ଘର ତିଆରି ପାଇଁ ହାଇସ୍କୁଲ ଶିକ୍ଷକଙ୍କୁ ମିଳିବ ଅଗ୍ରଣୀ ଟଙ୍କା
ଭୁବନେଶ୍ୱର,୮ା୧୧(ଅନୁରାଧା ମହାରଣା)- ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ…
ଭାଜପାରେ ଯୋଗଦେବାରୁ ସଂଘବଦ୍ଧ ଆକ୍ରମଣ କଲେ ବିଜେଡି କର୍ମୀ , ଗୁରୁତର ମେଡିକାଲରେ ଭର୍ତ୍ତି
ହିଞ୍ଜିଳିକାଟୁ, ୮।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପୋଡିଙ୍ଗି ଗାଁ ଛକ ନିକଟରେ ସେପ୍ଟେମ୍ବର ୭ ତାରିଖ ସଂଧ୍ୟାରେ ଭାଜପାରେ ଯୋଗ ଦେବାରୁ ତାଙ୍କ ବିଜେଡିର ୫ ଜଣ ଯୁବକ ସଙ୍ଘବଦ୍ଧ ଭାବେ ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ଜଗତ ମୋହନ ସାହୁଙ୍କୁ…
ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅନାସ୍ଥା ପ୍ରସ୍ତାବ: କୋରମ୍ ଅଭାବରୁ ଭୋଟିଂ ସ୍ଥଗିତ
ଥୁଆମୂଳ ରାମପୁର,୮।୧୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକର ରାଜନୀତି ଗତ ୩ ମାସ ହେଲା ସରଗରମ ହେବା ସହ ବେଶ ଉଷ୍ମ ହୋଇପଡିଛି। ଏକଦା ବିଜେଡି ଦୀର୍ଘ ବର୍ଷ ଧରି ବ୍ଲକ ଅଧ୍ୟକ୍ଷ ପଦବୀକୁ ବାରମ୍ବାର ନିଜେ ଅକ୍ତିଆର କରିଆସୁଥିବା ବେଳେ…
ମୁଖ୍ୟମନ୍ତ୍ରୀଙ୍କ ପ୍ଲେଟରୁ ଗାଏବ ହେଲା ସିଙ୍ଗଡା, ଯାଞ୍ଚ କଲା ସିଆଇଡି
ନୂଆଦିଲ୍ଲୀ,୮।୧୧: କଂଗ୍ରେସ ଶାସନାଧୀନ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖଓ୍ବିନ୍ଦର ସିଂ ସୁଖୁଙ୍କ ସିଙ୍ଗଡ଼ା ତାଙ୍କ ସୁରକ୍ଷା କର୍ମୀମାନେ ଖାଇଦେଇଥିବା କ୍ରାଇମ୍ ଇନ୍ଭେଷ୍ଟିଗେଶନ୍ ଡିପାର୍ଟମେଣ୍ଟ (ସିଆଇଡି) ତଦନ୍ତରୁ ଜଣାପଡ଼ିବା ପରେ ଶୁକ୍ରବାର ଏହା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ସିଆଇଡି ତଦନ୍ତ…
କଟକ ବଳାତ୍କାର ମାମଲା: ଜଣାପଡିଲା ସାଂଘାତିକ ସତ, ହୁକା ବାର୍ ମାଲିକ ବି କରିଥିଲେ…
କଟକ,୮।୧୧: କଟକ ବଳାତ୍କାର ମାମଲାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଛାତ୍ରୀଙ୍କୁ ହୁକା ବାର୍କୁ ଆଣି କରାଯାଇଥିଲା ବଳାତ୍କାର। ହୁକା ବାରରେ ବୟଫ୍ରେଣ୍ଡ ସହ ଜନ୍ମଦିନ ପାଳିଥିଲେ ଛାତ୍ରୀ।ଏହି ସମୟରେ ବୟଫ୍ରେଣ୍ଡଙ୍କ ସହ ଅନ୍ତରଙ୍ଗ ଭିଡିଓ ସୁଟ୍ ହୋଇଥିଲା। ଆଉ ଭିଡିଓ…
ବ୍ଲକ ଅଫିସରେ ଗଣ୍ଡଗୋଳ: ସରପଞ୍ଚ, ସମିତି ସଭ୍ୟଙ୍କ ସ୍ବାମୀ ହାତାହାତି ସିସିଟିଭିରେ..
ହିଞ୍ଜିଳିକାଟୁ ୮।୧୧( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର କୌଣସି କଥାକୁ ନେଇ ଆମ୍ବ ଗାଁ ପଞ୍ଚାୟତ ସରପଞ୍ଚ ଓ ଉକ୍ତ ପଞ୍ଚାୟତର ସମିତି ସଭ୍ୟଙ୍କ ସ୍ବାମୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି। କଥା ଶେଷରେ ପୋଲିସ ଥାନା…
ବାଇକ ଆରୋହିଙ୍କୁ ଧକ୍କା ଦେଲା ଧାନ ବୋଝେଇ ଗାଡି
ଜୟପାଟଣା,୮।୧୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ମୁଖିଗୁଡା ପୋଲିସ ଫାଣ୍ଡି ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏକ ୪୦୭ ଧାନ ବୋଝେଇ ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ବାଇକ ଆରୋହୀଙ୍କ ନାମ ମୁକୁନ୍ଦ…
ପଞ୍ଚକ, ବଡଓଷା ସମୟରେ ଟ୍ରାଫିକ କଟକଣା, ଯାଇପାରିବେନି ଏହି ବ୍ରିଜରେ
କଟକ, ୮।୧୧: ଆସନ୍ତ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଞ୍ଚକ ଓ ବଡଓଷା ପାଳନ କରାଯିବ। ଏହି ସମୟରେ ବିିଭିନ୍ନ ଜିଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ…
ହଠାତ୍ ହୁ ହୁ ହୋଇ ଜଳିଲା ବୋରୱେଲ ଗାଡି
ବଲାଙ୍ଗୀର, ୮।୧୧: (ସୁନିଲ କୁମାର ମହାନ୍ତି): ଗାତ ଖୋଳୁଥିବା ବେଳେ ହୁ ହୁ ହୋଇ ଜଳିଲା ବୋରଓ୍ବେଲ ଗାଡ଼ି। ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା କର୍ଲାମାଲ ଗାଁର ସୁବାସ ଷାଣ୍ଢଙ୍କ କ୍ଷେତରେ ଶୁକ୍ରବାର ବୋରୱେଲ ମେସିନ ସହାୟତାରେ ଗାତ ଖୋଲାଯାଉଥିଲା ।…
Archives


