Home Left

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଏହି…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଲଗାଣ ବର୍ଷା ଯୋଗୁ ଆସନ୍ତାକାଲି ଯାଜପୁର, କେନ୍ଦୁଝର, ବରଗଡ଼,…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯିବା ପରେ ମନ୍ତ୍ରୀ ସୁରେଶ ପୂଜାରୀ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଚି । ଏଥିରେ ଘରୋଇ ରୋଷେଇ ଘରେ ବ୍ୟବହୃତ ଏଲପିଜି ଗ୍ୟାସ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର କିଛି ଛବି ଉତ୍ତୋଳନ କରିଛି। ସାଟେଲାଇଟ୍‌ରୁ ନିଆଯାଇଥିବା ଏହି ଫଟୋଟି ଭଙ୍ଗିଲ ପଥରରେ…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲାର ୨୧ ବର୍ଷୀୟ ଭାରୋତ୍ତୋଳକ ସ୍ନାଚରେ ୧୪୯…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion Magnet) ତିଆରି କରି ତାହାର ସଫଳ ପରୀକ୍ଷଣ ଶେଷ କରିଛି। ଏହାର ଓଜନ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ,…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ୫୫ରୁ ୬୦ ବର୍ଷ ହେବ ବୋଲି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଶିମିଳିପାଳ ଅଭୟାରଣ୍ୟ ଉପର ମୁଣ୍ଡରେ ଲଗାଣ ପ୍ରବଳ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ ୫ ଫୁଟର ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ପାଲଲହଡ଼ା-ତେଲକୋଇ ରାସ୍ତାରେ ଯାତାୟାତ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ ଟିମ ଇଣ୍ଡିଆର ଖରାପ ପ୍ରଦର୍ଶନ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?