ଚୋରମୁହାଁ,…
ରାଜ୍ୟରେ ଖୁବ୍ଶୀଘ୍ର ପ୍ରତିଷ୍ଠା ହେବ ୪ଟି ମହିଳା କୋର୍ଟ: ଆଇନ ମନ୍ତ୍ରୀ
ଭୁବନେଶ୍ୱର,୧୧ା୧୧(ସୁନିତ୍ ମିଶ୍ର): ରାଜ୍ୟରେ ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଲାଗି ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟରେ ଖୁବ୍ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ କରିବେ। ରାଜ୍ୟର…
Archives


