ସାମାନ୍ୟ ବଚସା ହେଲା କାଳ: ଖୁଡ଼ିଙ୍କ ଗଳାକାଟି ହତ୍ୟା କଲେ ପୁତୁରା
ଧରାକୋଟ,୮।୧୧: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରଡାବିଲି ଗ୍ରାମରେ ଆଜି ଘଟିଛି ଏକ ଲୋମାଟାଙ୍କୁରା ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଗ୍ରାମର ସିକନ୍ଦର ସାହୁଙ୍କ ପୁଅ ବଳରାମ ସାହୁ ନିଜ ବିଧବା ଭାଉଜ ସସ୍ମିତା ସାହୁ(୩୨)ଙ୍କୁ ନିର୍ମମ ଭାବେ ଛୁରି ଭୂଷି…
ଅବସର ପରେ ଚନ୍ଦ୍ରଚୂଡଙ୍କୁ କ’ଣ ମିଳିବ ସୁବିଧା: ଜାଣନ୍ତୁ ନିୟମ ବିଷୟରେ…
ନୂଆଦିଲ୍ଲୀ,୮।୧୧: ଭାରତରେ ସୁପ୍ରିମକୋର୍ଟର ମୁଖ୍ୟ ଅର୍ଥାତ୍ ପ୍ରଧାନ ବିଚାରପତି (ସିଜେଆଇ) ହେଉଛି ଭାରତୀୟ ନ୍ୟାୟପାଳିକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ। ଏହା କେବଳ ଏକ ସମ୍ମାନଜନକ ପଦବୀ ନୁହେଁ, ବରଂ ଏହା ସହିତ ବିଶେଷ ଅଧିକାର ମଧ୍ୟ ବହନ କରେ,ଯାହା ପ୍ରଧାନ ବିଚାରପତିଙ୍କ…
ନବୀନ ପଟ୍ଟନାୟକଙ୍କ ଏହି ଭୁଲ୍ ପାଇଁ ହାରିଲା ବିଜେଡି: କହୁ କହୁ କହିଦେଲେ ପୂର୍ବତନ ବିଜେଡି ବିଧାୟକ
ଭୂବନେଶ୍ୱର,୮।୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ ମଧ୍ୟ ସେ କହିଛନ୍ତି। ଦଳର ପରାଜୟ ପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟୀ…
‘ମହା ବିକାଶ ଅଘାଡ଼ି’ ଗାଡିର ଡ୍ରାଇଭର ସିଟ୍ ପାଇଁ ଝଗଡ଼ା: ମହାରାଷ୍ଟ୍ରରେ ବିରୋଧୀଙ୍କୁ ମୋଦିଙ୍କ କଟାକ୍ଷ
ମୁମ୍ବାଇ, ୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ଗୋଟିଏ ମାସରୁ କମ୍ ସମୟ ଥିବା ବେଳେ ସରକାରୀ ଓ ବିରୋଧୀ ଜୋରଦାର ପ୍ରଚାର କରୁଛନ୍ତି। ଉଭୟଙ୍କ ପକ୍ଷରୁ ବୟାନବାଜି ଜାରି ରହିଛି। ଏହାରି ମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀଙ୍କୁ…
ଓସିସିଏଲ ସିନିୟର ଆକାଉଣ୍ଟାଣ୍ଟ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ
କଟକ,୮।୧୧: ରାଜ୍ୟ ପିଏସୟୁରେ ବରିଷ୍ଠ ଆକାଉଣ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଓଡ଼ିଶା ହାଇକୋର୍ଟ ଓଡିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ)କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଏସ.କେ ପାଣିଗ୍ରାହୀଙ୍କ ଏକକ ଜଜ ବେଞ୍ଚ…
କେଉଁ ମାଂସ ଖାଇବାକୁ ଭଲ ପାଆନ୍ତି ଟ୍ରମ୍ପ, ଜାଣି ତାଜୁବ ହେବେ…
ଓ୍ବାଶଂଟନ୍,୧୧।୮: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଐତିହାସିକ ବିଜୟ ହାସଲ କରିଛନ୍ତି। ସାରା ବିଶ୍ବରେ ଟ୍ରମ୍ପଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି । ତାଙ୍କର ପରିବାର, ସମ୍ପତ୍ତି ଓ ସଉକ ଠାରୁ ଆରମ୍ଭ କରି ତାଙ୍କର…
ଅମ୍ବାନୀ କି ଆଦାନୀ ନୁହେଁ, ଏହି ବ୍ୟକ୍ତି ହେଉଛନ୍ତି ଭାରତର ସବୁଠୁ ବଡ଼ ଦାନବୀର
ନୂଆଦିଲ୍ଲୀ,୮।୧୧: ଭାରତରେ ଶିଳ୍ପପତିମାନେ ବହୁ ଅର୍ଥ ଉପାର୍ଜନ କରନ୍ତି। ସେମାନେ ନିଜ ଅର୍ଜିତ ଅର୍ଥକୁ ଦାନ କରନ୍ତି। ବେଳେବେଳେ ମନରେ ପ୍ରଶ୍ନ ଆସେ, ଭାରତର ସବୁଠାରୁ ବଡ ଦାତା କିଏ, ଯିଏ ନିଜର ଲାଭର ସର୍ବାଧିକ ପରିମାଣକୁ ଦାନକୁ ଦିଅନ୍ତି। ତେବେ…
ଅନ୍ଲାଇନ ଗେମ୍ରୁ ଗଢି ଉଠିଥିଲା ପ୍ରେମ ସମ୍ପର୍କ: ଯୁବତୀଙ୍କୁ ନେବାକୁ ଆସିଥିଲେ ଭୁବନେଶ୍ବର, ତା’ପରେ…
ଭୁବନେଶ୍ୱର,୮।୧୧: ଭୁବନେଶ୍ବରରେ ଲଭ ଜିହାଦ ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଧରାପଡ଼ିଛନ୍ତି ଜଣେ କଶ୍ମୀର ଯୁବକ। ମହିଳା ଥାନା ପୋଲିସ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଅନ୍ଲାଇନ ଗେମ୍ରୁ…
କେବେ ନେବେ ରାଜନୀତିରୁ ସନ୍ୟାସ, ଶରଦ ପାଓ୍ବାର ଦେଲେ ବଡ଼ ବୟାନ
ମହାରାଷ୍ଟ୍ର,୮।୧୧: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ମାହୋଲ ଗରମ ରହିଛି। ଏହି ସମୟରେ ଏନସିପି-ଏସପି ମୁଖ୍ୟ ଶରଦ ପାୱାରଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ଏକ ସାକ୍ଷାତକାର ସମୟରେ ଯେତେବେଳେ ଶରଦ ପାୱାରଙ୍କୁ ପଚରାଯାଇଥିଲା ଯେ…
ହୋଇଗଲା ନିଷ୍ପତ୍ତି! ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବ ନାହିଁ ଭାରତ, ଜାଣନ୍ତୁ କେଉଁଠି ହେବ ମ୍ୟାଚ
ନୂଆଦିଲ୍ଲୀ,୮।୧୧: ଚାମ୍ପିୟନ୍ସ ଟ୍ରଫି ୨୦୨୫ ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି । ପାକିସ୍ତାନ କ୍ରିକେଟ ବୋର୍ଡକୁ ଟିମ ଇଣ୍ଡିଆ ଏକ ବଡ ଝଟକା ଦେଇଛି। ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳ ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବ ନାହିଁ। ଟିମ…
କୋରାପୁଟ ଗସ୍ତରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ: ପଚାରି ବୁଝିଲେ ସୁବିଧା-ଅସୁବିଧା
କୋରାପୁଟ,୮।୧୧(ଅମିତାଭ ବେହେରା): ରାଜ୍ୟ ପୋଲିସ ମହାନିର୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ଦିନିକିଆ କୋରାପୁଟ ଗସ୍ତରେ ଆସି ପହଞ୍ଚିଛନ୍ତି। ଡିଜି ମାଲକାନଗିରିରୁ ହେଲିକପ୍ଟର ଯୋଗେ ଆସି କୋରାପୁଟ ବିଏସଏଫ ମୁଖ୍ୟାଳୟ ପହଞ୍ଚି ସେଠାରେ ଜିଲାର ସୁରକ୍ଷା ବ୍ୟବସ୍ଥା ନେଇ ବିଏସଏଫର ବରିଷ୍ଠ…
ଫସିଲେ ଡାକ୍ତର, ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ
ଭୁବନେଶ୍ୱର,୮।୧୧: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ। ବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ,…
Archives


