Home Left

ଶାରଦାଙ୍କୁ ଭାରତ ରତ୍ନ ଦେବାକୁ ଉଠିଲା ଦାବି

ପାଟନା,୯।୧୧: ବିହାରର ସ୍ବର କୋକିଳା ସ୍ବର୍ଗତ ଶାରଦା ସିହ୍ନାଙ୍କ ଦେହାନ୍ତ ପରେ ସୁପଲର ଗାନ୍ଧୀ ମୈଦାନରେ ଏକ ସମବେଦନା ସଭା ଆୟୋଜନ କରାଯାଇଥିଲା। ବହୁ ସଂଖ୍ୟାରେ ସହରବାସୀ ଏହି ସଭାରେ ଯୋଗ ଦେଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୯ା୧୧(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ରାଜ୍ୟର ବିକାଶ ପରିବର୍ତ୍ତେ ବ୍ୟକ୍ତିଗତ ଉନ୍ନତିକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି। ଝାଡ଼ଖଣ୍ଡରେ ବର୍ତ୍ତମାନ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ଝାଡ଼ଖଣ୍ଡର…

ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ପରେ ଜିଅନ୍ତା ଜାଳିଦେଲେ, ସ୍ବାମୀ କହିଲେ ହୃଦୟ ବିଦାରକ କଥା

ଇମ୍ଫାଲ,୯ା୧୧: ମଣିପୁରର ଜିରିବାମ ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସୂଚନାନୁସାରେ, ଗୁରୁବାର (ନଭେମ୍ବର ୭) ରାତିରେ ଜଣେ ୩୧ ବର୍ଷୀୟା ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର କରାଯାଇ ପରେ ଜିଅନ୍ତା ଜାଳି ଦିଆଯାଇଛି। ଏହି ସମୟ ମଧ୍ୟରେ ସଶସ୍ତ୍ର…

ଖାଦ୍ୟ ବଣ୍ଟନ ବ୍ୟବସ୍ଥାରେ ଓଡ଼ିଶା ଆଣିଥିବା ସୁନାମରେ ଏବେ କଳଙ୍କ ଲାଗିଛି

ଭୁବନେଶ୍ୱର,୯୧୧(ଅନିଲ ଦାସ):ମିଳିତ ଜାତିସଂଘ ତରଫରୁ ଆୟୋଜିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ଓଡ଼ିଶାର ଖାଦ୍ୟ ବଣ୍ଟନ ବ୍ୟବସ୍ଥାକୁ ଭୂୟସୀ ପ୍ରଶଂସା କରାଯାଇଥିଲା। ଏକ ଖାଦ୍ୟ ଅଭାବୀ ରାଜ୍ୟରୁ କିପରି ଭାବେ ଓଡ଼ିଶା ଏକ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଥିଲା, ଓଡ଼ିଶାର ଏହି…

କିଏ ଏହି ଟ୍ରମ୍ପଙ୍କ ଘନିଷ୍ଠ କାଶ୍‌ ପଟେଲ, ହୋଇପାରନ୍ତି CIA ମୁଖ୍ୟ, ରାମ ମନ୍ଦିର ସହ ଅଛି ଲିଙ୍କ୍‌

ଓ୍ବାଶିଂଟନ୍‌,୯।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଡେମୋକ୍ରାଟ ପ୍ରାର୍ଥୀ କମଳା ହ୍ୟାରିସଙ୍କୁ ହରାଇଛନ୍ତି। ୪ ବର୍ଷ ପରେ ପୁଣି ଟ୍ରମ୍ପ ଦିତୀୟ ଥର ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ଟ୍ରମ୍ପ ବହୁମତ ୨୭୦ ହାସଲ କରିବା ସହ…

ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର ଲୋକେ ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ…

୧୫ରେ ଓଡ଼ିଶା ଆସିବେ ମୋଦି

ଭୁବନେଶ୍ୱର,୯।୧୧: ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ନେଇ ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ଜନଜାତି ଗୌରବ ଦିବସକୁ ଉଦ୍‌ଘାଟନ କରିବେ । ଏହି ଅବସରରେ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ…

ପ୍ରତି ଗାଁରେ ହେବ ଓମ୍ଫେଡ ଷ୍ଟଲ: ଚାଷୀଙ୍କ ପାର୍ଇ ସବ୍‌ସିଡି ବ୍ୟବସ୍ଥା

ଭୁବନେଶ୍ୱର,୯।୧୧: ପ୍ରତି ଗାଁରେ ହେବ ଓମ୍ଫେଡ ଷ୍ଟଲ । ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତିି। ସେ କହିଛନ୍ତି, ଜିଲାର ସମସ୍ତ ବଡ ବଡ ମନ୍ଦିରରେ ଓମ୍ଫେଡ ଘିଅର ବ୍ୟବହାର କରିବାକୁ ସମସ୍ତ ଜିଲାପଳମାନଙ୍କୁ…

ରୋହିତ ଶର୍ମାଙ୍କୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ଭାଇରାଲ୍‌ ହେଉଛି ଭିଡିଓ

ଡର୍ବାନ୍‌,୯।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୪ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତର ବିଜୟୀ ହୋଇଛି। ଭାରତୀୟ ଦଳ ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଅଛନ୍ତି। ନିକଟରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ…

କାହିଁକି ଆକାଉଣ୍ଟକୁ ଆସିନି ସୁଭଦ୍ରା ଟଙ୍କା, କ’ଣ କଲେ ଆସିବ ଉପମୁଖ୍ୟମନ୍ତ୍ରୀ ଦେଲେ ପୂରା ସୂଚନା…

ଭୁବନେଶ୍ୱର,୯ା୧୧: ପୂର୍ବଥର ଯେଉଁ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିନାହିଁ, କାହିଁକି ଆସିନାହିଁ କ’ଣ କଲେ ଆକାଉଣ୍ଟକୁ ଟଙ୍କା ଆସିବ ସେ ସମ୍ପର୍କରେ ସବିଶେଷ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏଯାବତ୍‌ ୨ ଲକ୍ଷ ୬୭ ହଜାର…

ମନ୍ତ୍ରୀଙ୍କ ଘରେ ନୂଆ ଅତିଥି: ୮୦ ହଜାର ଟଙ୍କାରେ ଆସିଲେ…

ଭୁବନେଶ୍ୱର,୯।୧୧: ମନ୍ତ୍ରୀଙ୍କ ଘରେ ନୂଆ ଅତିଥି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସରକାରୀ ବାସଭବନରେ ଗୋମାତାଙ୍କ ଗୃହ ପ୍ରବେଶ ହୋଇଛି। ପବିତ୍ର ଗୋପାଷ୍ଟମୀ ଅବସରରେ ମନ୍ତ୍ରୀଙ୍କ ସରକାରୀ ବାସଭବନରେ ପାଳନ ହୋଇଛି ଏହି ନିଆରା ପରମ୍ପର। ଏ ନେଇ…

କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୯।୧୧: ଭୁବନେଶ୍ୱର ବଡଗଡ଼ ସ୍ଥିତ ଏକ କପଡ଼ା ଗୋଦାମରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri