Home Left

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ପ୍ରତି ମାସରେ 2,500 ପ୍ରଦାନ କରୁଥିବା ‘ଲକ୍ଷ୍ମୀ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।ସୂଚନା ଅନୁସାରେ ଜି.ଉଦୟଗିରି ବ୍ଲକ ରଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ କଲିନାଯୁ ଗ୍ରାମର…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର ମୁଖପାତ୍ର ସୌରଭ ଦାସ ଏବେ ଏହାର ଜବାବ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ ଶ୍ରାବଣ ମାସ ଜୁଲାଇ ୩୦ ରୁ ଆରମ୍ଭ ହୋଇ ଅଗଷ୍ଟ ୨୮ ରେ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର ଟାଙ୍ଗିଆ ବେଣ୍ଟ ମାଡ଼ରେ ବାପା ଧନେଶ୍ୱର ଭୋଇ(୬୫)ଙ୍କ ମୃତ୍ୟୁ ଘଟିଛି। କୁଚିଣ୍ଡା ପୋଲିସ…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ ସମର୍ପିତ ଏବଂ ଚାତୁର୍ମାସ୍ୟ ସମୟରେ ଯେତେବେଳେ ଭଗବାନ ବିଷ୍ଣୁ ଯୋଗନିଦ୍ରାରେ ଯାଆନ୍ତି, ସେତେବେଳେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ ପ୍ରତି ଆଗ୍ରହ ଦେଖାଇଛନ୍ତି, ଦିଲ୍ଲୀ କ୍ୟାପିଟାଲ୍ସ ଏବେ ଏହି ତାଲିକାରେ ସାମିଲ ହୋଇଛି।…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା ଥାନା ଦିବ୍ୟସିଂପୁର ଗ୍ରାମରେ ଘଟିଛି ଏଭଳି ଘଟଣା। ଆଜି ଦିବ୍ୟସିଂପୁର ଗ୍ରାମ ଅନ୍‌ବଷୋ…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ ସଙ୍ଗୀନ ପରିସ୍ଥିତି ଦେଖାଦେଇଛି। କପ୍ତିପଦା ବ୍ଲକ ବନ୍ଧମାଳ ଗାଁ ଏବେ ସମ୍ପୂର୍ଣ୍ଣ ବାହ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି। ପଞ୍ଚାୟତରେ ଚାଲିଥିବା SIR-୨୦୨୬ ଅନ୍ତର୍ଗତ ଦାବି ଓ ଆପତ୍ତି ଗ୍ରହଣ ପର୍ଯ୍ୟାୟର କାର୍ଯ୍ୟକ୍ରମର…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅଶ୍ୱିନୀ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି । ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କୀୟମାନେ ମୃତଦେହକୁ କାନ୍ଧ ଦେଲେନାହିଁ। ମୁହଁମୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?