Home Left

ପ୍ରେମ ସରିଲା, ଟାଟୁ ଲିଭିଲା

ପ୍ରେମ ଯେତେବେଳେ ହୁଏ ଚାରିଆଡ ଲାଗେ ପ୍ରେମମୟ। ମନ କହେ ସେଇ ମଣିଷଟି ହିଁ ସବୁଠୁ ନିଜର। ସେ ସାଥୀ ସାତ ଜନ୍ମର। ଏଇ ପ୍ରେମକୁ ଜାହିର କରିବା ଲାଗି କେହି କେହି ଶରୀରରେ ପ୍ରିୟ ମଣିଷ ନାଁର ଟାଟୁ ବି…

ଆମ୍ବଟାକୁଆ ଜାଉ ଖାଇବା ଘଟଣା: ପୀଡ଼ିତା କହିଲେ ପଛ କଥା ଆଉ ମନେ ପଡୁନି, ଏବେ ଦୁର୍ବଳ ଲାଗୁଛି

ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ଏବେ ମଧ୍ୟ ୩ ଜଣ ଚିକିତ୍ସାଧୀନ ରହିଥିବା ବେଳେ ଆଉ ୩ ଜଣ ଘରକୁ ଫେରିଛନ୍ତି। ସେମାନେ ସାମାନ୍ୟ ସୁସ୍ଥ ଅନୁଭବ କରୁଥିବା କହିଥିଲେ। ତେବେ ତିନିଜଣଙ୍କ ମଧ୍ୟରେ…

କୁନି ବୟସରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଏସବୁ ୟୁଟ୍ୟୁବର, ସାକ୍ଷାତକାରରେ ଅଧିକ ଜାଣନ୍ତୁ…

ଭଲରେ କଥା କହି ପାରୁ ନଥିବା ବୟସରେ ଏମାନେ ନାଚ, ଗୀତ, ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଛନ୍ତି। ତା’ସହିତ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇ ନିଜର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ଗଢିପାରିଛନ୍ତି। ପାଠଶାଠ ସବୁଥିରେ ଏମାନେ ବେଶ୍‌…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ପଛରେ ପିଟିହେଲା କାର୍‌, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଯେଉଁଥିରେ ୩ ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି। ନୋଏଡାଠାରୁ ପରୀଚୌକ୍‌…

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ ଅଶାନ୍ତି

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ ଏଠାରେ ଛୋଟ ଗାଧୁଆଘର ହେଉ କି ରୋଷେଇ ଘର ଆଦି ତିଆରି କରିଦେଇଥାନ୍ତି। ହେଲେ…

ବସ୍ତିରୁ ମିଳିଲା ମହିଳାଙ୍କ ମୃତଦେହ: ସ୍ବାମୀ ପୋଲିସକୁ କହିଥିବା କଥାକୁ ନେଇ ବଢ଼ୁଛି ସନ୍ଦେହ

ଭୁବନେଶ୍ବର୧୦।୧୧: ଭୁବନେଶ୍ବରସ୍ଥିତ ୟୁନିଟ-୪ ରାମପୁର ବସ୍ତିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମହିଳା ଜଣଙ୍କ ରାତିରେ ଖାଇ ଶୋଇଥିବା ବେଳେ ସକାଳେ ମୃତଦେହ ମିଳିବା ଘଟଣାକୁ ନେଇ ଚର୍ଚ୍ଚା ବଢ଼ୁଛି। ତେବେ ମହିଳାଙ୍କ ସ୍ବାମୀ ପୋଲିସକୁ ଜଣାଇଥିଲେ ଯେ, ତାଙ୍କ ସ୍ତ୍ରୀ…

ଜିଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଉଦଯାପିତ: ବରିଷ୍ଠରେ ଜିଜ୍ଞାସୁ ଶବର ଓ କନିଷ୍ଠରେ ଲିଜା ଗୋପାଳ ପ୍ରଥମ

ଭବାନୀପାଟଣା,୧୦।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହର ସ୍ଥିତ ମାଣିକେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର କଳାହାଣ୍ଡି ଜିଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୁଲ୍ୟ ଓ ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ…

ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଛାତ୍ରୀ ଶୌଚାଳୟ ବ୍ଲକ ଭୂତ କୋଠି

ବ୍ରହ୍ମପୁର,୧୦।୧୧(ସ୍ବାଧୀନ ଶେଖର ପାଢ଼ୀ ): ରାଜ୍ୟର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବ୍ରହ୍ମପୁର ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରୁ ଅଗଣିତ ମେଧାବୀ ଆଜି ରାଜ୍ୟ, ଦେଶ ବିଦେଶରେ ନିଜ କାର୍ଯ୍ୟଦକ୍ଷତା ପାଇଁ ସୁନାମ ଅର୍ଜନ କରିଛନ୍ତି। ହେଲେ ପାରିପାର୍ଶ୍ୱିକ ଅବସ୍ଥାକୁ ଦୃଷ୍ଟିଦେଲେ ଏହାର ଶୈକ୍ଷିକ ବାତାବରଣ…

ଅଧାରେ ରହିଲା କଟା ଗଛର ମୂଳ ଗଣତି

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ କାଳିକାପ୍ରସାଦ ବିଟ୍‌ ଅଧୀନସ୍ଥ କୃଷ୍ଣପୁର ସଂରକ୍ଷିତ ଜଙ୍ଗଲରେ ବେଆଇନ ଗଛ କଟା ଅଭିଯୋଗ ପରେ ବନ ବିଭାଗ ପକ୍ଷରୁ ହେଉଥିବା ମୂଳ ଗଣିତ ଅଧାରେ ଅଟକିଛି। ନିଜ ଦୋଷକୁ ଲୁଚାଇବାକୁ ବିଭାଗ ଗଣିତ…

ବିଜେଡି ସମର୍ଥକ ସରପଞ୍ଚଙ୍କ ହାତ: ଭାଜପା

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାହାସୋଇ ପଞ୍ଚାୟତରେ ସରକାରୀ ଅନୁଦାନ ହରିଲୁଟ୍‌ ଏବଂ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ବଢ଼ିବାରେ ଲାଗିଥିବା ଅଭିଯୋଗ ହେଉଛି। ଏନେଇ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ସମସ୍ତ ପ୍ରକଳ୍ପର ସବିଶେଷ ତଥ୍ୟ…

ହାସିମୋଟୋ ଥାଇରଏଡିଟିସ୍‌ ରୋଗ ସହ ଲଢୁଛନ୍ତି ଅଭିନେତା ଅର୍ଜୁନ କପୁର

ମୁମ୍ବାଇ: ଅଭିନେତା ଅର୍ଜୁନ କପୁର ନିକଟରେ ତାଙ୍କ ଫିଲ୍ମ ‘ସିଙ୍ଘମ ଏଗେନ୍‌’ରେ ଖଳନାୟକ ଭୂମିକାରେ ନଜର ଆସି ଦର୍ଶକଙ୍କ ବହୁ ପ୍ରଶଂସା ସାଉଁଟିଛନ୍ତି। ତେବେ ସେ ଗତ କିଛି ଦିନ ହେବ ହାସିମୋଟୋ ଥାଇରଏଡିଟିସ୍‌ ନାମକ ଏକ ରୋଗରେ ପୀଡ଼ିତ ଅଛନ୍ତି…

ସୂଚନା ଅଧିକାର କର୍ମୀ, ସ୍ତ୍ରୀଙ୍କୁ ମାଡ଼ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ ଦାବି

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ଓ ଅନୁଦାନ ସଂକ୍ରାନ୍ତରେ ସୂଚନା ଅଧିକାର ଆଇନ (ଆରଟିଆଇ) ବଳରେ ତଥ୍ୟ ମାଗିବାରୁ ସୂଚନାଧିକାର କର୍ମୀ ଓ ତାଙ୍କ ସ୍ତ୍ରୀଙ୍କ ରାସ୍ତାରେ ଘୋଷାଡି ମରଣାନ୍ତକ ଆକ୍ରମଣ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri